ଭଣ୍ଡାରିପୋଖରୀ,୮।୪(ଡି.ଏନ୍.ଏ): କରୋନା (କୋଭିଡ-୧୯)ର ମୁକାବିଲା ଲାଗି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଲକ୍ଡାଉନ୍ ଠାରୁ ଆରମ୍ଭକରି ସଟ୍ଡାଉନ୍ ଭଳି ପଦକ୍ଷେପ ନେବାକୁ ବାଧ୍ୟ ହୋଇଛନ୍ତି। ମାତ୍ର ଏହି ସମୟରେ ବାଇକ୍ ଚଳାଇବାକୁ ବାରଣ କରାଯାଉଥିବା ବେଳେ ଅମାନିଆମାନେ ଏହାକୁ ମାନୁ ନାହାନ୍ତି। ଅଯଥାରେ ବାଇକ ଧରି ବାହାରେ ବୁଲୁଛନ୍ତି। ଏ ନେଇ ମଙ୍ଗଳବାର ଭଦ୍ରକ ଜିଲା ଭଣ୍ଡାରିପୋଖରୀ ତହସିଲଦାର ମୃତ୍ୟୁଞ୍ଜୟ ଭୂୟାଁଙ୍କ ନିର୍ଦ୍ଦେଶ କ୍ରମେ ଥାନା ଅଧିକାରୀ ସନାତନ ସାହୁଙ୍କ ତତ୍ତ୍ୱାବଧାନରେ ଭଣ୍ଡାରିପୋଖରୀ ଓ ମଞ୍ଜୁରୀରୋଡ ବଜ଼ାର ସମେତ ବିଭିନ୍ନ ଗ୍ରାମ ରାସ୍ତାରେ ଚଢ଼ାଉ କରାଯାଇଥିଲା। ଏହି ଚଢ଼ାଉରେ ୧୪ଟି ଗାଡ଼ି ଜବତ ହୋଇଥିବା ବେଳେ ୩୧ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି। ସେଥିମଧ୍ୟରେ ୧୩ଟି ବାଇକ ଓ ୧ ଚାରି ଚକିଆ ଯାନ ରହିଥିବା ଜଣାପଡ଼ିଛି।
Posted inଆମ ଜିଲା ଖବର, ଭଦ୍ରକ View All
ବାଲିଯାତ୍ରାରେ ରକ୍ତପାତ: ଛୁରାମାଡ଼ରେ ଜଣେ ମୃତ, ଅନ୍ୟଜଣେ ଗୁରୁତର
କଲ୍ୟାଣସିଂହପୁର, ୯।୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିଖରପାଇ ବାଲିଯାତ୍ରାରେ ଘଟିଛି ଏକ ଅଭାବନୀୟ ଘଟଣା। ସାମାନ୍ୟ ବଚସାକୁ କେନ୍ଦ୍ର କରି…
୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ
ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…
ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ
ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…
ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ
ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…
ଚଳନ୍ତା ସ୍କୁଲ ବସ୍ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…
କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍ ନଂ ଓ ୦୩-ଏନ, ୬୯୪୫ରେ…
ଗୋପବନ୍ଧୁଙ୍କ ତ୍ୟାଗ, ସେବା ଚିର ସ୍ମରଣୀୟ
କୋରାପୁଟ,୯।୧୦(ଅମିତାଭ ବେହେରା): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ତମ ଜୟନ୍ତୀ ଶୁକ୍ରବାର କୋରାପୁଟଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଗୋପବନ୍ଧୁ ପାର୍କରେ ଆୟୋଜିତ ସ୍ମୃତି ସଭାରେ…
ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…
ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…
ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…
ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ…

