Posted inଖେଳ

ବିରାଟ କୋହଲି ପିନ୍ଧୁଥିବା ଘଣ୍ଟାର ଦାମ୍‌ କେତେ ଜାଣିଛନ୍ତି କି?

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବେ କେବଳ ଭାରତରେ ନୁହେଁ ସାରା ବିଶ୍ୱରେ ଲୋକପ୍ରିୟତା ଅର୍ଜନ କରିଛନ୍ତି। କେବଳ କ୍ରିକେଟ୍‌ରେ, କୋହଲି ଅଭିନୟରେ ମଧ୍ୟ ରୁଚି ରଖିଛନ୍ତି। ତାଙ୍କୁ ବିଭିନ୍ନ ବିଜ୍ଞାପନରେ ଅଭିନୟ କରିଥିବାର ମଧ୍ୟ ଦେଖାଯାଏ। ନିଜକୁ ଷ୍ଟାଇଲିସ୍‌ ରଖିବାକୁ ପାଇଁ ବିଭିନ୍ନ ନାମୀଦାମୀ ବ୍ରାଣ୍ଡ୍‌ ବ୍ୟବହାର କରନ୍ତି। ବିଭିନ୍ନ ବ୍ରାଣ୍ଡ୍‌ର ଡ୍ରେସ୍‌ ସହ ସହ ଘଣ୍ଟା ପିନ୍ଧିବାକୁ ମଧ୍ୟ ଭଲ ପାଆନ୍ତି। ଏଥିପାଇଁ ବିଶ୍ୱର ବିଭିନ୍ନ ନାମୀ ବ୍ରାଣ୍ଡ୍‌ର ଘଣ୍ଟା ସେ କଲେକ୍ସନ କରିଥାନ୍ତି। ତାଙ୍କର ସବୁଠୁ ପସନ୍ଦର ବ୍ରାଣ୍ଡ୍‌ ହେଉଛି ରୋଲେକ୍ସ। ଏହି ବ୍ରାଣ୍ଡ୍‌ର ଘଣ୍ଟା ସେ ଅଧିକାଂଶ ସମୟରେ ପିନ୍ଧିଥାନ୍ତି। ଯାହାର ମୂଲ୍ୟ ୭୦ ଲକ୍ଷରୁ ଊର୍ଦ୍ଧ୍ୱ। ଏହି ଘଣ୍ଟାଟି ସୁନା ଏବଂ ହୀରାରେ ନିର୍ମିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରାଜସ୍ଥାନ ୩ ଉଇକେଟରେ ବିଜୟୀ

କୋଲକାତା,୨୬।୪(ପି.ଟି.)- ଷ୍ଟିଭେନ୍‌ ସ୍ମିଥ୍‌ଙ୍କ ନେତୃତ୍ୱାଧୀନ ରାଜସ୍ଥାନ ରୟାଲ୍ସ ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୪୩ତମ ମ୍ୟାଚ୍‌ରେ ଘରୋଇ କୋଲକାତା ନାଇଟ ରାଇଡର୍ସକୁ ୪ଟି ବଲ...

ଆଜି ପାକିସ୍ତାନ-ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ସେମିଫାଇନାଲ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ସିଡନୀ,୯।୧୧: ଟି-୨୦ ବିଶ୍ୱକପ ୨୦୨୨ର ପ୍ରଥମ ସେମିଫାଇନାଲରେ ଆଜି ପାକିସ୍ତାନ ନ୍ୟୁଜିଲାଣ୍ଡକୁ ଭେଟିବ। ଗ୍ରୁପ-୧ରେ ଶୀର୍ଷରେ ରହି ନ୍ୟୁଜିଲାଣ୍ଡ ଏବଂ ପାକିସ୍ତାନ ଦଳ ଗ୍ରୁପ-୨ରେ ଦ୍ୱିତୀୟ...

ଷ୍ଟିଭ ସ୍ମିଥଙ୍କୁ ଛାଡ଼ିପାରେ ରାଜସ୍ଥାନ ରୟାଲ୍ସ

ନୂଆଦିଲ୍ଲୀ,୧୨ା୧- ଆଇପିଏଲ ଦଳ ରାଜସ୍ଥାନ ରୟାଲ୍ସ ତା’ର ଅଧିନାୟକ ଷ୍ଟିଭ ସ୍ମିଥଙ୍କୁ ଛାଡ଼ିବାକୁ ଚିନ୍ତା କରୁଛି। ଏ ନେଇ ଆସନ୍ତା ସପ୍ତାହରେ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ।...

ପଡ଼ିଆରେ ‘ଫ୍ଲାଇଙ୍ଗ୍‌ କିସ୍‌’ ଦେଲେ କୋହଲି

ବର୍ମିଂହାମ,୪।୭: ଏଜବାଷ୍ଟନରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପଞ୍ଚମ ଟେଷ୍ଟ ଖେଳାଯାଉଛି। ରବିବାର ମ୍ୟାଚର ତୃତୀୟ ଦିନରେ ବିରାଟ କୋହଲି ପଡ଼ିଆରେ ଇଂଲଣ୍ଡ ବ୍ୟାଟ୍ସମ୍ୟାନ ଜନି...

ମାଟ୍ରିକ ମାର୍କଶିଟ୍‌ ଶେୟାର କଲେ କୋହଲି: ଜାଣନ୍ତୁ କେଉଁ ବିଷୟରେ ରଖିଥିଲେ କେତେ ନମ୍ବର

ନୂଆଦିଲ୍ଲୀ,୨୦।୩: ଭାରତର ତାରକା ଖେଳାଳି ବିରାଟ କୋହଲି ଏବେ ଆଇପିଏଲ ପ୍ରସ୍ତୁତିରେ ଅଛନ୍ତି। ତାଙ୍କ ଟିମ୍‌ ଆର୍‌ସିବି ଏହାର ପ୍ରଥମ ମ୍ୟାଚ୍‌ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ...

ସେତେବେଳେ ୮ ବର୍ଷର ଥିଲେ ପୃଥ୍ବୀ; ଏବେ ଧଓ୍ବନଙ୍କ ସହ ମିଶି…

ନୂଆଦିଲ୍ଲୀ,୧୧।୪: ଦିଲ୍ଲୀ କ୍ୟାପିଟାଲ୍ସ-ଚେନ୍ନାଇ ସୁପରକିଙ୍ଗ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ରେ ରନ୍‌ର ବର୍ଷା ହୋଇଥିଲା। ମୁମ୍ବାଇର ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚ୍‌ରେ ଦିଲ୍ଲୀ ଟିମ୍‌ ବାଜିମାତ କରିଥିଲା। ମୁକାବିଲାରେ...

କୁନି ଝିଅର ଜୀବନ ପାଇଁ ଆଗେଇ ଆସିଲେ ସୌଦି

ଅକଲାଣ୍ଡ,୨୯।୬: ଟିମ୍‌ ଇଣ୍ଡିଆ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲରେ ନ୍ୟୁଜିଲାଣ୍ଡ ପେସର ଟିମ୍‌ ସୌଦି ପିନ୍ଧିଥିବା ଜର୍ସିକୁ ନିଲାମ କରିବାକୁ ଯାଉଛନ୍ତି। ଏହି ପ୍ରକ୍ରିୟାରୁ...

ଟସ୍‌ ଜିତି ଅଷ୍ଟ୍ରେଲିଆକୁ ବ୍ୟାଟିଂ ନିମନ୍ତ୍ରଣ: ୨ ପରିବର୍ତ୍ତନ ସହ ଓହ୍ଲାଇଛି ଟିମ୍‌ ଇଣ୍ଡିଆ

ନାଗପୁର,୨୩।୯: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଶୁକ୍ରବାର ତିନି ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ଦ୍ୱିତୀୟ ମୁକାବିଲା ଏଠାରେ ଖେଳାଯାଉଛି। ଭାରତୀୟ ଅଧିନାୟକ ରୋହିତ ଶର୍ମା...

Advertisement
Archives

Model This Week