ବିଭିନ୍ନ ସମସ୍ୟା ସମାଧାନ ଲାଗି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୧୯।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ଅଧୀନ ମେଦିନୀପୁର ପଞ୍ଚାୟତର ବିଭିନ୍ନ ସମସ୍ୟାର ସମାଧାନ ଲାଗି ଗ୍ରାମବାସୀ ଜିଲାପାଳଙ୍କୁ ସାକ୍ଷାତ କରିଛନ୍ତି। ବିଦ୍ୟୁତ୍‌ ସମସ୍ୟା ଦୂର, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଉପଯୁକ୍ତ ହିତାଧିକାରୀ ଚୟନ ଆଦି ସମସ୍ୟାର ସମାଧାନ ଲାଗି ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ତେବେ ତୁରନ୍ତ ଏହାର ସମାଧାନ କରା ନ ଗଲେ ସେମାନେ ବାଧ୍ୟହୋଇ ଆନ୍ଦୋଳନ କରିବେ ବୋଲି ଚେତାବନୀ ଦେଇଛନ୍ତି। ଏଥିରେ ସମିତିସଭ୍ୟା ରଞ୍ଜିତା ସାହୁ ଓ ପୂର୍ବତନ ସମିତି ସଭ୍ୟ ତ୍ରିମୋହନ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ପୋଲିସ ନାଁରେ ଗୁରୁତର ଅଭିଯୋଗ, ଝିଅମାନଙ୍କୁ ପ୍ରବଳ ମାଡ଼….

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀ ପୋଲିସ ନାଁରେ ଜାତୀୟ ମାନବାଧିକାର କମିଶନରେ ଅଭିଯୋଗ ଦାଖଲ ହୋଇଛି । ୨୦ ଜୁଲାଇରେ ଜନ୍ତର ମନ୍ତରରେ ବିକ୍ଷୋଭ କରୁଥିବା ଛାତ୍ରମାନଙ୍କ ବିରୁଦ୍ଧରେ ଦିଲ୍ଲୀ…

ଉତ୍ତମ ରାଷ୍ଟ୍ର ଗଠନ ପାଇଁ ଉତ୍ତମ ସାହିତ୍ୟ ଚେତନା ଜରୁରୀ

ଭଞ୍ଜନଗର,୨୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ବ୍ଳକ୍ ଶାସନ ପଞ୍ଚାୟତ ଅନ୍ତର୍ଗତ ବଡ଼ଦୋଡଙ୍ଗା ଗ୍ରାମରେ ବୁଧବାର ଏକ କବିତା ଆସର ଏବଂ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି।…

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା…

ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଲେ ସୋନମ ୱାଙ୍ଗଚୁକ୍, ଅନଶନ ସମାପ୍ତ କରିବାକୁ ରଖିଲେ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଛନ୍ତି ସୋନମ ୱାଙ୍ଗଚୁକ୍ । ଅନଶନ ସମାପ୍ତ କରିବା ପାଇଁ କେତେକ ଦାବି ଉପସ୍ଥାପନ କରିଛନ୍ତି । ଆତ୍ମହତ୍ୟା ଦ୍ୱାରା ମୃତ୍ୟୁବରଣ…

ନକଲି ଅଦାଲତ ଆଦେଶ ଦେଖାଇ ୫୦ ହଜାର ଟଙ୍କା ଠକେଇ, ଏପରି ଧରିଲା ପୋଲିସ

ଅତାବିରା,୨୨।୭(ଯୁଧିଷ୍ଠିର ମହାପାତ୍ର): ନିଜକୁ ଆଇନଜୀବୀ ପରିଚୟ ଦେଇ ଠକେଇ ଅଭିଯୋଗରେ ଜଣେ ଗିରଫ । ନକଲି ଅଦାଲତ ଆଦେଶ ପ୍ରସ୍ତୁତ କରି ଜଣେ ମହିଳାଙ୍କ ପରିବାରଠାରୁ ୫୦…

ରାଜନୀତିରେ ହଲଚଲ୍! ସରକାରଙ୍କ ଆଗରେ ୩ ଦାବି ରଖିଲେ ରାହୁଲ, ଜାଣିଲେ….

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପେପର ଲିକ୍ ଏବଂ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ସମ୍ପର୍କରେ ଦିଲ୍ଲୀର ଇନ୍ଦିରା ଭବନରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି…

‘ମୋତେ ଘୋଷାଡି ନେଉଥିବା ପୋଲିସ କହିଲା, ଏ ସରକାରକୁ ହଟାନ୍ତୁ’, ରାହୁଲଙ୍କ ବିସ୍ଫୋରକ ବୟାନ

ନୂଆଦିଲ୍ଲୀ,୨୨।୭: ଲୋକ ସଭାର ବିରୋଧୀ ଦଳ ନେତା , କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ନିଟ୍ (NEET) ପରୀକ୍ଷାରେ ପେପର୍ ଲିକ୍, ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ଏବଂ ଶିକ୍ଷା…

ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁଙ୍କ ଆତ୍ମସମର୍ପଣ

କୋଇଡ଼ା, ୨୨।୭: ମାଓବାଦୀ ସଂଗଠନ ପାଇଁ ଏକ ବଡ଼ ଝଟକା ସୃଷ୍ଟି କରି ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁ ଝାଡ଼ଖଣ୍ଡରେ ସୁରକ୍ଷା ବାହିନୀ ନିକଟରେ ଆତ୍ମସମର୍ପଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri