Posted inଖେଳ

ବିରାଟ କୋହଲିଙ୍କ ଗୋଟିଏ ଦିନର ଖାଇବା ଖର୍ଚ୍ଚ କେତେ ଜାଣନ୍ତି

କେବଳ ନିଜ ବ୍ୟାଟିଂ  ନୁହେଁ, ଫିଟନେସ୍‌ ପାଇଁ ମଧ୍ୟ ଅନ୍ୟ ଖେଳାଳିଙ୍କ ଲାଗି ପ୍ରେରଣା ସାଜିଛନ୍ତି ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି। ବର୍ତ୍ତମାନ ବିଶ୍ୱର ଶ୍ରେଷ୍ଠ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ  ଅନ୍ୟତମ। ନିଜକୁ ଫିଟ ରଖିବା ଉପରେ ଏବେ ସେ ବିଶେଷ ଧ୍ୟାନ ଦେଉଛନ୍ତି। ତେବେ ବିରାଟଙ୍କ ଗୋଟିଏ ଦିନର ଖାଇବା ଖର୍ଚ୍ଚ ଜାଣି ଆଶ୍ଚର୍ଯ୍ୟ ହେବେ। ସେ ପ୍ରତ୍ୟେକଦିନ ଖାଇବାରେ ୩୫ ହଜାର ଟଙ୍କାରୁ ଅଧିକ ଖର୍ଚ୍ଚ କରନ୍ତି ସେ।  ସକାଳୁ ଉଠି ଗୋଟିଏ ସିଝା ଅଣ୍ଡା ଏବଂ ତିନୋଟି ଅଣ୍ଡାର ଆମଲେଟ ଖାଆନ୍ତି। ଏହାସହ ସେ ପାଲକ ପନିର ଖାଆନ୍ତି ଏବଂ ଫଳ ରସ ପିଅନ୍ତି। ଖରାବେଳେ ଭାତ ଏବଂ ପାଲକ ପନିର, ନଟ୍ସ ଖାଆନ୍ତି ଏବଂ ଜୁସ୍‌ ପିଅନ୍ତି। ଯାହାର ମୂଲ୍ୟ ୧୦ ହଜାରରୁ ଅଧିକ ହେବ। ସେହିପରି ରାତିରେ ଏକ ସ୍ବତନ୍ତ୍ର ଭେଜିଟେବଲ ତରକାରୀ ସହ ରୁଟି ଖାଆନ୍ତି ଏବଂ କ୍ଷୀର ପିଇଥାନ୍ତି। ବିରାଟ କୌଣସି ସାଧାରଣ ପାଣି ପିଅନ୍ତି ନାହିଁ। ତାଙ୍କ ପାଇଁ ଏକ ସ୍ବତନ୍ତ୍ର ବ୍ରାଣ୍ଡର ପାଣି ଯାହା ଫ୍ରାନ୍ସରୁ ଆସିଥାଏ। ଗୋଟିଏ ଲିଟର ପାଣିର ଦାମ ହେଉଛି ୬୦୦ ଟଙ୍କା।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri