ବିମାନ ଦୁର୍ଘଟଣା: ଗୋଟିଏ ପରିବାରର ୪ ଜଣଙ୍କ ସମେତ ୫ ମୃତ

ଜର୍ଜିଆ,୬।୬: ଆମେରିକାର ଜର୍ଜିଆରେ ହୋଇଥିବା ଏକ ଛୋଟ ବିମାନ ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣ ସଦସ୍ୟଙ୍କ ସମେତ ୫ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏମାନେ ସମସ୍ତେ ଏକ ଅନ୍ତିମ ସଂସ୍କାର କାର୍ଯ୍ୟରେ ଯୋଗ ଦେବାକୁ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି। ତେବେ ଦୁର୍ଘଟଣାର କାରଣ ଏପର୍ଯ୍ୟନ୍ତ ଜଣାପଡି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାର ୮ କୋଟି ଲୋକ ହରାଇବେ ଚାକିରି

ବେଜିଂ,୯।୫: କରୋନା ସଂକ୍ରମଣ ଯୋଗୁ ଚାଇନାରେ ଆର୍ଥିକ ସଙ୍କଟ ଦେଖାଦେଇଛି। ବହୁ ଶିଳ୍ପ ସଂସ୍ଥା ଲକ୍‌ଡାଉନ୍‌ ଯୋଗୁ ବନ୍ଦ ରହିବା ଦ୍ୱାରା ସ୍ଥିତି ସ୍ବାଭାବିକ ହୋଇପାରୁନି।...

ଏଠି ଗୀତ ଗାଏ ସଡ଼କ

କଥାଟା ଅଡୁଆ ଲାଗୁଥିଲେ ବି ସତ। କାରଣ ସଡ଼କରେ ଯିବା ସମୟରେ ଗୀତ ଶୁଣିଲେ ଦୁର୍ଘଟଣାକୁ ଏଡାଇ ଦିଆଯାଇପାରିବ ବୋଲି ଚିନ୍ତା କରିବା ପରେ କେତେକ...

କରୋନା ସଂକ୍ରମଣ ଭୟ: ଚାଇନା ନୋଟ୍‌, କଏନ୍‌କୁ ଗୋଦାମରେ ଅଲଗା ରଖାଯାଉଛି

ବେଜିଂ,୧୬।୨: ଚାଇନାରେ କରୋନା ମୃତ୍ୟୁ ସଂଖ୍ୟା ବଢ଼ିଚାଲିଛି। ପୃଥିବୀର ୨୭ରୁ ଅଧିକ ଦେଶରେ ଏହା ସଂକ୍ରମିତ ହୋଇଛି। ତେବେ ଏବେ ଚାଇନା ନୋଟ୍‌ ଓ କଏନ୍‌କୁ...

ଭୟଙ୍କର ହେଉଛି ନେପାଳ ବନ୍ୟା ପରିସ୍ଥିତି: ବଢୁଛି ମୃତ୍ୟୁ ସଂଖ୍ୟା

କାଠମାଣ୍ଡୁ,୧୪।୭: ନେପାଳରେ ଲାଗି ରହିଥିବା ବର୍ଷାରେ ବନ୍ୟା ପରିସ୍ଥିତି ବେଳକୁ ବେଳ ଭୟଙ୍କର ରୂପ ଧାରଣ କରୁଛି। ବନ୍ୟା ଓ ଭୂସ୍ଖଳନ ଫଳରେ ଏବେସୁଦ୍ଧା ଏଠାରେ...

ଡବ୍ଲ୍ୟୁଏଚ୍‌ଓ ଟିମ୍‌କୁ ବାଧା ଦେଲା ଚାଇନା

ବେଜିଂ,୬।୧: କରୋନାର ଏନ୍ତୁଡ଼ିଶାଳ ପାଲଟି ଥିବା ଉହାନରେ ପ୍ରବେଶ କରିବାକୁ ଚାହୁଁଥିବା ବିଶ୍ୱସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଟିମ୍କୁ‌ ଚାଇନା ବାଧାଦେଇଛି। ଡବ୍ଲ୍ୟୁଏଚ୍‌ଓ ଟିମ୍‌କୁ ଚାଇନା ଯିବା...

ଦ୍ରୁତ ଗତିରେ ବ୍ୟାପୁଛି କରୋନାର ନୂଆ ଷ୍ଟ୍ରେନ୍‌!

ୱାଶିଂଟନ,୨୯ ।୧୨: ବ୍ରିଟେନ ଓ ଦକ୍ଷିଣ ଆଫ୍ରିକାରେ ଦେଖାଦେଇଥିବା କରୋନା ଭାଇରସର ନୂଆ ଷ୍ଟ୍ରେନ୍ ଏବେ ଭାରତର ବି ପହଞ୍ଚିଗଲାଣି । ଏହାସହ ପାଖାପାଖି ୧୨ଟି...

ନଦୀକୁ ଖସିଲା ଯାତ୍ରୀବାହୀ ବସ୍‌: ଉଦ୍ଧାର କାର୍ଯ୍ୟ ଜାରି

କାଠମାଣ୍ଡୁ,୩।୧୧: ନେପାଳରେ ଏକ ଯାତ୍ରୀବାହୀ ବସ୍‌ ନଦୀକୁ ଖସି ପଡ଼ିଛି। ଏହି ଘଟଣାରେ ୮ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ କୁହାଯାଇଛି।...

ଫଳ ଝୁଲାଇଲା ଝୁଲା ରାଜ୍ୟ

ଓ୍ବାଶିଂଟନ,୫ା୧୧(ପି.ଟି./ଆଇଏଏନ୍‌ଏସ୍‌): ଆମେରିକାରେ ଭୋଟ ଗଣତି ଜାରି ରହିଥିବାରୁ ହ୍ବାଇଟ୍‌ ହାଉସ୍‌ ଦୌଡ଼ରେ କିଏ ବିଜୟୀ ହେବେ ତାହା ଅଦ୍ୟାବଧି ସ୍ପଷ୍ଟ ହୋଇନାହିଁ। ତେବେ ଉଭୟ ରିପବ୍ଲିକାନ୍‌...

Play 250+ Trending Games
Archives

Model This Week

Why Dharitri