Posted inଖେଳ

ବିରାଟଙ୍କୁ ଭିନ୍ନ ଢଙ୍ଗରେ ଶୁଭେଚ୍ଛା ଜଣାଇଲେ ଲାରା

ମାଞ୍ଚେଷ୍ଟର,୨୮।୬- ଭାରତୀୟ ଅଧିନାୟକ ବିରାଟ କୋହଲି ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯାଇଥିବା ବିଶ୍ୱକପରେ ଏକ ମ୍ୟାଚରେ ସେ ବିଶ୍ୱର ଦ୍ରୁତତମ ବ୍ୟାଟ୍ସମ୍ୟାନ ଭାବେ ଅନ୍ତର୍ଜାତୀୟ କ୍ରିକେଟରେ ୨୦ ହଜାର ରନ ପୂରଣ କରିଛନ୍ତି। ୨୦ ହଜାର ରନ ସଂଗ୍ରହ କରିବାକୁ କୋହଲି ୪୧୭ ଇନିଂସର ସହାୟତା ନେଇଥିଲେ। ଏହିକ୍ରମରେ ସେ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଓ ଓ୍ବେଷ୍ଟଇଣ୍ଡିଜର ବ୍ରାଏନ ଲାରାଙ୍କୁ ପଛରେ ପକାଇ ଦେଇଛନ୍ତି। କୋହଲିଙ୍କ ଏହି ବିଶ୍ୱରେକର୍ଡ ପରେ ଲାରା ତାଙ୍କୁ ଭିନ୍ନ ଢଙ୍ଗରେ ଶୁଭେଚ୍ଛା ଜଣାଇଛନ୍ତି। ସେ ଟୁଇଟରରେ ହିନ୍ଦୀ ଭାଷାରେ କୋହଲିଙ୍କୁ ଏହି କ୍ଲବକୁ ସ୍ବାଗତ କରିଥିଲେ। ସୂଚନାଯୋଗ୍ୟ, ଉଭୟ ସଚିନ ଓ ଲାରା ୨୦ ହଜାର ଅନ୍ତର୍ଜାତୀୟ ରନ ସଂଗ୍ରହ ପାଇଁ ୪୫୩ ଇନିଂସ ଖେଳିଥିଲେ। କୋହଲି ଏପର୍ଯ୍ୟନ୍ତ ୧୩୧ ଟେଷ୍ଟ, ୨୨୪ ଦିନିକିଆ ଓ ୬୨ ଟି୨୦ ମ୍ୟାଚକୁ ମିଶାଇ ମୋଟ ୪୧୭ଟି ଇନିଂସ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିଜେତାକୁ ୧.୬ ନିୟୁତ ଡଲାର ପୁରସ୍କାର

ଦୁବାଇ, ୨୭ା୫ (ପି.ଟି.): ଓଭାଲଠାରେ ଆସନ୍ତା ମାସରେ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବାକୁଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲର ବିଜେତା ଦଳ ପୁରସ୍କାର...

ଖୁବ ଶୀଘ୍ର ସ୍ଥିତି ବଦଳିବ- ବାତ୍ରା

ନୂଆଦିଲ୍ଲୀ, ୬।୬(ପି.ଟି.)- ଭାରତୀୟ ଅଲିମ୍ପିକ୍‌ କମିଟି (ଆଇଓଏ) ଉପରେ ଲାଗିଥିବା ବ୍ୟାନ ଯୋଗୁ ଚଳିତ ବର୍ଷ ଫେବୃୟାରୀଠାରୁ ଦେଶରେ କୌଣସି ଅନ୍ତର୍ଜାତୀୟ ଇଭେଣ୍ଟ ଆୟୋଜନ ହୋଇ...

ପଡିଆରେ ମ୍ୟାଚ୍‌ ଖେଳୁଥିବାବେଳେ ପ୍ରବଳ କାନ୍ଦିଲେ ଏହି ଖେଳାଳି

ହାମିଲଟନ,୪।୧୨: ନ୍ୟୁଜିଲ୍ୟାଣ୍ଡ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଗୁରୁବାର ଠାରୁ ହାମିଲଟନରେ ଆରମ୍ଭ ହୋଇଛି। ମ୍ୟାଚ ପୂର୍ବରୁ ପଡ଼ିଆରେ ଭାବପ୍ରବଣ ମୁହୂର୍ତ୍ତ ରହିଥିଲା।...

ଇଣ୍ଡିଆନ ସୁପର ଲିଗ୍‌ ଖେଳିବ ଇଷ୍ଟବେଙ୍ଗଲ

ମୁମ୍ବାଇ, ୨୮ା୯ (ପି.ଟି.)- ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ପ୍ରବେଶ କରିଛି ଦେଶର ଅନ୍ୟତମ ପୁରାତନ ଫୁଟ୍‌ବଲ କ୍ଲବ ଇଷ୍ଟବେଙ୍ଗଲ। ୨୦୨୦ ସିଜନରୁ ଦଳ ଏହି...

ମାତ୍ର ୪୦ ଟଙ୍କାରେ ଆଣ୍ଠୁଗଣ୍ଠି ଚିକିତ୍ସା କରୁଛନ୍ତି ଧୋନୀ

ରାଞ୍ଚି,୧।୭:ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିଲେ। ସେବେଠାରୁ ସେ କେବଳ ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ ପାଇଁ...

ଭାରତୀୟ ଦଳରେ ‘ରାଜା’ଙ୍କୁ ଭବ୍ୟ ସ୍ବାଗତ

ଦୁବାଇ,୧୮।୧୦:ଦୀର୍ଘ ଦୁଇ ବର୍ଷର ବ୍ୟବଧାନ ପରେ ମହେନ୍ଦ୍ର ସିଂ ଧୋନୀ ପୁଣିଥରେ ଭାରତୀୟ ଦଳରେ ଯୋଗ ଦେଇଛନ୍ତି। ଏଥର ସେ ଟି -୨୦ ବିଶ୍ୱକପରେ ବିରାଟ...

ଝଗଡ଼ାକୁ ଆମେ ଡରୁନାହୁଁ, ଆମକୁ ଧକ୍କା ଦେଲେ ଆମେ ତାର ଜବାବ ଦେବୁ: ଇଂଲଣ୍ଡ କୋଚ୍‌

ଲଣ୍ଡନ,୧୯।୮: ଭାରତ-ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ ଅନେକ କାରଣରୁ ସ୍ମରଣୀୟ ଥିଲା। ହେଲେ ଏହି ମ୍ୟାଚ୍‌ରେ ଉଭୟ ଦଳ ମଧ୍ୟରେ କିଛି ବିବାଦୀୟ...

ପୂର୍ବତନ ଭାରତୀୟ କ୍ରିକେଟରଙ୍କ ପରଲୋକ

ମୁମ୍ବାଇ, ୧୬ା୯ (ପି.ଟି.)-ପୂର୍ବତନ ଭାରତୀୟ କ୍ରିକେଟର ସଦାଶିବ ରାଓଜୀ ପାଟିଲଙ୍କ ତାଙ୍କ କୋହ୍ଲାପୁରସ୍ଥିତ ବାସ ଭବନରେ ପରଲୋକ ହୋଇଯାଇଛି। ତାଙ୍କୁ ୮୬ବର୍ଷ ବୟସ ହୋଇଥିଲା। ନିଦ୍ରାଗତ...

Advertisement
Archives

Model This Week