ବିଭିନ୍ନ ସଙ୍ଗଠନ ପକ୍ଷରୁ ରିଲିଫ ପାଣ୍ଠିକୁ ସହାୟତା

ଖଇରା, ୨୨।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅଧୀନ ଖଇରା ବ୍ଲକର ବିଭିନ୍ନ ସଙ୍ଗଠନ ପକ୍ଷରୁ ଖଇରା ବିଡିଓ ଦେବେନ୍ଦ୍ର ପ୍ରସାଦ ବଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଅର୍ଥଦାନ କରାଯାଇଛି ା ଖଇରାସ୍ଥିତ ପ୍ରତିଭା ପରିବାର ଓ ଖଇରା ସାହିତ୍ୟ ସଂସଦ ତରଫରୁ ପ୍ରଫେସର ଉମେଶ ନାୟକ, ବୁଦ୍ଧିରାମ ପାଣିଗ୍ରାହୀ, ସଞ୍ଜୟ ଭଟ୍ଟରାୟ, ଚିନ୍ତାମଣି ସାହାଣି, ପ୍ରଶାନ୍ତ ଦାସ, ସୁଜାତା ମିଶ୍ର, ହରେକୃଷ୍ଣ ରାଉତ ପ୍ରମୁଖ ୨୫ହଜାର ଟଙ୍କାର ଡ୍ରାଫ୍ଟ ପ୍ରଦାନ କରିଥିଲେ। ଖଇରା ସ୍ବେଚ୍ଛାସେବୀ ସଙ୍ଗଠନର ପ୍ରମୁଖ କର୍ମକର୍ତ୍ତା ଅଜୟ କୁମାର ବେହେରା, ପ୍ରହଲ୍ଲାଦ ଧର, ଗୋଲକ ଜେନା, ନିର୍ମଳ ଦାସ ପ୍ରମୁଖ ୮ହଜାର ଟଙ୍କାର ଚେକ୍‌ ପ୍ରଦାନ କରିଥିଲେ ା ସେହିଭଳି ଖଇରା ଆଖଣ୍ଡଳେଶ୍ୱର ଗୀତାଯଜ୍ଞ କମିଟି ଆବାହକ କୃଷ୍ଣଚନ୍ଦ୍ର ପତ୍ରୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୫ହଜାର ଟଙ୍କା ପ୍ରଦାନ କରାଯାଇଛି ା କମିଟି ସଭ୍ୟ ସନ୍ତୋଷ କୁମାର ଶତପଥି, ମିହିର କୁମାର ନାୟକ, ଯୋଗେଶ ଶତପଥି, ଆନନ୍ଦ ପ୍ରସାଦ ଦାସ ପ୍ରମୁଖ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

୬ ବର୍ଷ ହେଲା ବୋରଓ୍ବେଲ ପାଇଁ ଟଙ୍କା ଦେଇ ୨୪ ଚାଷୀ ହତାଶ

ଚିତ୍ରକୋଣ୍ଡା,୨୩।୪(ଡି.ଏନ୍‌.ଏ.)- କୃଷି ଏବଂ ଚାଷୀର ବିକାଶ ପାଇଁ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଆଦିବାସୀ ଅଞ୍ଚଳରେ ଆଦିବାସୀ ଚାଷୀଙ୍କୁ ଅନେକ ପ୍ରୋତ୍ସାହନ ଦେଉଛନ୍ତି। ମାତ୍ର...

ସହର ଭିତରେ ଫ୍ଲାଏ ଆଶ୍‌ ଇଟା କାରଖାନା

ଯାଜପୁର ସଦର,୨୬।୨(ଡି.ଏନ.ଏ.): ଯାଜପୁର ତହସିଲ ଅନ୍ତର୍ଗତ ଯାଜପୁର ସହର ଭିତରେ ଏକ ଫ୍ଲାଏ ଆଶ୍‌ ଇଟା କାରଖାନା ଚାଲିଛି। ଏହି କାରଖାନାରେ ନମ୍ବର ବିହୀନ ଗାଡ଼ିଗୁଡ଼ିକୁ...

ପାରଳାଖେମୁଣ୍ଡିରେ ପାରମ୍ପରିକ ପର୍ବ ଗଜାମୁହାଁ

ପାରଳାଖେମୁଣ୍ଡି,୧୪।୪(ଡି.ଏନ୍‌.ଏ.):  ପାରଳାଖେମୁଣ୍ଡି ସହରରେ ଚୈତ୍ର ମାସ ଶେଷ ମଙ୍ଗଳବାର ପାରଳା ସହରରେ ପାରମ୍ପରିକ ପୂଜା ଗଜାମୁହାଁ ପର୍ବ ପାଳିତ ହୋଇଯାଇଛି। ପାରଳାର ଗଜାମୁହାଁ ପର୍ବ ରାଜ୍ୟର ବିଭିନ୍ନ...

୩ ଲକ୍ଷ ଟଙ୍କାର ଗୁଟ୍‌ଖା ଜବତ: ଜଣେ ଗିରଫ

ପୁରୁଷୋତ୍ତମପୁର,୨୮।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ତାରାତାରିଣୀ ଛକଠାରେ ଥିବା ଏକ ତେଜରାତି ଦୋକାନ ଉପରେ ମଙ୍ଗଳବାର ରାତିରେ ଚଢାଉ କରାଯାଇଥିଲା। ଚଢ଼ାଉରେ ବିପୁଳ...

ସୁରଟ ଫେରନ୍ତାଙ୍କ ସଙ୍ଗରୋଧ ନିୟମ ଊଲ୍ଲଂଘନ: ରାସ୍ତାରେ ବସି ପ୍ରତିବାଦ ଜଣାଇଲେ ଗ୍ରାମବାସୀ

ଖଇରା, ୧୬।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ବଡନୂଆଗାଁ ପଞ୍ଚାୟତ ଅଧୀନ ପିହାଣଗଡିଆ ଗ୍ରାମରେ ଏକ ସୁରଟ ଫେରନ୍ତା ଦମ୍ପତି ନିୟମ ଊଲ୍ଲଂଘନ କରୁଥିବା ଅଭିଯୋଗ ହୋଇଛି।...

ପୋଲିସ କ୍ୟାଣ୍ଟିନ୍‌ରେ ବଳାତ୍କାର ଶିକାର ମହିଳାଙ୍କ ମୃତ୍ୟୁ

ମାଲକାନଗିରି,୧୩ା୫(ଡି.ଏନ୍‌.ଏ.): ମାଲକାନଗିିରି ଜିଲା ସଦର ମହକୁମାସ୍ଥିତ ପୋଲିସ କ୍ୟାଣ୍ଟିିନ୍‌ରେ କାମ କରୁଥିବା ଜଣେ ଆଦିବାସୀ ମହିଳା ବଳାତ୍କାରର ଶିକାର ହୋଇଥିଲେ। ମଙ୍ଗଳବାର ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ...

ଭଦ୍ରକ-ଚାନ୍ଦବାଲି ରାସ୍ତା ଘଣ୍ଟାଏ ଅବରୋଧ : ମା’ବାପାଙ୍କ ସହ ରାସ୍ତାରେ ଶୋଇଲେ ନିର୍ଯାତିତା

ତିହିଡ଼ି,୧୪।୮(ସ୍ବ.ପ୍ର.)- ଶାଶୁ ଘର ଲୋକଙ୍କ ନିର୍ଯାନତାରେ ଅତିଷ୍ଠ ହୋଇ ଜଣେ ମହିଳା ତାଙ୍କ ମା’ବାପାଙ୍କ ସହ ରାସ୍ତାରେ ଶୋଇ ପ୍ରତିବାଦ ଜଣାଇବା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର...

ପରିବେଶ ପର୍ଯ୍ୟଟନସ୍ଥଳୀରୁ ମୁହଁ ଫେରାଉଛନ୍ତି ପର୍ଯ୍ୟଟକ

ଖଣ୍ଡପଡ଼ା,୧୪ା୧୧(ସ୍ବ.ପ୍ର.): ଖଣ୍ଡପଡ଼ା ସହର ଉପକଣ୍ଠରେ ରହିଛି ସୁନାମୁହିଁ ପରିବେଶ ପର୍ଯ୍ୟଟନ ସ୍ଥଳୀ। ୨ବର୍ଷ ତଳେ ଏହା ଲୋକାରଣ୍ୟ ହୋଇଉଠୁଥିଲା। ରାଜ୍ୟ ତଥା ରାଜ୍ୟ ବାହାରରୁ ଏଠାକୁ...

Advertisement
Archives

Model This Week