Posted inଖେଳ

ବିରୁଷ୍କାଙ୍କ ଦ୍ୱିତୀୟ ବିବାହ ବାର୍ଷିକୀ

ନୂଆଦିଲ୍ଲୀ,୧୧।୧୨- ଭାରତୀୟ ଅଧିନାୟକ ବିରାଟ କୋହଲି ଓ ଅନୁଷ୍କା ଶର୍ମା (ବିରୁଷ୍କା) ବୁଧବାର ଦ୍ୱିତୀୟ ବିବାହ ବାର୍ଷିକୀ ପାଳନ କରିଛନ୍ତି। ଏହି ଅବସରରେ ପତ୍ନୀ ଅନୁଷ୍କାଙ୍କ ଏକ ଫଟୋ ଶେୟାର କରି କୋହଲି କ୍ୟାପଶନରେ ଲେଖିଛନ୍ତି, ଆମ ଭିତରେ କେବଳ ଭଲ ପାଇବା ହିଁ ଅଛି। ଆଉ କିଛି ନାହିଁ। ସେହିଭଳି ଅନୁଷ୍କା ମଧ୍ୟ ବିବାହ ବେଳର ଫଟୋ ଶେୟାର କରି ଶୁଭେଚ୍ଛା ଜଣାଇଛନ୍ତି। ଦୁହେଁ ୨୦୧୭ ଆଜିର ଦିନରେ ପରିବାର ଓ ବନ୍ଧୁଙ୍କ ଉପସ୍ଥିତିରେ ଇଟାଲିରେ ବିବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଥାଇଲାଣ୍ଡ ଓପନ୍‌ ବ୍ୟାଡମିଣ୍ଟନ୍‌ : ସାତ୍ତ୍ୱିକ୍‌- ଚିରାଗଙ୍କୁ ଡବଲ୍ଡ ଟାଇଟଲ

ବ୍ୟାଙ୍କକ୍‌,୪।୮: ଥାଇଲାଣ୍ଡ ଓପନ୍‌ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟରେ ଭାରତ ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟୀ ଡବଲ୍ସ ଟାଇଟଲ ହାସଲ କରି ଇତିହାସ ସୃଷ୍ଟି କରିଛନ୍ତି। ପ୍ରଥମ...

ଅଶ୍ୱିନ ଯୁଗ୍ମ ଦ୍ରୁତତମ

ବିଶାଖାପାଟଣା,୬।୧୦- ଭାରତୀୟ ଦଳର ଆଗଧାଡ଼ିର ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ରବିବାର ଥେଉନିସ ଡି ବ୍ରୁଇନଙ୍କୁ ଆଉଟ୍‌ କରି ଟେଷ୍ଟ କ୍ରିକେଟରେ ୩୫୦ ଉଇକେଟ ପୂରଣ କରିଛନ୍ତି।...

ଫ୍ରେଞ୍ଚ୍‌ ଓପନ୍‌ ଖେଳିବା ନେଇ ଅନିଶ୍ଚିତତାରେ ପାଇରେ

ହାମବର୍ଗ, ୨୫ା୯ (ଏପି)- ସିଜନ ଶେଷ ଗ୍ରାଣ୍ଡସ୍ଲାମ ପ୍ରତିଯୋଗିତା ଫ୍ରେଞ୍ଚ ଓପନ୍‌ରେ ତାଙ୍କୁ ଖେଳିବା ଲାଗି ଅନୁମତି ମିଳିବ କି ନା ସେ ନେଇ ଅନିଶ୍ଚିତତାରେ...

ପୁଅକୁ କଳା କହିବାରୁ ରାଗିଲେ ଶିଖର ଧାଓ୍ବନଙ୍କ ସ୍ତ୍ରୀ, କହିଲେ ଏମିତି କଥା

ଏବେ ବିଶ୍ୱରେ ବର୍ଣ୍ଣବୈଷମ୍ୟକୁ ନେଇ ଚର୍ଚ୍ଚା ଜୋର ଧରିଛି। ଆମେରିକା ପୋଲିସ ହେପାଜତରେ ଅଶ୍ୱେତ ଜର୍ଜ ଫ୍ଲୋୟଡଙ୍କ ଯନ୍ତ୍ରଣାଦାୟକ ମୃତ୍ୟୁ ପରେ ବିଶ୍ୱର କୋଣ ଅନୁକୋଣରେ...

ଅଷ୍ଟ୍ରେଲିଆର ଇଂଲଣ୍ଡ ଟୁର୍‌ ସେପ୍ଟେମ୍ବର ୪ରୁ

ମେଲବୋର୍ନ, ୨୧ା୭ (ପି.ଟି.)-ଅଷ୍ଟ୍ରେଲିଆ କ୍ରିକେଟ ଦଳର ପ୍ରସ୍ତାବିତ ଇଂଲଣ୍ଡ ଟୁର୍‌ ସେପ୍ଟେମ୍ବର ୪ରୁ ଆରମ୍ଭ ହେବ। ଏକ ଦୈନିକ ଖବରକାଗଜ ରିପୋର୍ଟରେ ଏହା ପ୍ରକାଶ ପାଇଛି।...

ଅଲିମ୍ପିକରେ ପଦକ ଜିତିବା ଲକ୍ଷ୍ୟ: ପାର୍ଥନା

ଭୁବନେଶ୍ୱର, ୨୭।୨ (ସ୍ପୋର୍ଟ୍ସ ବ୍ୟୁରୋ)- ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାର ୬ଷ୍ଠ ଦିବସରେ ବୁଧବାର ପଞ୍ଜାବର ତୀରନ୍ଦାଜ ପାର୍ଥନା ସୋଲାଙ୍କି ରୌପ୍ୟ ପଦକ ଜିତିଛନ୍ତି। ମହିଳା...

ଖେଳାଳିଙ୍କୁ ଚକିତ କଲା ଅମ୍ପାୟରଙ୍କ ଅଜବ ନିଷ୍ପତ୍ତି

ମେଲବୋର୍ନ,୩୧।୧୨- ଆଡିଲେଡ୍‌ ଷ୍ଟ୍ରାଇକର୍ସ ଓ ମେଲବୋର୍ନ ରେନେଗେଡ୍ସ ମଧ୍ୟରେ ଖେଳାଯାଇଥିବା ଚଳିତ ବିଗ୍‌ ବାଶ୍‌ ଲିଗ୍‌ (ବିବିଏଲ)ର ଏକ ମ୍ୟାଚ୍‌ରେ ଅଷ୍ଟ୍ରେଲିଆନ ଅମ୍ପାୟର ଗ୍ରେଗ ଡାଭିଡସନ...

ରାହୁଲ ୫୦: ୩ ଛକା , ୩ ଚୌକା

ବିଶାଖାପାଟଣା,୧୮।୧୨- ଏଠାରେ ଚାଲିଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚ୍‌ରେ ଭାରତୀୟ ଓପନର ଲୋକେଶ ରାହୁଲ ଅର୍ଦ୍ଧଶତକ ପୂରଣ କରିଛନ୍ତି। ସେ ୫୪ ବଲ ଖେଳି...


Coronavirus Update

Archives

Model This Week

Why Dharitri