ବିଭ୍ରାଟ ଭିତରେ ଭୋଟ: ଯାନ୍ତ୍ରିକ ତ୍ରୁଟି, ତାତି, କାଳବୈଶାଖୀ

ଢେଙ୍କାନାଳ ଅଫିସ/ ପରଜଙ୍ଗ/କାମାକ୍ଷାନଗର (ଡି.ଏନ୍‌.ଏ.), ୨୪।୪- ସକାଳେ ଇଭିଏମ୍‌ରେ ଯାନ୍ତ୍ରିକ ତ୍ରୁଟି, ମଧ୍ୟାହ୍ନରେ ପ୍ରବଳ ଗ୍ରୀଷ୍ମପ୍ରବାହ ଆଉ ଅପରାହ୍ନରେ କାଳବୈଶାଖୀ ଝଡ଼ବର୍ଷା, ଢେଙ୍କାନାଳ ଜିଲାର ଭୋଟରଙ୍କ ଉତ୍ସାହକୁ କମାଇପାରିନାହିଁ। ହେଲେ ମତଦାନ କେନ୍ଦ୍ରରେ ଦେଖାଦେଇଥିବା ଅବ୍ୟବସ୍ଥାକୁ ନେଇ କେତେକ ସ୍ଥାନରେ ଅସନ୍ତୋଷ ଦେଖାଦେଇଥିଲା।

ଜିଲାର ବିଭିନ୍ନ ସ୍ଥାନରେ ଇଭିଏମ୍‌ ଏବଂ ଭିଭିପିଏଟି ଅଚଳ ହେବା ପରେ ଘଣ୍ଟା ଘଣ୍ଟା ଧରି ମତଦାନରେ ବିଳମ୍ବ ହୋଇଥିଲା। ଟାଣଖରା ସାଙ୍ଗକୁ ଅସହ୍ୟ ଝାଞ୍ଜି ସେଥିରେ ଦାଉ ସାଧିଥିଲା। ଜରୁରୀ କାମ ଛାଡ଼ି ଭୋଟଦେବାକୁ ଦୀର୍ଘ ସମୟ ଧରି ଧାଡ଼ିବାନ୍ଧି ଅପେକ୍ଷା କରିଥିବା ଭୋଟର ସମସ୍ୟାରେ ପଡ଼ିଥିଲେ। ମତଦାନ ପ୍ରକ୍ରିୟା ବିଳମ୍ବ ହେବାରୁ ଅନେକେ ଭୋଟ ଦେବାକୁ ଘରକୁ ପଳାଇଯାଇଥିଲେ। ସେମାନେ ଅପରାହ୍ନରେ ଭୋଟ ଦେବାକୁ ଆସିବାବେଳକୁ ମାଡ଼ି ଆସିଥିଲା ଝଡ଼ତୋଫାନ।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ମୁକାବିଲା ପାଇଁ ଶିକ୍ଷୟତ୍ରୀ, ଶିକ୍ଷକଙ୍କୁ ତାଲିମ

ସମ୍ବଲପୁର,୧୦।୪(ବ୍ୟୁରୋ): ସମ୍ବଲପୁରର ବିଭିନ୍ନ ସ୍କୁଲର ଶିକ୍ଷୟିତ୍ରୀ, ଶିକ୍ଷକମାନଙ୍କୁ କରୋନା ମୁକାବିଲା ପାଇଁ ନିୟୋଜିତ କରାଯିବ । ଏ ନେଇ ଶୁକ୍ରବାର ସହରର ୧୫ଟି ସ୍କୁଲରେ ଦୁଇ...

ରକ୍ତଭଣ୍ଡାର ଖାଲି, ଆବଶ୍ୟକଠାରୁ ସଂଗ୍ରହ କମ୍‌

ବ୍ରହ୍ମପୁର ଅଫିସ୍‌,୧୭ା୪-ବ୍ରହ୍ମପୁର ବଡ଼ମେଡ଼ିକାଲ୍‌ ପରିସରରେ ଥିବା ରକ୍ତଭଣ୍ଡାରରେ ରକ୍ତ ଖାଲି ହେବାରେ ଲାଗିଛି । ଏପରିକି ଅତ୍ୟାବଶ୍ୟକ ସ୍ଥଳେ ମଧ୍ୟ ରୋଗୀଙ୍କୁ ଦେବା ପାଇଁ ରକ୍ତ...

କିରୋସିନ ଢାଳି ମହିଳାଙ୍କ ଆତ୍ମହତ୍ୟା

ବ୍ରହ୍ମପୁର ଅଫିସ,୧୯ା୪-କିରୋସିନ ଢାଳି ଜଣେ ମହିଳା ଗୁରୁବାର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଶିଶିର କୁମାର ବାଡ଼ତ୍ୟାଙ୍କ ସ୍ତ୍ରୀ ଲୋପାମୁଦ୍ରା (୩୨) ।  ଘର ବଡ଼ବଜାର...

ଅବ୍ୟବସ୍ଥା ଘେରରେ ମହୀପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର

ନୂଆଗାଁ,୨୪।୪(ଡି.ଏନ.ଏ.)-ନୟାଗଡ ଜିଲା ମହୀପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଓ ତା’ ଅଧୀନରେ ଥିବା ୪ ଗୋଟି ସରକାରୀ ଚିକିତ୍ସାଳୟ ନାନା ଅବ୍ୟବସ୍ଥା ମଧ୍ୟରେ ରହିଛି। ଏଥିନେଇ...

ଦହିସଢ଼ାଠାରେ ଦୁଇ ବାଇକ୍‌ ମଧ୍ୟରେ ଧକ୍କା: ଗାଡ଼ିରୁ ଖସି ପଡ଼ିବାରୁ ଚଢ଼ିଗଲା ଟ୍ରକ୍‌, ଜଣେ ମୃତ

ସୋର,୭।୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସୋର ଥାନା ଅନ୍ତର୍ଗତ ୧୬ନଂ ଜାତୀୟ ରାଜପଥ ଦହିସଢ଼ାଠାରେ ଶୁକ୍ରବାର ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଜଣଙ୍କର...

ଗୋପାଳବନ୍ଧ, ମେରୁ ପଡ଼ିଆ ଖାଁ ଖାଁ : କଟକଣାରେ ଶେଷ ହେଲା ଦଣ୍ଡ ଯାତ୍ରା

ପୁରୁଷୋତ୍ତମପୁର,୧୪।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଦଣ୍ଡ ଯାତ୍ରା ବୁଧବାର ଉଦ୍‌ଯାପିତ ହୋଇଛି। ଏହା ମହା ବିଷୁବ ସଂକ୍ରାନ୍ତି...

ଉଦ୍ଧାର ପାଇଁ ପ୍ରବାସୀ ଓଡ଼ିଆଙ୍କ ନିବେଦନ

ବରଗଡ଼ ଅଫିସ୍‌,୧୦।୫: ଲକ୍‌ ଡାଉନ୍‌ ଯୋଗୁ ବରଗଡ଼ ଜିଲାର ପ୍ରାୟ ୩୦ଜଣ ଯୁବତୀଯୁବକ ତାମିଲନାଡ଼ୁର ତିରପୁରରେ ଫସି ରହିଛନ୍ତି । ଘରକୁ ଫେରିବାକୁ ଚାହୁଁଥିଲେ ମଧ୍ୟ...

ଗଣ୍ଡାବାଜା କଳାକାରଙ୍କୁ କରୋନା ମାଡ଼

ଲାଠୋର,୨୩।୪ (ଡି.ଏନ.ଏ.): କରୋନା ମୁକାବିଳା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଲକ୍‌ ଡାଉନ୍‌ ଘୋଷଣା କରଛନ୍ତି। ଏହାଦ୍ୱାରା ସବୁ କ୍ଷେତ୍ର ପ୍ରଭାବିତ ହୋଇଛି।...

Advertisement
Archives

Model This Week