Posted inଖେଳ

‘ବିରାଟ କୋହଲି ଜନ୍ମ ହୋଇ ନ ଥିବାବେଳେ ବି ଭାରତ ମ୍ୟାଚ୍‌ ଜିତୁଥିଲା’

କୋଲକାତା, ୨୫।୧୧: ଭାରତୀୟ ଅଧିନାୟକ ବିରାଟ କୋହଲି ଯେତେବେଳେ ଜନ୍ମ ହୋଇ ନ ଥିଲେ ସେତେବେ ବି ଭାରତ ମ୍ୟାଚ୍‌ ଜିତୁଥିଲା ବୋଲି ଲିଟିଲ୍‌ମାଷ୍ଟର ସୁନୀଲ ଗାଭାସ୍କର କହିଛନ୍ତି। ବାଂଲାଦେଶଠାରୁ ୨-୦ରେ ଟେଷ୍ଟ ସିରିଜ୍‌ ଜିତିବା ପରେ କୋହଲି କହିଥିଲେ, ସୌରଭ ଗାଙ୍ଗୁଲିଙ୍କ ଅଧିନାୟକତ୍ୱ ସମୟରେ ଭାରତୀୟ ଦଳ ଟେଷ୍ଟ କ୍ରିକେଟରେ କଠିନ ଚ୍ୟାଲେଞ୍ଜର ସମ୍ମୁଖୀନ ହେବାକୁ ପଡିଥିଲା। ୨୦୦୦ ମସିହ ପରଠାରୁ ହିଁ ଟେଷ୍ଟ କ୍ରିକେଟରେ ଉନ୍ନତି ଆସିଥିଲା। କୋଲହି ଏହି ମନ୍ତବ୍ୟରେ ଅସନ୍ତୁଷ୍ଟ ବ୍ୟକ୍ତ କରି ଗାଭାସ୍କର କହିଛନ୍ତି, ଗାଙ୍ଗୁଲି ବିସିସିଆଇ ଅଧ୍ୟକ୍ଷ ଥିବାରୁ କୋହଲି ତାଙ୍କ ସପକ୍ଷରେ ମତ ଦେଇଛନ୍ତି। କିନ୍ତୁ ୭୦ ଏବଂ ୮୦ ଦଶକରେ ବି ଭାରତ ମ୍ୟାଚ୍‌ ଜିତୁଥିଲା। ସେ ସମୟରେ କୋହଲି ଜନ୍ମ ବି ହୋଇ ନ ଥିଲେ। ଏହି ଟିଭି ଚ୍ୟାନେଲକୁ ସାକ୍ଷାତକାର ଦେଇ ଗାଭାସ୍କର କହିଛନ୍ତି, ୭୦ ଦଶକରେ ଭାରତ ବିଦେଶରେ ବି ଟେଷ୍ଟ ଜିତୁଥିଲା। ତେଣୁ କୋହଲି ଏଭଳି ବୟାନ ପିଲାଳିଆମି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମହିଳା ଟି୨୦ ବିଶ୍ୱକପ: ଫାଇନାଲରେ ଅଷ୍ଟ୍ରେଲିଆ

କେପ୍‌ ଟାଉନ୍‌,୨୩ା୨: କେପ୍‌ଟାଉନ୍‌ର ନ୍ୟୁଲ୍ୟାଣ୍ଡସ୍‌ରେ ଖେଳାଯାଉଥିବା ମହିଳା ଟି-୨୦ ବିଶ୍ୱକପ୍‌ର ଗୁରୁବାର ପ୍ରଥମ ସେମିଫାଇନାଲ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ୫ ରନ୍‌ରେ ବିଜୟୀ ହୋଇ ଫାଇନାଲରେ ପହଞ୍ଚିଛି।...

ଓ୍ବାଲର୍‌ଡ ୟୁନିଭର୍ସିଟି ଗେମ୍ସ:୨୦୦ ମିଟରରେ ଦୂତୀ ୫ମ

ଭୁବନେଶ୍ୱର, ୧୨।୭(କ୍ରୀଡ଼ା ପ୍ରତିନିଧି)-ଇଟାଲିର ନାପୋଲିଠାରେ ଚାଲିଥିବା ଓ୍ବାଲର୍‌ଡ ୟୁନିଭର୍ସିଟି ଗେମ୍ସର ମହିଳା ୨୦୦ ମିଟର ଇଭେଣ୍ଟରେ ସ୍ପ୍ରିଣ୍ଟ କୁଇନ୍‌ ଓଡ଼ିଶାର ଦୂତୀ ଚାନ୍ଦ ୫ମ ସ୍ଥାନରେ...

ନିଜକୁ ପ୍ରଥମ ସ୍ଥାନରେ ଦେଖି ଆଶ୍ଚର୍ଯ୍ୟ ହେଲେ ଏହି କ୍ରିକେଟର୍‌

ଆଇସିସି ଟେଷ୍ଟ ମାନ୍ୟତାରେ ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନ ଷ୍ଟିଭ ସ୍ମିଥ ଏବଂ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କୁ ପଛରେ ପକାଇ ନ୍ୟୁଜିଲାଣ୍ଡ ଅଧିନାୟକ କେନ ୱିଲିୟମସନ ଶୀର୍ଷ...

ଗୁରୁପୂର୍ଣ୍ଣିମାରେ ଏହି ୩ ବ୍ୟକ୍ତିଙ୍କୁ ମନେ ପକାଇଲେ ସଚିନ

କ୍ରିକେଟରେ ଅନେକ ରେକର୍ଡ ଭାଙ୍ଗିଥିବା ସଚିନ ତେନ୍ଦୁଲକର ରବିବାର ଗୁରୁପୂର୍ଣ୍ଣିମା ଅବସରରେ ଏକ ଭିଡିଓ ଶେୟାର ନିଜ ଗୁରୁଙ୍କୁ ସଲାମ କରି ସେମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି।...

ନ୍ୟୁଜିଲାଣ୍ଡର କ୍ରମାଗତ ଦ୍ୱିତୀୟ ବିଜୟ

ଡିନେଡିନ୍‌ (ନ୍ୟୁଜିଲାଣ୍ଡ), ୨୬ା୨(ଏପି)- ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୪ରନରେ ରେମାଞ୍ଚକ ବିଜୟ ହାସଲ କରିଛି। ଫଳରେ ଦଳ ୫...

ଗର୍ଲଫ୍ରେଣ୍ଡଙ୍କ ପାଇଁ ଅଭିନେତ୍ରୀଙ୍କୁ ହ୍ବାଟସ୍‌ଆପ୍‌ରୁ ବ୍ଲକ୍‌ କଲେ ଋଷଭ୍‌ ପନ୍ତ

ବଲିଉଡ୍‌ର ଜଣାଶୁଣା ଅଭିନେତ୍ରୀ ଉର୍ବଶୀ ରଉତେଲାଙ୍କ ସହ ଏକ ଡିନର୍‌ ଡେଟ୍‌ରେ ଯାଇ ଫସିଯାଇଛନ୍ତି ଉଇକେଟ୍‌କିପର୍‌ ବ୍ୟାଟ୍ସମ୍ୟାନ୍‌ ଋଷଭ ପନ୍ତ। ଏଥିପାଇଁ ସୋସିଆଲ ମିଡିଆରେ ସେ...

ବୋଲ୍ଡ ଫଟୋଶୁଟ୍‌ କରି ଚର୍ଚ୍ଚାରେ ଏହି କ୍ରିକେଟରଙ୍କ ସ୍ତ୍ରୀ

ଭାରତୀୟ କ୍ରିକେଟର ମହମ୍ମଦ ଶାମିଙ୍କ ଠାରୁ ଅଲଗା ହେବା ପରଠାରୁ ତାଙ୍କର ପୂର୍ବତନ ସ୍ତ୍ରୀ ହସିନ ଜହାଁ ଚର୍ଚ୍ଚାରେ ରହିଛନ୍ତି। ଏବେ ସେ ସୋସିଆଲ ମିଡିଆରେ...

ରାଜସ୍ଥାନ ଅଧିନାୟକଙ୍କ ଭବିଷ୍ୟବାଣୀ ହେଲା ସତ! ଭାରତୀୟ କ୍ରିକେଟ ଟିମ୍‌ରେ ଚୟନକୁ ନେଇ ଏଭଳି…

ନୂଆଦିଲ୍ଲୀ,୧୨।୬: ନିକଟରେ ଶ୍ରୀଲଙ୍କା ଗସ୍ତ ଲାଗି ଭାରତୀୟ ଟିିମ୍‌ର ଘୋଷଣା କରାଯାଇଛି। ଏଥିରେ ଅନେକ ଯୁବ କ୍ରିକେଟରଙ୍କୁ ସୁଯୋଗ ମିଳିଛି। ସେମାନଙ୍କ ମଧ୍ୟରୁ ଦ୍ରୁତ ବୋଲର...

Advertisement
Archives

Model This Week