Posted inଖେଳ

ବିରାଟଙ୍କ କବାଡି ଟିମ୍‌

ନୂଆଦିଲ୍ଲୀ, ୨୮।୭: ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି କ୍ରିକେଟ ଛାଡି ଏବେ କବାଡି ଖେଳ ପ୍ରତି ମନବଳାଇଛନ୍ତି। ଶନିବାର ପ୍ରୋ କବାଡି ଲିଗ୍‌ର ଏକ ମ୍ୟାଚ୍‌ ଦେଖିବାକୁ ଯାଇଥିବା ବିରାଟ ମ୍ୟାଚ୍‌ ପରେ ଭାରତୀୟ କ୍ରିକେଟ ଦଳର କିଛି ଖେଳାଳିଙ୍କୁ ନେଇ ଏକ କବାଡି ଟିମ୍‌ ଗଠନ କରିଛନ୍ତି। ଏହି ଟିମ୍‌ରେ ମହେନ୍ଦ୍ର ସିଂ ଧୋନୀଙ୍କ ନାମ ସର୍ବାଗ୍ରେ ଥିବାବେଳେ ରବିନ୍ଦ୍ର ଜାଡେଜା, ଉମେଶ ଯାଦବ, ଋଷଭ ପନ୍ଥ, କେଏଲ ରାହୁଲ, ଜଶପ୍ରୀତ୍‌ ବୁମରାହ ଏଥିରେ ସାମିଲ ଅଛନ୍ତି। ଆଶ୍ଚର୍ଯ୍ୟର କଥା ହେଉଛି ଏହି ଟିମ୍‌ରେ ନିଜକୁ ସେ ସାମିଲ କରିନାହାନ୍ତି। ଏନେଇ ସେ କହିଛନ୍ତି, କବାଡି ଖେଳରେ ଅଧିକ ଶକ୍ତି ଆବଶ୍ୟକ ହୋଇଥାଏ। ତେଣୁ ମୋଠାରୁ ଫିଟ୍‌ ଆଥଲେଟ୍‌ ଏମାନେ ହୋଇଥିବାରୁ ସେମାନେ କବାଡିରେ ଭଲ ପ୍ରଦର୍ଶନ କରିପାରିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟୋକିଓ ଅଲିମ୍ପିକ୍ସ: ନୂଆ କରୋନା ନିୟମ ଲାଗୁ କଲା ଜାପାନ

ଟୋକିଓ,୧୦।୪(ପି.ଟି.): ଆଗକୁ ଅଲିମ୍ପିକ୍ସ ଆୟୋଜନ ହେବାର କାର୍ଯ୍ୟକ୍ରମ ଥିବାରୁ ଆୟୋଜକ ଜାପାନ କୋଭିଡ୍‌-୧୯ର ବର୍ଦ୍ଧିତ ପ୍ରଭାବକୁ ଦୃଷ୍ଟିରେ ରଖି ନୂଆ ନିୟମ ଜାରି ରଖିଛି। ରାଜଧାନୀ...

ଭାରତୀୟ ଜୁନିୟର ହ୍ୟାଣ୍ଡବଲ୍‌ କ୍ୟାମ୍ପରେ ହେମନ୍ତ, କାମଦେବ

ଭୁବନେଶ୍ୱର, ୧ା୨(କ୍ରୀଡ଼ା ପ୍ରତିନିଧି)-ବାହାରିନର ମାନାମାଠାରେ ୧୭ତମ ପୁରୁଷ ଜୁନିୟର ହ୍ୟାଣ୍ଡବଲ ଚାମ୍ପିୟନଶିପ୍‌ ମାର୍ଚ୍ଚ ୨୦ରୁ ୨୯ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିପାଇଁ ଭାରତୀୟ ଦଳର କ୍ୟାମ୍ପ...

ମ୍ୟାଚ୍‌ ଫିକ୍ସିଂ କରିବାକୁ କୋଚ୍‌ କହୁଥିଲେ

ନୂଆଦିଲ୍ଲୀ,୩।୯: ଟେବୁଲ ଟେନିସ ଷ୍ଟାର ମନିକା ବାତ୍ରା ଶୁକ୍ରବାର ଜାତୀୟ କୋଚ୍‌ ସୌମ୍ୟଦୀପ ରୟଙ୍କ ବିରୋଧରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି। ଚଳିତ ବର୍ଷ ମାର୍ଚ୍ଚରେ ଦୋହାଠାରେ...

ପଡ଼ିଆରେ ତ୍ୱରିତ ନିଷ୍ପତ୍ତି ଉପରେ ଡେନର୍ବିଙ୍କ ଗୁରୁତ୍ୱ

ଭୁବନେଶ୍ୱର, ୧୭।୧୦(କ୍ରୀଡ଼ା ପ୍ରତିନିଧି): ପ୍ରଥମଥର ପାଇଁ ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ୍‌ ଖେଳିବାକୁ ସୁଯୋଗ ପାଇଥିବା ଭାରତୀୟ ଦଳ ସୋମବାର ଏହାର ଶେଷ...

ପାକିସ୍ତାନ ବିପକ୍ଷ ମ୍ୟାଚ୍‌ରେ ଭାରତକୁ ଚିୟର୍‌ କରିବା ପାଇଁ ପହଞ୍ଚିଲେ ଷ୍ଟାଡିୟମରେ ରଣବୀର

ମାଞ୍ଚେଷ୍ଟର,୧୬।୬:ପୁଣି ଥରେ ଉପମହାଦେଶର ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଏକ ହାଇଭୋଲଟେଜ କ୍ରିକେଟ ମ୍ୟାଚରେ ପରସ୍ପରକୁ ଭେଟିଛନ୍ତି। ଚଳିତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପର ୨୨ତମ...

ଦିନେ ଭାରତୀୟ ଦଳକୁ କରୁଥିଲେ ହଇରାଣ: ଏବେ ଦେଶ ଛାଡି ଭାରତ ପାଇଁ ଖେଳିବେ କ୍ରିକେଟ୍‌

ନୂଆଦିଲ୍ଲୀ,୩୦।୮: ଏସିଆ କପ ୨୦୧୮ର ଏକ ମ୍ୟାଚ ପ୍ରତ୍ୟେକ ଭାରତୀୟ ପ୍ରଶଂସକଙ୍କ ପାଇଁ ସ୍ମରଣୀୟ। କ୍ରିକେଟ୍‌ର ଶିଶୁ କୁହାଯାଉଥିବା ହଂକଂ ଭଳି ଦଳ ଗ୍ରୁପ ମ୍ୟାଚରେ...

କୋଟ୍‌ଲା ଟି୨୦ ବାତିଲ ହେବନାହିଁ: ଗାଙ୍ଗୁଲି

କୋଲକାତା, ୩୧ା୧୦ (ପି.ଟି.)- ରାଜଧାନୀ ଦିଲ୍ଲୀ ବାୟୁମଣ୍ଡଳରମାନ ଖରାପ ଆଡକୁ ଗତି କରିଥିଲେହେଁ ବାଂଲାଦେଶ ବିପକ୍ଷ ଓପନିଂ ଟି୨୦ ମ୍ୟାଚ ଶେଷ ମୁହୂର୍ତ୍ତରେ ବାତିଲ ହେବ...

ଟିକସ ପ୍ରସଙ୍ଗରେ ବିସିସିଆଇ-ଆଇସିସି ମୁହାଁମୁହିଁ

ନୂଆଦିଲ୍ଲୀ, ୨୫ା୫ (ପି.ଟି.)-ଭାରତରେ ଆଗକୁ ହେବାକୁ ଥିବା ଆଇସିସି ଗ୍ଳୋବାଲ କ୍ରିକେଟ ଇଭେଣ୍ଟ ପାଇଁ ଟିକସ ଛାଡ଼ କରିବା ପ୍ରସଙ୍ଗରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ...

Advertisement
Archives

Model This Week