Posted inଜାତୀୟ

ବିଭୀଷଣଙ୍କୁ ଦେଖିଲେ କଂଗ୍ରେସ ସଦସ୍ୟଙ୍କୁ ମନେପଡୁଛନ୍ତି ଜ୍ୟୋତିରାଦିତ୍ୟ ସିନ୍ଧିଆ !

ନୂଆଦିଲ୍ଲୀ,୧୬।୪: ଦେଶରେ କରୋନା ସଂକ୍ରମଣକୁ ନେଇ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି। ଏପରିସ୍ଥଳେ କୌଣସି ନୂଆ ଶୁଟିଂ ନ ହୋଇ ପାରିବାରୁ ରାମାନନ୍ଦ ସାଗରଙ୍କ ଦ୍ୱାରା ନିର୍ଦ୍ଦେଶିତ ରାମାୟଣର ପୁଣିଥରେ ପ୍ରସାରଣ କରାଯାଉଛି। ରାମାୟଣରେ ବିଭୀଷଣ ଚରିତ୍ରକୁ ଦେଖି କଂଗ୍ରେସ ସଦସ୍ୟଙ୍କର ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ କଥା ମନେ ପଡୁଥିବା ନେଇ ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି। ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସହିତ ଜ୍ୟୋତିରାଦିତ୍ୟଙ୍କର ଭଲ ସମ୍ପର୍କ ଥିଲା। ବେଳେବେଳେ ସେମାନଙ୍କ ସହିତ ହସମଜା ମଧ୍ୟ ଜ୍ୟୋତିରାଦିତ୍ୟ କରୁଥିଲେ। ତେବେ ମଧ୍ୟପ୍ରଦେଶରେ ତାଙ୍କ ଯୋଗୁ କଂଗ୍ରେସର ଯେଭଳି ସ୍ଥିତି ସୃଷ୍ଟି ହୋଇଛି ତାହା ଦଳ ସବୁବେଳେ ମନେ ରଖିବ ବୋଲି କର୍ମୀଙ୍କ ମଧ୍ୟରେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକପାଳଙ୍କ ନିକଟରେ ୫୫ ଅଭିଯୋଗ

ନୂଆଦିଲ୍ଲୀ,୨୩ା୧୦(ପି.ଟି.):ଲୋକପାଳଙ୍କ ନିକଟରେ ଗତ ଏପ୍ରିଲରୁ ସେପ୍ଟେମ୍ବର ମାସ ମଧ୍ୟରେ ୫୫ଟି ଅଭିଯୋଗ କରାଯାଇଛି। ସେଥିମଧ୍ୟରୁ ୩ ଜଣ ଏମ୍‌ପିଙ୍କ ବିରୋଧରେ ଅଭିଯୋଗ ଥିବା ଜଣାପଡ଼ିଛି। ଦୁର୍ନୀତି...

୭୩ ଚିକିତ୍ସାଧୀନ କରୋନା ସଂକ୍ରମିତ: ୧୦ ସୁସ୍ଥ, ୨ ମୃତ

ନୂଆଦିଲ୍ଲୀ,୧୪।୩: ଭାରତରେ କରୋନା ସଂକ୍ରମଣକୁ ନେଇ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ଇତିମଧ୍ୟରେ ୮୫ ଜଣଙ୍କ ନମୁନାରେ ପଜେଟିଭ୍‌ ରିପୋର୍ଟ ମିଳିଛି। ୭୩ ଜଣ ଚିକିତ୍ସାଧୀନ ଥିବାବେଳେ...

‘ଭାଜପାକୁ ରାଜନୈତିକ ଅମ୍ଳଜାନ ଆବଶ୍ୟକ’

କୋଲକାତା, ୫।୫: ପଶ୍ଚିମବଙ୍ଗ ଜନସାଧାରଣ ଭାଜପାକୁ ପ୍ରତ୍ୟାଖ୍ୟାନ କରିଥିବା ନିର୍ବାଚନ ଫଳାଫଳରୁ ସ୍ପଷ୍ଟ ହୋଇଛି। ଭାଜପାକୁ ଏବେ ରାଜନୈତିକ ଅମ୍ଳଜାନ ଆବଶ୍ୟକ ବୋଲି ତୃଣମୂଳ କଂଗ୍ରେସ...

କିଏ ସେହି ସିଦ୍ଧୁ ମୁସେୱାଲା?

ଅମୃତସର,୨୯।୫: ପ୍ରସିଦ୍ଧ ପଞ୍ଜାବୀ ଗାୟକ ସିଦ୍ଧୁ ମୁସେୱାଲାଙ୍କୁ ଦିନ ଦ୍ୱିପହରରେ ଗୁଳି କରି ହତ୍ୟା କରାଯାଇଛି। ତାଙ୍କ ହତ୍ୟା ପଛର କାରଣ ଏପର୍ଯ୍ୟନ୍ତ ଜଣା ପଡିନାହିଁ।...

ପ୍ରୟାଗରାଜ ହିଂସା ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କ ଘରେ ଚଢିଲା ବୁଲ୍‌ଡୋଜର୍‌

ପ୍ରୟାଗରାଜ,୧୨।୬: ପ୍ରୟାଗରାଜ ହିଂସା ଘଟଣାରେ ଯୋଗୀ ସରକାରଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ ଦେଖିବାକୁ ମିଳିଛି। ଏହି ମାମଲାର ମୁଖ୍ୟ ଅଭିଯୁକ୍ତ ଜାଭେଦ ପମ୍ପଙ୍କ ଘରେ ବୁଲଡୋଜର ଚଢିଛି।...

ପାକିସ୍ତାନୀଙ୍କୁ ପସନ୍ଦ ଭାରିତୀୟ ଥାଳି!

ନୂଆଦିଲ୍ଲୀ,୨୨ ।୧: ସ୍ୱାଦିଷ୍ଟ ଭୋଜନ ସମସ୍ତଙ୍କର ପସନ୍ଦ । ତେବେ କରୋନା ମହାମାରୀକୁ ନେଇ ଚାଲିଥିବା ଲକ୍‌ଡାଉନ ସମୟରେ ଲୋକେ ଖାଦ୍ୟକୁ ନେଇ ୟୁଟ୍ୟୁବରେ ବହୁତ...

ଗିରଫ ହେଲେ ୩ ନୌସେନା ଅଧିକାରୀ

ନୂଆଦିଲ୍ଲୀ,୨୬।୧୦: ଗୁପ୍ତ ତଥ୍ୟ ଯୋଗାଇବା ଅଭିଯୋଗରେ ମଙ୍ଗଳବାର ନୌସେନା ବିଭାଗର ୩ଜଣଙ୍କୁ ଗିରଫ କରିଛି ସିବିଆଇ। ଭାରତର ଏକ ବୁଡ଼ା ଜାହାଜର ଆଧୁନିକୀକରଣର ତଥ୍ୟ ସେମାନେ...

‘ଅଗଷ୍ଟ ସୁଦ୍ଧା ୩୦ କୋଟିଙ୍କୁ ଟିକା’

ନୂଆଦିଲ୍ଲୀ, ୧।୧୨: ୨୦୨୧ ଅଗଷ୍ଟ ସୁଦ୍ଧା ଦେଶର ୩୦ କୋଟି ଲୋକଙ୍କୁ ଟିକା ଦିଆଯିବ ବୋଲି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ସୋମବାର କହିଛନ୍ତି। ଆଗାମୀ ୪...

Advertisement
Archives

Model This Week