Posted inଜାତୀୟ

ବିମାନର ମଝି ସିଟ୍‌ରେ ବସି ଯାତ୍ରା କରିବା ମନା

ନୂଆଦିଲ୍ଲୀ,୧।୬: ଏଥର ବିମାନର ମଝି ସିଟ୍‌ରେ ବସି ଯାତ୍ରା କରିବାକୁ ବାରଣ କରାଯାଇଛି। ସୋମବାର ଡିଜିସିଏ ପକ୍ଷରୁ ଏନେଇ ଘୋଷଣା କରାଯାଇଛି। ବିଭିନ୍ନ ଏୟାର ଲାଇନ୍ସ କମ୍ପାନୀ ସହ କଥା ହେବା ପରେ ଡିଜିସିଏ ଏହା କହିଛି। ଯଦି କେହି ଯାତ୍ରୀ ମଝି ସିଟ୍‌ ନେବାକୁ ବାଧ୍ୟ କରନ୍ତି ତେବେ ସେ ମାସ୍କ ଓ ସୁରକ୍ଷା ଉପକରଣ ଦ୍ୱାରା ସମ୍ପୂର୍ଣ୍ଣ ରୂପେ ଢାଙ୍କି ହେବାକୁ ପଡିବ। କରୋନା ସଂକ୍ରମଣ ପାଇଁ ସୋସିଆଲ ଡିଷ୍ଟାନସିଂକୁ ଗୁରୁତ୍ୱ ଦିଆଯାଉଥିବାରୁ ଏବେ ଏଭଳି ନିଷ୍ପତ୍ତି ନିଆଯାଇଛି। କରୋନା ସଂକ୍ରମଣକୁ ରୋକିବାକୁ ଏହା ପୂର୍ବରୁ ଅତିକମ୍‌ରେ ୬ ଫୁଟ ଦୂରତା ଜରୁରୀ ବୋଲି ମଧ୍ୟ କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅନଶନ ପାଇଁ ଅଡି ବସିଲେ ସ୍ବାତୀ: ମୋଦିଙ୍କୁ ଲେଖିଲେ ଚିଠି

ନୂଆଦିଲ୍ଲୀ,୩।୧୨: ହାଇଦ୍ରାବାଦରେ ଗଣବଳାତ୍କାର ପରେ ହତ୍ୟା କରାଯାଇଥିବା ଭେଟେରିନାରି ମହିଳା ଡାକ୍ତରଙ୍କୁ ନ୍ୟାୟ ଦେବା ପାଇଁ ଦିଲ୍ଲୀ ମହିଳା କମିଶନ ଅଧ୍ୟକ୍ଷା ସ୍ବାତୀ ମାଲିଓ୍ବାଲ ଅଣ୍ଟା...

ହସ୍ପିଟାଲରେ ମିଳିଲାନି ଶଯ୍ୟା: ହାତରେ ସାଲାଇନ୍‌ ବୋତଲ ଧରି ଆହତ ପିତାଙ୍କ ସହ ବୁଲିଲେ ନାବାଳକ

ଆରା,୬।୧୧: ଲୋକଙ୍କୁ ଭଲ ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯାଉଛି ବୋଲି ସରକାର ଡିଣ୍ଡିମ ପିଟୁଛନ୍ତି। ହେଲେ ତାହା କେତେଦୂର ସତ? ଦେଶରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଥିବା ବେଳେ...

ଟୁରିଷ୍ଟ ବସ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୫ ଜୀବନ

ଅମ୍ବାଲା,୨୭।୧୨: ହରିୟାଣାର ଅମ୍ବାଲା-ଦିଲ୍ଲୀ ରାଜପଥରେ ଥିବା ହେଲିଙ୍ଗ ଟଚ ହସ୍ପିଟାଲ ନିକଟରେ ସୋମବାର ସକାଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ସକାଳ ପ୍ରାୟ ୩ ଟା...

ଶିନ୍ଦେ ସରକାର ଗୋଟିଏ ମାସରେ ଜାରି କରିଛନ୍ତି ୭୫୧ ନିର୍ଦ୍ଦେଶ…

ମୁମ୍ବାଇ, ୩।୮ : ଜୁନ ୩୦ ରେ ଏକନାଥ ଶିନ୍ଦେ ମୁଖ୍ୟମନ୍ତ୍ରୀ ହେବା ପରଠାରୁ ଗତ ଏକମାସ ମଧ୍ୟରେ ମହାରାଷ୍ଟ୍ର ସରକାର ୭୫୧ ଟି ସରକାରୀ...

କଥାବାର୍ତ୍ତା ବେଳେ ଜଳକଣା ଦ୍ୱାରା ବ୍ୟାପିଥାଏ କରୋନା

ନୂଆଦିଲ୍ଲୀ,୧୬।୫: କରୋନା ମହାମାରୀ ଏବେ ସାରା ବିଶ୍ୱକୁ ଚିନ୍ତାରେ ପକାଇ ଦେଇଥିବା ବେଳେ ଏହାର ଚିକିତ୍ସା ପାଇଁ ଦିନରାତି ଚାଲିଛି ଗବେଷଣା। ଏପରି କି ଏହାର...

ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା ପୁଣି ଅଣାୟତ୍ତ…

ନୂଆଦିଲ୍ଲୀ, ୨୩।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ପୁଣି ବଢୁଛି। ଗତ ୨୪ ଘଣ୍ଟାରେ...

ସ୍ଥିତି ସମୀକ୍ଷା ପରେ ଲକ୍‌ଡାଉନ ନେଇ ନିଆଯିବ ନିଷ୍ପତ୍ତି: ପାଓ୍ବାର

ମୁମ୍ବାଇ,୨୨।୧୧: ଭାରତରେ କରେନା ସଂକ୍ରମଣ ଥମିବାରେ ନାଁ ନେଉନି। କିଛି ଦିନର ବ୍ୟବଧାନ ପରେ ଭାରତରେ ପୁଣି କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବର୍ତ୍ତମାନ...

ବିଶ୍ୱର ସବୁଠୁ କ୍ଷୁଦ୍ର ମହିଳା କଲେ ଯୋଗ

ନାଗପୁର, ୨୦।୬: ଜୁନ୍‌ ୨୧ ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ଭାବେ ପାଳନ କରାଯାଉଛି। ଏଥିପାଇଁ ଭାରତ ସମେତ ସାରା ଦେଶରେ ପ୍ରସ୍ତୁତି ଚାଲିଥିବାବେଳେ...

Advertisement
Archives

Model This Week