ବିଭିନ୍ନ ସ୍ଥାନରେ ବାଇକ୍‌ ଦୁର୍ଘଟଣା, ୫ ଆହତ

ଦାରିଙ୍ଗବାଡ଼ି,୧୫।୮(ଡି.ଏନ.ଏ)-ଦାରିଙ୍ଗବାଡ଼ି ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଗୁରୁବାର ବାଇକ୍‌ ଦୁର୍ଘଟଣାରେ ୫ ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ଗୁମାନସିଂ ପ୍ରଧାନ, ପୁର୍ଣ୍ଣଚନ୍ଦ୍ର ପ୍ରଧାନ,ନଇମୀ ନାୟକ, ପଦ୍ମନ ଦଣ୍ଡସେନା, ନଇବ ଦିଗାଳ। ଉକ୍ତ ବ୍ଲକ ପରପଙ୍କା ଗ୍ରାମର ଗୁମାନସିଂ, ପୁର୍ଣ୍ଣଚନ୍ଦ୍ର ଏକ ବାଇକ୍‌ରେ ଦ୍ରୁତଗତିରେ ଯାଉଥିତ୍ବାବେଳେ ଦାରିଙ୍ଗବାଡ଼ି ବଜାରରେ ଦୁର୍ଘଟଣା ଘଟାଇଥିତ୍ଲେ। ପୋଲିସ ପହଞ୍ଚତ୍ ସେମାନଙ୍କୁ ଉଦ୍ଧାର କରି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲା। ସେହିପରି କିରିକୁଟି ଅଞ୍ଚଳରୁ ପଦ୍ମନ ବାଇକ୍‌ରେ ଆସି ସିମନବାଡ଼ିର ସାରୁମାହା ଅଞ୍ଚଳରେ ନଇମୀଙ୍କୁ ଧକ୍କା ଦେଇଥିଲେ। ନଇମୀଙ୍କୁ ପ୍ରଥମେ ସିମନବାଡ଼ି ଓ ପରେ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ପଦ୍ମନ ମଧ୍ୟ ସାମନ୍ୟ ଆହତ ହୋଇଥିଲେ। ସେହିପରି କୁକୁର ପଶିଯିବାରୁ ଭିନ୍ନ ଭିନ୍ନ ୨ ବାଇକ୍‌ ଦୁର୍ଘଟଣାଗ୍ରସ୍ତ ହୋଇ ଗୋଟିଏ ବାଇକ୍‌ ଚାଳକ ନଇବ ଆହତ ହୋଇଛନ୍ତି। ଅନ୍ୟ ଆହତଙ୍କ ପରିଚୟ ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri