Posted inଜାତୀୟ

ବିରିୟାନୀ ପାଇଁ ବିବାହ ଭୋଜି ପାଲଟିଲା ରଣକ୍ଷେତ୍ର

ବିଶାଖାପଟ୍ଟନମ୍‌,୧୯।୫: ଆନ୍ଧ୍ରପ୍ରଦେଶ ପଶ୍ଚିମ ଗୋଦାବରୀ ଜିଲାରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ବିରିୟାନୀ ପରସାକୁ କେନ୍ଦ୍ର କରି ବର ପକ୍ଷ ଏବଂ କନ୍ୟା ଘର ସଦସ୍ୟଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଛି। ଏହି ଘଟଣାରେ ୧୨ ଜଣ ଆହତ ହୋଇଥିବା କୁହାଯାଉଛି। ଲୋକେ ପରସ୍ପରକୁ ଠେଙ୍ଗା, ପଥର ଓ ଚେୟାରରେ ପିଟି ଥିବା ପୋଲିସ ସୂଚନା ଦେଇଛି। ଆହତଙ୍କ ତଣୁକୁ ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅଭିଯୋଗ ପରେ ପୋଲିସ ମାମଲାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୧ରୁ ମହଙ୍ଗା ହେବ ବିମାନ ଯାତ୍ରା! ସଙ୍କେତ ଦେଲେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ

ନୂଆଦିଲ୍ଲୀ,୨୨।୩: ଯଦି ଆପଣ ଆଗାମୀ ଦିନରେ ବିମାନ ଯାତ୍ରା କରିବାକୁ ଯୋଜନା କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ରହିବ। କେନ୍ଦ୍ର ବେସାମରିକ ବିମାନ…

ଆଲୋଭେରା ଗଛ ଲଗାଇବାରେ କରନ୍ତୁନି ଏପରି ଭୁଲ, ନ ହେଲେ ଘରକୁ ମାଡ଼ିଆସିବ…

ଆଲୋଭେରାର ସ୍ବାସ୍ଥ୍ୟୋପଯୋଗୀ ଗୁଣ ଯଥେଷ୍ଟ ରହିଥିବା ହେତୁ ଅନେକେ ଏହାକୁ ଘରେ ଲଗାଇଥାନ୍ତି। ହେଲେ ଜାଣନ୍ତି କି ବାସ୍ତୁ ଅନୁଯାୟୀ, ଯଦି ଏହି ଗଛକୁ ଠିକ୍‌ ଦିଗରେ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୋନ କରି ଯୁଦ୍ଧ ବନ୍ଦ କରିବାର ସର୍ତ୍ତ ଶୁଣାଇଲେ ଇରାନ ରାଷ୍ଟ୍ରପତି, ଟ୍ରମ୍ପ ଶୁଣିଲେ…

ନୂଆଦିଲ୍ଲୀ,୨୨।୩: ଇରାନ-ଆମେରିକା-ଇସ୍ରାଏଲ ବିବାଦ ମଧ୍ୟରେ, ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ କଲ ମାଧ୍ୟମରେ ଏକ ଗୁରୁତ୍ୱପୂର୍ଣ୍ଣ ଅପିଲ କରିଛନ୍ତି। ଯୁଦ୍ଧ ଆରମ୍ଭ…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ? ପରମାଣୁ ଆଟାକ୍‌ ନେଇ ଆମେରିକା-ଇସ୍ରାଏଲକୁ ଖୋଲା ଧମକ ଦେଲେ ପୁଟିନ୍‌!

ମସ୍କୋ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ଅତ୍ୟନ୍ତ ବିପଜ୍ଜନକ ମୋଡ଼ ନେଇଛି। ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ୟୁରାନିୟମ ସମୃଦ୍ଧି କେନ୍ଦ୍ର ନାଟାଞ୍ଜ ଉପରେ ଏକ ଭୟଙ୍କର…

‘ଇରାନକୁ ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ କରିଦେଇଛି’, ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବୟାନକୁ ନେଇ ସାରା ବିଶ୍ୱ ଥରହର

ନୂଆଦିଲ୍ଲୀ,୨୨।୩: ଇରାନ ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଇରାନ ସମ୍ପର୍କରେ ଏକ…

ପ୍ରକୃତ ଖଳନାୟକ

ଚାହେଁ ଇରାନ ବିଜୟୀ ହେଉ। ବିଜୟର ଅର୍ଥକୁ ଇରାନ ଏହିପରି ପରିଭାଷିତ କରେ: ଇରାନ ଉପରେ ଅନେକ ଦଶନ୍ଧି ଧରି ଆମେରିକା ଲାଗୁକରିଥିବା କଟକଣାକୁ ହଟାଇବା ଦରକାର;…

ଇରାନ ବିରୁଦ୍ଧରେ ଏକଜୁଟ୍‌ ହେଲେ ୨୨ଟି ଦେଶ, କହିଲେ ତୁରନ୍ତ ଧମକ ବନ୍ଦ କର, ନଚେତ୍‌…

ନୂଆଦିଲ୍ଲୀ,୨୨।୩: ଇରାନ-ଆମେରିକା ବିବାଦ ମଧ୍ୟରେ, ହର୍ମୁଜ ପ୍ରଣାଳୀର ସଙ୍କଟ ବିଶ୍ୱ ଅର୍ଥନୀତି ପାଇଁ ଏକ ଲାଲ ପତାକା ପାଲଟିଛି। ବ୍ରିଟେନ, ଫ୍ରାନ୍ସ, ଜର୍ମାନୀ, ୟୁଏଇ, ବାହାରିନ, ଜାପାନ,…

ବିି.ଏଡ୍‌. ପ୍ରବେଶିକା ପରୀକ୍ଷା ପାଇଁ ୨୩ରୁ ଆବେଦନ

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ୨ବର୍ଷିଆ ବି.ଏଡ୍‌, ବିଏଚ୍‌.ଏଡ୍‌. ଓ ଏମ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଲାଗି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri