ବିମାନର ଜରୁରୀ ଅବତରଣ ସତ୍ତ୍ୱେ ଅସୁସ୍ଥ ଯାତ୍ରୀଙ୍କ ମୃତ୍ୟୁ

ଭୁବନେଶ୍ୱର,୮।୯(ବ୍ୟୁରୋ): ଚେନ୍ନାଇରୁ କୋଲକାତା ଯାଉଥିବା ସ୍ପାଇସ-୬୨୩ ଜେଟ୍‌ ବିମାନ ରବିବାର ପୂର୍ବାହ୍ନରେ ଭୁବନେଶ୍ୱର ବିମାନବନ୍ଦରରେ ଜରୁରୀ ଅବତରଣ କରିଛି। ଜଣେ ଯାତ୍ରୀଙ୍କ ଅସୁସ୍ଥତା ଯୋଗୁ ବିମାନଟିକୁ ଜରୁରୀ ଅବତରଣ କରାଯାଇଥିବା ସୂଚନା ମିଳିଛି। ସେ ହେଲେ ଅଶୋକ ଶର୍ମା(୪୮)।
ସୂଚନାନୁଯାୟୀ, ବିମାନରେ ଯାତ୍ରା କରୁଥିବା ସମୟରେ ଅଶୋକ ନିଃଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିଥିଲେ। ତାଙ୍କୁ ଭୁବନେଶ୍ବର ବିମାନବନ୍ଦରରୁ ଆମ୍ବୁଲାନ୍ସ ଯୋଗେ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବାବେଳେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅସ୍ତିତ୍ୱ ହରାଇଛି ବ୍ରହ୍ମଗିରି, ଘରକୁ ଫେରିନାହାନ୍ତି ବିପନ୍ନ

ବ୍ରହ୍ମଗିରି,୩ା୬ : ସାମୁଦ୍ରିକ ଝଡ ଫନୀକୁ ଏକମାସ ପୂରିଛି। ଫନୀର ତାଣ୍ଡବ ଲୀଲାରେ ବ୍ରହ୍ମଗିରିର ଅସ୍ଥିତ୍ୱ ହରାଇବା ସହ ବଦଳିଯାଇଛି ରୂପରେଖ। ସବୁଆଡେ ଦେଖାଯାଉଛି ଶ୍ରୀହିନ।...

ଖଣି ହାତେଇବାକୁ ଭରପୂର ଉଦ୍ୟମ

ଯୋଡ଼ା,୫-୨(ଡି.ଏନ୍‌.ଏ.):ଆସନ୍ତା ମାର୍ଚ୍ଚ ୩୧ରେ ଲିଜ୍‌ ଅବଧି ଶେଷ ହେବାକୁ ଥିବା ୧୯ ଖଣିର ନିଲାମ ପ୍ରକ୍ରିୟା ଏବେ ଚାଲିଛି। ଏହା ଆସନ୍ତା ୧୮ତାରିଖରେ ଶେଷ ହେବ।...

ଘରୋଇ ମେଡିକାଲ ଓ ନର୍ସିଂହୋମ୍‌ ପ୍ରତିଷ୍ଠାନର ସ୍ବାସ୍ଥ୍ୟ ମନ୍ତ୍ରୀ ସହ ଆଲୋଚନା: ସମସ୍ୟା ସମାଧାନ ପାଇଁ ମିଳିଲା ପ୍ରତିଶ୍ରୁତି

ଭୁବନେଶ୍ୱର, ୨୪।୧୦(ବ୍ୟୁରୋ): ଘରୋଇ ମେଡିକାଲ ଓ ନର୍ସିଂହୋମ୍‌ ପ୍ରତିଷ୍ଠାନଗୁଡ଼ିକର ଏକ ପ୍ରତିନିଧି ଦଳ ବୁଧବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସଙ୍କୁ...

ଘର ଭିତରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର,୨୨।୨(ବ୍ୟୁରୋ): ଶୁକ୍ରବାର ପବିତ୍ର ଜାଗର ଲାଗି ରାଜଧାନୀ ଚଳଚଞ୍ଚଳ ଥିବାବେଳେ ଇନ୍‌ଫୋସିଟି ଥାନା ଅଧୀନ ସିପେଟ୍‌ ନିକଟସ୍ଥ ଏକ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ...

୧୭ ପ୍ରମୁଖ ପର୍ଯ୍ୟଟନସ୍ଥଳୀ ହେବ ବିଶ୍ୱସ୍ତରୀୟ : ତାଲିକାରେ ଓଡ଼ିଶାର ନାହିଁ ସ୍ଥାନ

ଭୁବନେଶ୍ୱର,୮।୭(ବ୍ୟୁରୋ): କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରଣାଳୟ ପକ୍ଷରୁ ଦେଶର ୧୭ଟି ପ୍ରମୁଖ କୀର୍ତ୍ତିରାଜି ତଥା ପର୍ଯ୍ୟଟନସ୍ଥଳୀକୁ ବିଶ୍ୱସ୍ତରୀୟ କରିବ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଶୁକ୍ରବାର ବଜେଟ ଉପସ୍ଥାପନ...

ବେଆଇନ ରେଲଓ୍ବେ ଇ-ଟିକେଟ ବିକ୍ରି, ୩ ଗିରଫ

କଟକ ରୋଡ,୧୫ା୬(ଡି.ଏନ୍‌.ଏ.): ବେଆଇନ ଭାବେ ରେଳବାଇ ସଂରକ୍ଷିତ ଟିକଟ ବିକ୍ରି ଅଭିଯୋଗରେ ଭୁବନେଶ୍ୱର ଆରପିଏଫ (ରେଲଓ୍ବେ ପ୍ରୋଟେକ୍ସନ ଫୋର୍ସ) ଶୁକ୍ରବାର ୩ ଜଣଙ୍କୁ ଗିରଫ କରି...

ଭତା ପାଏଲେ ଦିବ୍ୟାଙ୍ଗ ସୁବାସ, ମା’ ବଁଚିତ୍‌

  ଲାଞ୍ଜିଗଡ଼, ୧୭।୧୨ (ଡି.ଏନ୍‌.ଏ.)- କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଁଚେତ୍‌ ଅଧୀନ ଜଙ୍ଗେରଗୁଡ଼ା ଗଁାର ସ୍ବର୍ଗତ କାଲା ମାଝି ଆର ମନାଙ୍ଗ ମାଝି(୬୫)କଁର...

ଖରାଛୁଟିରେ ପିଲାଙ୍କ ଏକ୍ସଟ୍ରା କ୍ଲାସ ନେବେ ଶିକ୍ଷକ: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୯।୧(ବ୍ୟୁରୋ): ଏଣିକି ଖରାଛୁଟିରେ ସ୍କୁଲ ପିଲାମାନଙ୍କ ପାଇଁ ଏକ୍ସଟ୍ରା କ୍ଲାସ ହେବ। ପାଠପଢ଼ାରେ ଦୁର୍ବଳ ଥିବା ପିଲାମାନଙ୍କ କ୍ଲାସ ଶିକ୍ଷକ ନେବେ। ଗୁରୁବାର ଏଭଳି କିଛି...

Coronavirus Update


Archives

Model This Week

Why Dharitri