Posted inଜାତୀୟ

ବିମୁଦ୍ରୀକରଣକୁ ପୂରିଲା ୩ବର୍ଷ, ସରକାରଙ୍କୁ ଘେରିଲେ ବିରୋଧୀ

ନୂଆଦିଲ୍ଲୀ,୮।୧୧: ଦେଶର ଅର୍ଥବ୍ୟବସ୍ଥା ଇତିହାସରେ ନଭେମ୍ବର ୮ ଏକ ଖାସ୍‌ ଦିନ ଭାବେ ଧରାଯାଇଛି। ୨୦୧୬, ନଭେମ୍ବର ୮ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିମୁଦ୍ରୀକରଣ ଘୋଷଣା କରି ପ୍ରଚଳିତ ୧୦୦୦ ଏବଂ ୫୦୦ଟଙ୍କିଆ ନୋଟ ଅଚଳ କରିଥିଲେ। ନୋଟବନ୍ଦୀର ୩ ବର୍ଷ ପରେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ମୋଦି ସରକାରଙ୍କ ଉପରେ ବର୍ଷିଛନ୍ତି। ନୋଟବନ୍ଦୀ ଏକ ବିପର୍ଯ୍ୟୟ ଥିଲା। ଯାହା ଆମ ଅର୍ଥବ୍ୟବସ୍ଥାକୁ ନଷ୍ଟ କରିଦେଇଥିଲା ବୋଲି ସେ କହିଛନ୍ତି। ସେହିପରି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କେନ୍ଦ୍ର ସରକାରଙ୍କ ଏଭଳି ନିଷ୍ପତ୍ତି ଦ୍ୱାରା କୃଷକ, ଯୁବଗୋଷ୍ଠୀ ଏବଂ ରୋଜଗାର ଆଦି ସବୁ ପ୍ରଭାବିତ ହୋଇଥିଲା। ମୁଁ ଆରମ୍ଭରୁ କହିଥିଲି ନୋଟବନ୍ଦୀ ଆମ ଅର୍ଥବ୍ୟବସ୍ଥାକୁ ଦେବାଳିଆ କରିଦେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…

ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

LPGକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଏଣିକି ତେଲ-ଗ୍ୟାସ ସପ୍ଲାଏରେ…

ନୂଆଦିଲ୍ଲୀ,୧୨।୪: ପଶ୍ଚିମ ଏସିଆରେ ଉତ୍ତେଜନା ମଧ୍ୟରେ, ଭାରତ ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି ଏବଂ ସାଧାରଣ ଜନତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି।…

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri