ବିଭୂତି ପ୍ରଧାନ ୧୮୬୮ ଭୋଟରେ ଆଗୁଆ

କାମାକ୍ଷାନଗର, ୨୩ା୫(ଡି.ଏନ୍‌.ଏ.)-ପରଜଙ୍ଗ ବିଧାନସଭା ଆସନରେ ୧୨ ରାଉଣ୍ଡ ଶେଷ ସୁଦ୍ଧା ଭାଜପା ପ୍ରାର୍ଥୀ ବିଭୂତି ପ୍ରଧାନ ଆଗରେ ରହିଛନ୍ତି। ସେ ୨୭,୩୨୮ଭୋଟ ପାଇଛନ୍ତି। ତାଙ୍କ ପଛକୁ ବିଜେଡିର ଡା. ନୃସିଂହ ଚରଣ ସାହୁ ୨୫,୪୬୦ ଖଣ୍ଡ ଭୋଟ ପାଇ ଦ୍ୱିତୀୟ ସ୍ଥାନରେ ଅଛନ୍ତି। କଂଗ୍ରେସର ଯଶସ୍ବିନୀ ରାଉତ ୨୬୫୮ ଖଣ୍ଡ ଭୋଟ ପାଇ ତୃତୀୟ ସ୍ଥାନରେ ରହିଛନ୍ତି। ନୃସିଂହଙ୍କଠାରୁ ବିଭୂତି ୧୮୬୮ ଖଣ୍ଡ ଭୋଟରେ ଆଗରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯାଜପୁର ସଂସଦୀୟ କ୍ଷେତ୍ର: ୯ ବୁଥ୍‌ରେ ହେଉଛି ସାନି ମତଦାନ, ଭୋଟକେନ୍ଦ୍ରରେ ମତଦାତାଙ୍କ ଭିଡ଼

ଯାଜପୁର ଅଫିସ,୧୯।୫-ଯାଜପୁର ସଂସଦୀୟ କ୍ଷେତ୍ରର ୯ ଟି ବୁଥ୍‌ରେ ରବିବାର ସାନି ମତଦାନ ଚାଲିଛି। ଏଥିରେ ମୋଟ ୯୯୩୧ ମତଦାତା ସେମାନଙ୍କ ମତଦାନ ସାବ୍ୟସ୍ତ କରିବେ।...

ମହମ୍ମଦ୍‌ ବିନ୍‌ ତୋଗଲକଙ୍କ ଭଳି ମୋଦି ଜଣେ ଭୟଙ୍କର ନେତା: ମମତା ବାନାର୍ଜୀ

କୋଲକତା,୨୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କରିଛନ୍ତି ଟାର୍ଗେଟ୍‌। ମୋଦି ମହମ୍ମଦ୍‌ ବିନ୍‌ ତୋଗଲକଙ୍କ ଭଳି ମୋଦି ଜଣେ ଭୟଙ୍କର ନେତା।...

ମୃତକ ଲଢୁଛନ୍ତି ନିର୍ବାଚନ

ଆଜମଗଡ଼,୧୪ ।୨: ବର୍ଷ ବର୍ଷ ଧରି ରାଜସ୍ୱ ରେକର୍ଡରେ ମୃତ ଘୋଷିତ ହୋଇଥିବା ଲାଲ ବିହାରୀ ଏବେ ଆଜମଗଡ଼ ଜିଲାର ମୁବାରକପୁର ଆସନରୁ ଉତ୍ତର ପ୍ରଦେଶ...

ନବୀନଙ୍କୁ ଶୁଭେଚ୍ଛା ଜଣାଇଲେ ପିନାକୀ: ମୁଖ୍ୟମନ୍ତ୍ରୀଙ୍କ ୨୧ ଲୋକ ସଭା ଜିତିବା ପ୍ରଶ୍ନର ଉତ୍ତରରେ କହିଲେ ଶାହଙ୍କୁ ୧୨୦+ ମିଶନ ନେଇ ପ୍ରଥମେ ପ୍ରଶ୍ନ କରାଯାଉ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ପୁରୀ ଜିଲାର ୬ଟି ନିର୍ବାଚନମଣ୍ଡଳୀ ମଧ୍ୟରୁ ବିଜେଡି ୪ଟିରେ ବିଜୟୀ ହୋଇଥିବା ବେଳେ ୨ଟି ଭାଜପା ହାତକୁ ଯାଇଛି। ପୁରୀ ଓ ବ୍ରହ୍ମଗିରି ବିଧାନସଭା...

ଚାନ୍ଦବାଲିରେ ବିଜେଡି ଆଗରେ

ଚାନ୍ଦବାଲି, ୨୩।୫ (ଡି.ଏନ.ଏ.) – ଭଦ୍ରକ ଜିଲା ଚାନ୍ଦବାଲି ନିର୍ବାଚନମଣ୍ଡଳୀରେ ୬ଷ୍ଠ ରାଉଣ୍ଡ ସୁଦ୍ଧା ବିଜେଡି ଆଗରେ ରହିଛି। ବିଜେଡି ପ୍ରାର୍ଥୀ ବ୍ୟୋମକେଶ ରାୟ ୧୧,୯୦୩...

୧୨ ରାଉଣ୍ଡ: ଭଦ୍ରକ ଲୋକ ସଭାରେ ବିଜେଡି ଆଗରେ

ଭଦ୍ରକ ଅଫିସ, ୨୩।୫ – ୧୨ ରାଉଣ୍ଡରେ ଭଦ୍ରକ ଲୋକ ସଭାରେ ବିଜେଡି ଆଗରେ ରହିଛି। ବିଜେଡି ପ୍ରାର୍ଥୀ ମଞ୍ଜୁଲତା ମଣ୍ଡଳ ୯୦, ୬୩୩, ଭାଜପା...

ତାଳଚେରରେ ବ୍ରଜକିଶୋର ୧୫୩୯୬ ଭୋଟରେ ଆଗୁଆ

ତାଳଚେର, ୨୩ା୫(ନି.ପ୍ର.)- ତାଳଚେର ବିଧାନସଭା ନିର୍ବାଚନମଣ୍ଡଳୀରେ ୧୯ତମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ବ୍ରଜକିଶୋର ପ୍ରଧାନ ୧୫୩୯୬ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ଏହି ରାଉଣ୍ଡରେ...

ହିନ୍ଦୋଳରେ ସୀମାରାଣୀ ୮୧୯୩ ଭୋଟରେ ଆଗୁଆ

ହିନ୍ଦୋଳ, ୨୩।୫(ଡି.ଏନ୍‌.ଏ.)-ହିନ୍ଦୋଳ ବିଧାନସଭା ଆସନରେ ୨୨ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ତଥା ବିଧାୟିକା ସୀମାରାଣୀ ନାୟକ ୫୧,୦୬୧ ଖଣ୍ଡ ଭୋଟ ପାଇ ଆଗୁଆ ଅଛନ୍ତି।...

Advertisement
Archives

Model This Week