ବିମାନବନ୍ଦରରେ ନିର୍ମାଣାଧୀନ ଛାତ ଭୁଶୁଡ଼ିବା ଘଟଣା: ଠିକାଦାର ଅଟକ, କାଗଜପତ୍ର ଯାଞ୍ଚ କରୁଛି କମିଶନରେଟ ପୋଲିସ

ଭୁବନେଶ୍ୱର,୨୫।୧(ବ୍ୟୁରୋ): ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ଛାତ ଭୁଶୁଡ଼ିବା ଘଟଣାରେ ଶନିବାର ଠିକାଦାରୀ ସଂସ୍ଥା ମୁଖ୍ୟ ଦିଲୀପ ଖଟୋଇଙ୍କୁ ଅଟକ ରଖାଯାଇଛି। ଡିସିପିଙ୍କ ନେତୃତ୍ୱରେ କମିଶନରେଟ ପୋଲିସ ଦିଲୀପଙ୍କୁ ପଚରାଉଚରା କରୁଛି। ଏଥିସହ ସଂସ୍ଥାର କାଗଜପତ୍ର ଯାଞ୍ଚ କରାଯାଉଥିବା ସୂଚନା ମିଳିଛି।

ପ୍ରକାଶଯୋଗ୍ୟ, ବିମାନବନ୍ଦର ଟର୍ମିନାଲ-୧ରୁ ଟର୍ମିନାଲ-୨କୁ ଯୋଡ଼ିବା ପାଇଁ ତିଆରି ଚାଲିଥିବା ବିଲ୍ଡିଂର ଛାତ ଭୁଶୁଡ଼ି ପଡ଼ିଥିଲା। ଏହାତଳେ ଚାପିହୋଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ ବଡ଼ମ୍ବା ଅଞ୍ଚଳର ଅନ୍ତର୍ଯ୍ୟାମୀ ଗୁରୁ ଠିକା ସଂସ୍ଥାର ହେଲପର ଭାବେ କାମ କରୁଥିଲେ। ସେହିଭଳି ଗୁରୁତର ଢେଙ୍କାନାଳର ନବକିଶୋର ସ୍ବାଇଁ ଡ୍ରାଇଭର ଭାବେ କାମ କରୁଥିଲେ। କ୍ୟାପିଟାଲ ହସ୍ପିଟାଲରେ ନବକିଶୋରଙ୍କ ଚିକିତ୍ସା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ପାଇଁ ଯିିବାକୁ ପଡୁଛି ୨ କି.ମି.

ଖଡ଼ିଆଳ,୧।୪: ନୂଆପଡ଼ା ଜିଲା ଖଡିଆଳ ବ୍ଲକ ଭୁଲିଆସିକୁଆଁ ଗ୍ରାମରେ ଦେଖାଦେଇଛି ପାନୀୟ ଜଳ ସଙ୍କଟ। ଖଡିଆଳ ବ୍ଲକଠାରୁ ଏହି ଗ୍ରାମ ୧୦ କି.ମି. ଦୂର। ଗାଁରେ...

ଆଉଏକ ସେଲ୍‌ କମ୍ପାନୀର ନିର୍ଦ୍ଦେଶକ ଗିରଫ

ଭୁବନେଶ୍ୱର,୧୫।୩(ବ୍ୟୁରୋ): ଫୁଟବଲ୍‌ ବେଟିଂ/ଗେମିଙ୍ଗ୍‌ ଆପ୍‌ (18football.com)ରେ ଦେଶବ୍ୟାପୀ ହୋଇଥିବା ୧ହଜାର କୋଟିରୁ ଊର୍ଦ୍ଧ୍ୱ ଠକେଇ ମାମଲାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଆଉଜଣେ ଅଭିଯୁକ୍ତଙ୍କୁ...

ବିଡିଏ ଅଫିସ୍‌ ୨ଦିନ ବନ୍ଦ

ଭୁବନେଶ୍ୱର, ୨।୭(ବ୍ୟୁରୋ): ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଅଫିସ୍‌କୁ ୨ଦିନ ପାଇଁ ବନ୍ଦ ରଖାଯାଇଛି। କିଛିଦିନ ପୂର୍ବରୁ ଜଣେ ସିକ୍ୟୁରିଟି ଗାର୍ଡ ଓ ନିକଟରେ ଇଞ୍ଜିନିୟରିଂ...

ଥାର୍ଡ ସ୍ପେସ୍‌ ଏଣ୍ଡୋସ୍କୋପିର ଅତ୍ୟାଧୁନିକ ଅସ୍ତ୍ରୋପଚାର ପ୍ରକ୍ରିୟା ଶିଖାଇଲେ ଡା. ମନୋଜ ସାହୁ

ଭୁବନେଶ୍ୱର, ୩୧ା୧୨ (ବ୍ୟୁରୋ): ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଦିନକୁ ଦିନ ଓଡ଼ିଶାର ଖ୍ୟାତି ବଢ଼ିବାରେ ଲାଗିଛି। ବିଗତ ଦିନଗୁଡ଼ିକରେ ଉନ୍ନତ ସ୍ବାସ୍ଥ୍ୟସେବା ପାଇଁ ରୋଗୀଙ୍କୁ ରାଜ୍ୟ ବାହାରକୁ...

ବିଏମ୍‌ସି ନିର୍ବାଚନ ଲାଗି କଂଗ୍ରେସର ପ୍ରାର୍ଥୀ ତାଲିକା

ଭୁବନେଶ୍ୱର,୪।୩(ବ୍ୟୁରୋ): ବିଏମ୍‌ସି ନିର୍ବାଚନ ଲାଗି କଂଗ୍ରେସ ଶୁକ୍ରବାର ପ୍ରଥମ ପର୍ଯ୍ୟାୟରେ ନିଜର ମେୟର ପ୍ରାର୍ଥୀଙ୍କ ସହ ୩୦ଜଣ କର୍ପୋରେଟଙ୍କ ନାମ ଘୋଷଣା କରିଛି। ପୂର୍ବାହ୍ନରେ ମଧୁସ୍ମିତା...

ପୂର୍ବ ସ୍ଥାନକୁ ଫେରିଲେ ୨୮ ଇନ୍‌ଚାର୍ଜ ଡିଏସ୍‌ପି

ଭୁବନେଶ୍ୱର,୧୬।୪(ବ୍ୟୁରୋ): ଓଡିଶା ପୋଲିସ୍‌ର ୨୮ଜଣ ଇନ୍‌ଚାର୍ଜ ଡିଏସ୍‌ପିଙ୍କୁ ତାଙ୍କ ପୂର୍ବ ସ୍ଥାନକୁ ଫେରାଇ ଅଣାଯାଇଛି। ସେମାନେ ଇନ୍‌ସ୍ପେକ୍ଟର ପ୍ୟାହାରେ କାର୍ଯ୍ୟ କରିବେ। ଏନେଇ ପୋଲିସ ମୁଖ୍ୟାଳୟ...

ପଶ୍ଚିମ ଓଡ଼ିଶା ଓକିଲ ଆନ୍ଦୋଳନ ପ୍ରସଙ୍ଗ: କେସ୍‌ ସ୍ଥାନାନ୍ତର ପ୍ରତ୍ୟାହାର କରିବାକୁ ନରସିଂହଙ୍କ ଦାବି

ଭୁବନେଶ୍ୱର,୧୮।୨(ବ୍ୟୁରୋ): ପଶ୍ଚିମ ଓଡ଼ିଶା ଓକିଲ ଆନ୍ଦୋଳନ ଯୋଗୁ ସୁପ୍ରିମ କୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟ ସରକାର ସମସ୍ତ କେସ୍‌ଗୁଡ଼ିକୁ ଅନ୍ୟ କୋର୍ଟକୁ ସ୍ଥାନାନ୍ତର କରିଛନ୍ତି। ଏହା...

କଟକ-ଭୁବନେଶ୍ୱର ମଧ୍ୟରେ ଅଫିସ୍‌ ଟାଇମ୍‌ରେ ଚାଲିବ ବସ୍‌: ଭଡ଼ା ୩୦ ଟଙ୍କା

ଭୁବନେଶ୍ୱର, ୧୨।୫(ବ୍ୟୁରୋ): ବୁଧବାରଠାରୁ କଟକ-ଭୁବନେଶ୍ୱର ମଧ୍ୟରେ ବସ୍‌ ଚାଲିବ। ତେବେ ସରକାରୀ ଚାକିରିଆଙ୍କ ସୁବିଧା ପାଇଁ କେବଳ ଗୋଟିଏ ଗାଡ଼ି ଚାଲିବ। ରାଜ୍ୟ ସଡ଼କ ପରିବହନ...

Advertisement
Archives

Model This Week