Posted inଖେଳ

ବିମାନ ବିଳମ୍ବ: ବିଶ୍ୱକପ୍‌ରୁ ଓହରିଲେ ଭାରତୀୟ ତୀରନ୍ଦାଜ

କୋଲକାତା,୨୧ା୪ (ପି.ଟି.)- ବିମାନ ବିଳମ୍ବ ଯୋଗୁ ଭାରତୀୟ ତୀରନ୍ଦାଜମାନେ ବିଶ୍ୱକପ୍‌ରୁ ଓହରିଯିବା ଲାଗି ବାଧ୍ୟ ହୋଇଛନ୍ତି। କଲମ୍ବିଆର ମେଡଲିନଠାରେ ସିଜନ ଆରମ୍ଭ ବିଶ୍ୱକପ୍‌ ଷ୍ଟେଜ୍‌ ଓ୍ବାନ ସୋମବାରଠାରୁ ହେବ। ଭାରତର ସିନିୟର ରିକର୍ଭ ଏବଂ କମ୍ପାଉଣ୍ଡ ଦଳ ଏଥିରେ ଭାଗ ନେଇଥାନ୍ତେ। ୨୩ ଜଣିଆ ଦଳ ଶନିବାର ସକାଳେ ରୟାଲ ଡଚ୍‌ ଏୟାରଲାଇନ୍ସ କେଏଲଏମ୍‌ ୮୭୨ ବିମାନ ଯୋଗେ ଦିଲ୍ଲୀରୁ ଆମଷ୍ଟାରଡାମ ଯାତ୍ରା କରିଥାନ୍ତେ। ମାତ୍ର କୌଣସି ସମସ୍ୟା ପାଇଁ ୨ ଘଣ୍ଟା ୫୩ ମିନିଟ୍‌ ବିଳମ୍ବରେ ଯାତ୍ରା କରିଥିଲା। ଫଳରେ ତୀରନ୍ଦାଜମାନେ ପ୍ରତିଯୋଗିତାରୁ ଓହରିଯିବାକୁ ବାଧ୍ୟ ହୋଇଥିଲେ। ଖବର ଅନୁସାରେ ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ(ସାଇ) ବିମାନ ବୁକିଂ କରିବାରେ ବହୁ ବିଳମ୍ବ କରିଥିଲା। ଯଦ୍ଦ୍ବାରା ତୀରନ୍ଦାଜମାନେ ଯଦି ସ୍ବାଭାବିକ ସମୟରେ ବିମାନ ଯାତ୍ରା କରିଥାନ୍ତେ ତେବେ ଇଭେଣ୍ଟ ପାଖାପାଖି ସମୟରେ ସେମାନେ ପହଞ୍ଚତ୍ଥାନ୍ତେ। ବିଳମ୍ବ ଘଟିବା ଦ୍ୱାରା ସେମାନେ ଇଭେଣ୍ଟରେ ଅଂଶଗ୍ରହଣରୁ ବଞ୍ଚତ୍ତ ହୋଇଥାନ୍ତେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟିମ ଇଣ୍ଡିଆରେ ଫାଟ! ପରସ୍ପର ସହିତ କଥା ହେଉନାହାଁନ୍ତି ଗୌତମ ଗମ୍ଭୀର-ବିରାଟ କୋହଲି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୪।୭: ଭାରତୀୟ କ୍ରିକେଟ ଦଳ ଆଜି ଇଂଲଣ୍ଡ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଆରମ୍ଭ କରିବାକୁ ଯାଉଛି। ତଥାପି, ଏହି ମ୍ୟାଚ ପୂର୍ବରୁ ଟିମ…

ରୋହିତ ଶର୍ମାଙ୍କ ଆଖିରେ ଲୁହ: ଜାଣନ୍ତୁ ପୂରା ଘଟଣା…

ନୂଆଦିଲ୍ଲୀ,୧୪।୭: ଆଜିଠାରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦିନିକିଆ ସିରିଜ ଆରମ୍ଭ ହେବ। ଟି-୨୦ ସିରିଜ୍‌ ହାରିବା ପରେ ଦିନିକିଆ ସିରିଜ୍‌ ହାତେଇବାକୁ ପଡ଼ିଆକୁ ଓହ୍ଲାଇବ ଭାରତ।…

୩୮ ବର୍ଷୀୟ ରେଫରିଙ୍କ ମୃତ୍ୟୁକୁ ନେଇ ଉଠିଛି ପ୍ରଶ୍ନ, ୨୦୨୬ ଫିଫା ବିଶ୍ୱକପରୁ ବାଦ ପଡିଥିଲେ

ମାୟାମି,୧୪।୭: ଫୁଟବଲ ଜଗତରୁ ଏକ ଦୁଃଖଦ ଖବର ଆସିଛି: ଡଚ ରେଫରି ରବ ଡାଏପେରିଙ୍କ ମୃତ ଅବସ୍ଥାରେ ଉଦ୍ଧାର ହୋଇଛନ୍ତି। ତାଙ୍କୁ ପୂର୍ବରୁ 2026 FIFA ବିଶ୍ୱକପ…

ବୈଭବ ସୂର୍ଯ୍ୟବଂଶୀଙ୍କ ଟ୍ରେନର ସାଜିବେ ଯୁବରାଜ ସିଂହ? ନିଜେ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୧୪।୭: ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ କ୍ୟାରିୟରର ଆରମ୍ଭ ଭଲ ନଥିଲା; ସେ ସଦ୍ୟ ସମାପ୍ତ ଇଂଲଣ୍ଡ ବିପକ୍ଷରେ T20 ସିରିଜରେ ଡେବ୍ୟୁ କରିଥିଲେ କିନ୍ତୁ ପରେ ତାଙ୍କୁ…

ଫ୍ରାନ୍ସ ଦଳ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ: ସ୍ପେନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ କଡ଼ା ସମାଲୋଚନା

ମାଡ୍ରିଡ୍‌,୧୩ା୭: ନିକଟରେ ଫ୍ରାନ୍ସ ବିଶ୍ୱକପ୍‌ ଦଳରେ କୌଣସି ଫ୍ରେଞ୍ଚ ଖେଳାଳି ନାହାନ୍ତି ବୋଲି ମନ୍ତବ୍ୟ ଦେଇଥିବା ସ୍ପେନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କନ୍‌ଜରଭେଟିଭ ପପୁଲାର ପାର୍ଟିର ମାରିଆନୋ…

ଲର୍ଡସରେ ଇତିହାସ ରଚିଲା ଟିମ୍‌ଇଣ୍ଡିଆ: ୧୪୨ ବର୍ଷ ପରେ…

ଲର୍ଡସ,୧୩।୭: ଲର୍ଡସରେ ଭାରତ ଇଂଲଣ୍ଡକୁ ୨୭୦ ରନରେ ପରାସ୍ତ କରି ଐତିହାସିକ ବିଜୟ ହାସଲ କରିଛି। ୧୪୨ ବର୍ଷର ଇତିହାସରେ ଲର୍ଡସରେ ଖେଳାଯାଇଥିବା ଏହା ପ୍ରଥମ ମହିଳା…

ଟିମ ଇଣ୍ଡିଆକୁ ଫେରିବେ ସୂର୍ଯ୍ୟକୁମାର! ସାମ୍ନାରେ ବଡ଼ ସର୍ତ୍ତ ରଖିଲା BCCI

ନୂଆଦିଲ୍ଲୀ, ୧୩।୭: ୨୦୨୬ ଟି-୨୦ ୱାଲର୍‌ଡ କପ ଟ୍ରଫି ଜିତିବା ସତ୍ତ୍ୱେ ଭାରତୀୟ ଟି-୨୦ ଦଳରୁ ବାଦ୍‌ ପଡ଼ିଥିବା ଷ୍ଟାର୍‌ ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଏକ…

ICC ପ୍ଲେୟାର ଅଫ ଦ ମନ୍ଥ ପାଇଁ ମନୋନୀତ ହେଲେ ୨ ଭାରତୀୟ ଖେଳାଳି, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ, ୧୩।୭: ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ICC) ପକ୍ଷରୁ ଜୁନ ମାସ ପାଇଁ ‘ପ୍ଲେୟାର ଅଫ ଦ ମନ୍ଥ’ (Player of the Month) ମନୋନୟନ ତାଲିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri