Posted inଜାତୀୟ

ବିଭିନ୍ନ ବିଶ୍ୱବିଦ୍ୟାଳୟର କୁଳାଧିପତି ପଦରୁ ରାଜ୍ୟପାଳଙ୍କ ଭୂମିକା ହ୍ରାସ କଲେ ପଶ୍ଚିମବଙ୍ଗ ସରକାର

କୋଲକତା,୧୧।୧୨: ପଶ୍ଚିମବଙ୍ଗ ସରକାର ନୂଆ ନିୟମ ଆଣି ରାଜ୍ୟପାଳ ଧନଖରଙ୍କୁ ବିଭିନ୍ନ ବିଶ୍ୱବିଦ୍ୟାଳୟର କୁଳାଧିପତି ପଦରୁ ରାଜ୍ୟପାଳଙ୍କ ଭୂମିକା ହ୍ରସେ କରିଛନ୍ତି। ଉଚ୍ଚ ଶିକ୍ଷା ମନ୍ତ୍ରୀ ପାର୍ଥ ଚାଟାର୍ଜି ଏକ ବିଜ୍ଞପ୍ତି ଜାରି କରି କୁଳପତି ବାଛିବାରେ କୁଳାଧିପତିଙ୍କ ଭୂମିକା ମଧ୍ୟ ହ୍ରାସ କରିଛନ୍ତି। ବିଶ୍ୱବିଦ୍ୟାଳୟର ଉଚ୍ଚପଦସ୍ଥଙ୍କ ବୈଠକ ଡାକିବା କ୍ଷମତା ମଧ୍ୟ ଆଉ ନାହିଁ। ଏପରିକି ସେ କୁଳପତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇପାରିବେ ନାହିଁ। ଗତ ଜୁଲାଇ ୩୦ରେ ଧନଖର୍‌ ଦାୟିତ୍ୱ ନେବା ପରଠାରୁ ହିଁ ସ୍ଥାନୀୟ ସରକାର ଏବଂ ରାଜ୍ୟପାଳଙ୍କ ତର୍କ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲିଭ୍‌ ଇନ୍‌ରେ ରହୁଥିବା ମହିଳା ଅଧିକ ଦୁଃଖି: ସର୍ଭେ ରିପୋର୍ଟ ଲୋକାର୍ପଣ କରିବେ ଆର୍‌ଏସ୍‌ଏସ୍‌ ପ୍ରମୁଖ

ନୂଆଦିଲ୍ଲୀ,୨୨।୯: ସମ୍ପ୍ରତି ଦେଶରେ ଲିଭ୍‌ ଇନ୍‌ରେ ରହିବା ମହିଳା ପୁରୁଷଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେବେ ଏଭଳି ସମ୍ପର୍କରେ ରହୁଥିବା ମହିଳା ଅଧିକ ଦୁଃଖୀ। ଏନେଇ...

‘ପରୀକ୍ଷା ପେ ଚର୍ଚ୍ଚା ୨୦୨୨’ ପାଇଁ ଆଜିଠାରୁ ରେଜିଷ୍ଟ୍ରେଶନ

ନୂଆଦିଲ୍ଲୀ,୨୮ ।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନବମ ଓ ଦ୍ୱାଦଶ ଶ୍ରେଣୀର ଛାତ୍ରଙ୍କ ବାର୍ଷିକ ପରୀକ୍ଷା ପୂର୍ବରୁ ‘ପରୀକ୍ଷା ପେ ଚର୍ଚ୍ଚା’ରେ ଆଲୋଚନା କରିବେ ।...

ସ୍ବଚ୍ଛ ଭାରତ ମିଶନ: ଖୋଲାରେ ଶୌଚ ହେଉଥିବା ଅଞ୍ଚଳର ଭୂତଳ ଜଳ ଅଧିକ ପ୍ରଦୂଷିତ

ନୂଆଦିଲ୍ଲୀ,୬।୬: ପ୍ରଧାନମନ୍ତୀ ନରେନ୍ଦ୍ର ମୋଦି ସରକାରଙ୍କ ସ୍ବଚ୍ଛ ଭାରତ ମିଶନ ଦ୍ୱାରା ଭୂତଳ ଜଳ ପ୍ରଦୂଷଣ ମାତ୍ରା କମିବାରେ ଲାଗିଛି। ତେବେ ଖୋଲାରେ ଶୌଚ ହେଉଥିବା...

ଅନଶନରେ ବସିଥିବା ଡାକ୍ତରଙ୍କୁ ୪ଘଣ୍ଟା ଭିତରେ କାର୍ଯ୍ୟରେ ଯୋଗ ଦେବାକୁ କହିଲେ ମମତା

କୋଲକତା,୧୩।୬: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟରେ ଅନଶନରେ ବସିଥିବା ଡାକ୍ତରଙ୍କୁ ୪ ଘଣ୍ଟା ମଧ୍ୟରେ କାର୍ଯ୍ୟରେ ଯୋଗ ଦେବାକୁ କହିଛନ୍ତି। ନଚେତ୍‌ ସେମାନଙ୍କ ବିରୋଧରେ...

ଭାରତ ବନ୍ଧୁତାକୁ ସମ୍ମାନ ଦେବା ସହିତ ଆଖିରେ ଆଖି ମିଶାଇ ଜବାବ ବି ଦେଇପାରେ: ମୋଦି

ନୂଆଦିଲ୍ଲୀ, ୨୮।୬: ଭାରତ ବନ୍ଧୁତାକୁ ସମ୍ମାନ ଦେଇଥାଏ। ସେହିପରି ଆବଶ୍ୟକ ପଡ଼ିଲେ ଆଖିରେ ଆଖି ମିଶାଇ ଜବାବ ଦେବାକୁ ବି ସକ୍ଷମ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ପ୍ରଧାନମନ୍ତ୍ରୀ ପୂରା ଦେଶର, ଏଥିପାଇଁ ଚିନ୍ତିତ ଥିଲି:ପ୍ରିୟଙ୍କା

ନୂଆଦିଲ୍ଲୀ,୧୦।୧: ପଞ୍ଜାବ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷା ତ୍ରୁଟିକୁ ନେଇ ରାଜନୀତି ଥମିବାର ନାଁ ନେଉନାହିଁ। ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ସମ୍ପର୍କରେ ସୂଚନା ପଞ୍ଜାବର...

ପିଓକେରେ ସକ୍ରିୟ ରହିଛି ୧୫-୨୦ ଆତଙ୍କବାଦୀ ଶିବିର: ସେନାମୁଖ୍ୟ

ନୂଆଦିଲ୍ଲୀ,୨୦।୨: ଭାରତରେ ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନ ଉଦ୍ୟମ ଅବ୍ୟାହତ ରଖିଛି। ଏବେ ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ)ରେ ୧୫-୨୦ ଆତଙ୍କବାଦୀ ଶିବିର ସକ୍ରିୟ ରହିଛି। ସେଠାରେ...

ମାସ୍କ ନ ପିନ୍ଧି କାନପୁର ଆଇଜି ଦେଲେ ଜରିମାନା

ଲକ୍ଷ୍ନୌ, ୭।୬: ଦେଶରେ କରୋନା ସଂକ୍ରମଣ ବଢ଼ିଚାଲିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ସାମାଜିକ ଦୂରତା ବଜାୟ ରଖିବା,...

Advertisement
Archives

Model This Week