Posted inଜାତୀୟ

ବିଭୀଷଣଙ୍କୁ ଦେଖିଲେ କଂଗ୍ରେସ ସଦସ୍ୟଙ୍କୁ ମନେପଡୁଛନ୍ତି ଜ୍ୟୋତିରାଦିତ୍ୟ ସିନ୍ଧିଆ !

ନୂଆଦିଲ୍ଲୀ,୧୬।୪: ଦେଶରେ କରୋନା ସଂକ୍ରମଣକୁ ନେଇ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି। ଏପରିସ୍ଥଳେ କୌଣସି ନୂଆ ଶୁଟିଂ ନ ହୋଇ ପାରିବାରୁ ରାମାନନ୍ଦ ସାଗରଙ୍କ ଦ୍ୱାରା ନିର୍ଦ୍ଦେଶିତ ରାମାୟଣର ପୁଣିଥରେ ପ୍ରସାରଣ କରାଯାଉଛି। ରାମାୟଣରେ ବିଭୀଷଣ ଚରିତ୍ରକୁ ଦେଖି କଂଗ୍ରେସ ସଦସ୍ୟଙ୍କର ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ କଥା ମନେ ପଡୁଥିବା ନେଇ ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି। ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସହିତ ଜ୍ୟୋତିରାଦିତ୍ୟଙ୍କର ଭଲ ସମ୍ପର୍କ ଥିଲା। ବେଳେବେଳେ ସେମାନଙ୍କ ସହିତ ହସମଜା ମଧ୍ୟ ଜ୍ୟୋତିରାଦିତ୍ୟ କରୁଥିଲେ। ତେବେ ମଧ୍ୟପ୍ରଦେଶରେ ତାଙ୍କ ଯୋଗୁ କଂଗ୍ରେସର ଯେଭଳି ସ୍ଥିତି ସୃଷ୍ଟି ହୋଇଛି ତାହା ଦଳ ସବୁବେଳେ ମନେ ରଖିବ ବୋଲି କର୍ମୀଙ୍କ ମଧ୍ୟରେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ ପୁଅର ପ୍ରେମିକାଙ୍କୁ ବିବାହ ଦେଲେ ମା’

ମିରଠ,୮।୧୨: ଉତ୍ତର ପ୍ରଦେଶ ମିରଠରୁ ଏମିତି ଏକ ଘଟଣା ଆସିଛି ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ପୁଅ ମରିଯିବା ପରେ ତାଙ୍କ ପ୍ରେମିକାକୁ ଝିଅ ଭାବେ...

ସୁଶାନ୍ତ ଆତ୍ମହତ୍ୟା ମାମଲା: ସିବିଆଇ ତଦନ୍ତ ପାଇଁ ସଂପୃକ୍ତ ମନ୍ତ୍ରଣାଳୟକୁ ଚିଠି ପଠାଇଲେ ଶାହା

ନୂଆଦିଲ୍ଲୀ,୧୫।୭: ବଲିଉଡ୍‌ ଭର୍ସାଟାଇଲ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତ ଆତ୍ମହତ୍ୟାର ଏକ ମାସ ବିତିସାରିଲାଣି। ହେଲେ ତାଙ୍କୁ ହରାଇବାର କଷ୍ଟ ଏବେ ବି ପରିବାର ସମ୍ପର୍କୀୟ...

‘ହେଲମେଟ୍‌ କାହିଁ ପିନ୍ଧିନ’ ପଚାରିବାରୁ ଜର୍ନାଲିଷ୍ଟଙ୍କୁ କ୍ୟାମେରା ଆଗରେ ନିର୍ଯାତନା

ଗୁଆହାଟୀ,୮।୨: ‘ କାହିଁକି ହେଲମେଟ୍‌ ପିନ୍ଧି ନାହଁ ’। ଏଭଳି ପ୍ରଶ୍ନ ପଚାରିବାରୁ ଆସାମର ଜଣେ ଜର୍ନାଲିଷ୍ଟଙ୍କୁ ନିର୍ଯାତନା ଦେଇଛନ୍ତି ଦୁଇ ପୋଲିସ କନଷ୍ଟେବଳ। ଆସାମର...

ଅଭିନନ୍ଦନଙ୍କୁ ମିଳିବ ବୀର ଚକ୍ର

ନୂଆଦିଲ୍ଲୀ,୧୪।୮: ଓ୍ବିଙ୍ଗ୍‌ କମାଣ୍ଡର ଅଭିନନ୍ଦନ ବର୍ଥମାନଙ୍କୁ ବୀର ଚକ୍ର ସମ୍ମାନରେ ସମ୍ମାନୀତ କରାଯିବ। ଏହା ଭାରତର ତୃତୀୟ ସମ୍ମାନ ଜନକ ମେଡାଲ। ବାଲାକୋଟ ଏୟାର ଷ୍ଟ୍ରାଇକ୍‌ର...

ଲୌହ ମାନବୀଙ୍କୁ ମୋଦିଙ୍କ ସମେତ ବହୁ ନେତା ଦେଲେ ଶ୍ରଦ୍ଧାଞ୍ଜଳୀ, ଜେଜେମା’ଙ୍କୁ ମନେପକାଇଲେ ରାହୁଲ

ନୂଆଦିଲ୍ଲୀ,୧୯ ।୧୧: ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଜୟନ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍ କରି ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ସେହିପରି କଂଗ୍ରେସର ପୂର୍ବତନ...

ପ୍ରଶାନ୍ତ କିଶୋରଙ୍କୁ ଭେଟିଲେ ସିନ୍ଧୁ

ନୂଆଦିଲ୍ଲୀ, ୨୭।୪: ଦୀର୍ଘ ଦିନର ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି ନିର୍ବାଚନ ରଣନୀତିକାର ପ୍ରଶାନ୍ତ କିଶୋର। ଗତ ଅନେକ ଦିନ ଧରି କଂଗ୍ରେସରେ ସାମିଲ ହେବା ନେଇ...

ପ୍ରତି ଘରେ ପାଣି ପାଇପ୍‌ ଲାଇନ୍‌ ପହଞ୍ଚାଇବେ ମୋଦି ସରକାର

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ପ୍ରଥମ ପାଳିରେ ‘ସ୍ବଚ୍ଛ ଭାରତ ମିଶନ’କୁ ଫ୍ଲାଗସିପ୍‌ ସ୍କିମ କରିଥିଲେ। ଏବେ ଦ୍ୱିତୀୟ ପାଳିରେ ଗଁା ଗହଳିର ପ୍ରତି...

ସୁପ୍ରିମକୋର୍ଟରେ ଅନୁଚ୍ଛେଦ ୩୭୦ ଉପରେ ଶୁଣାଣି ଟଳିଲା

ନୂଆଦିଲ୍ଲୀ, ୧୬।୮: ସୁପ୍ରିମକୋର୍ଟରେ ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ନେଇ ଦାଏର ମାମଲାର ଶୁଣାଣି ଟଳିଛି। ଏମଏଲ ଶର୍ମାଙ୍କ ଦ୍ୱାରା ଦାଏର କରାଯାଇଥିବା ଏହି ମାମଲାରେ...

Advertisement
Archives

Model This Week