ବିରୋଧରୁ ଫେରିଗଲା ପ୍ରବାସୀଙ୍କ ବସ୍‌

ଗୋପାଳପୁର,୧୯ା୫- କରୋନା ଭାରତରେ ଭୟଙ୍କର ରୂପେ ଧାରଣ କରିଥିବା ବେଳେ ଓଡ଼ିଶାରେ ମଧ୍ୟ ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ି ଚାଲିଛି। ଅନ୍ୟପଟେ ଗଞ୍ଜାମ ଜିଲାକୁ ବହୁ ପ୍ରବାସୀ ଫେରୁଛନ୍ତି। ଗଞ୍ଜାମ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ରବିବାର ରାତିରେ ଏକ ବସ୍‌ରେ ବେଗୁନିଆପଡ଼ା ଅଞ୍ଚଳର ୫୧ ସୁରଟ ଫେରନ୍ତାଙ୍କୁ ନେଇ ରଙ୍ଗେଇଲୁଣ୍ଡା ବ୍ଲକ ଅନ୍ତର୍ଗତ ବଡ଼କୁଶସ୍ଥଳୀର ସଙ୍ଗରୋଧ କେନ୍ଦ୍ରକୁ ଯାଉଥିବା ବେଳେ ଗ୍ରାମବାସୀ ଏହାକୁ ବିରୋଧ କରିବା ସହ ଉତ୍ତେଜନା ପ୍ରକାଶ ପାଇଥିଲା। ଗୋପାଳପୁର ଥାନାଧିକାରୀ ବିବେକାନନ୍ଦ ମହନ୍ତ ଓ ବ୍ଲକ ପ୍ରଶାସନ ଗ୍ରାମରେ ପହଞ୍ଚତ୍ ଲୋକଙ୍କୁ ବୁଝାଶୁଝା କରିଥିଲେ ମଧ୍ୟ ସେମାନେ ରାଜି ହୋଇ ନ ଥିଲେ। ବାହାର ଲୋକଙ୍କୁ ଆମ ଗ୍ରାମରେ ନ ରଖିବାକୁ କହିବା ସହ ସେମାନେ ଆସିଥିବା ବସ୍‌କୁ ଛାଡି ନ ଥିଲେ। ଗ୍ରାମବାସୀଙ୍କ ବିରୋଧ ଯୋଗୁ ଆସିଥିବା ପ୍ରବାସୀ ଗ୍ରାମରୁ ଫେରିଯାଇଥିଲେ।ଦୁନିଆ ଓ ତୀର୍ଥଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ନେବା ପାଇଁ ଡାକ୍ତର ପରାମର୍ଶ ଦେଇଥିଲେ। ଗାଲେରି ଫାଣ୍ଡି ଅଧିକାରୀ ଦୁର୍ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲେ। ପୋଲିସ ମୃତଦେହ ଦୁଇଟିକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଛି। ଏ ନେଇ ନଂ.୮୯/୨୦ରେ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୩ବର୍ଷ ଧରି ବିଜେଡି ଗଡ଼ ପାଲଟିଛି ଗଞ୍ଜାମର ୭ ନିର୍ବାଚନ ମଣ୍ଡଳୀ

ବ୍ରହ୍ମପୁର ଅଫିସ,୯ା୨: ଆଞ୍ଚଳିକ ରାଜନୈତିକ ଦଳ ବିଜେଡି ଗଠନର ୨୫ ବର୍ଷ ମଧ୍ୟରେ ରାଜ୍ୟରେ ୨୦୦୦ରୁ ୨୦୧୯ ମଧ୍ୟରେ ହୋଇଛି ୫ ବିଧାନସଭା ନିର୍ବାଚନ। ଗଞ୍ଜାମର...

ସ୍ବାସ୍ଥ୍ୟକର୍ମୀଙ୍କୁ କରୋନା: ହୋମ କ୍ୱାରାଣ୍ଟାଇନରେ ରହିଲେ ରାୟଗଡ଼ା ସିଡିଏମ୍‌ଓ

ରାୟଗଡା ଅଫିସ,୧୦।୬-ରାୟଗଡା ଜିଲାରେ ବୁଧବାର ୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୨ ଜଣ ଯୁବତୀ ରହିଥିବାବେଳେ ଅନ୍ୟ ଜଣେ ପୁରୁଷ...

ଜମିିରେ ପଚୁଛି ବିଲାତି: ଶାଗମାଛ ଦରରେ ବିକିବାକୁ ବାଧ୍ୟ ହେଉଛନ୍ତି ଚାଷୀ

କେନ୍ଦୁଝର,୨୫ା୧୨: କେନ୍ଦୁଝର ଜିଲାରେ ବିଲାତିର ଅଭାବୀ ବିକ୍ରି ଦେଖାଯାଇଛି। ଚାଷୀ ଉଚିତ ମୂଲ୍ୟ ପାଉ ନ ଥିବାରୁ ଚିନ୍ତାରେ ରହିଛନ୍ତି। ଚାଷ ଭଲ ହୋଇଥିଲେ ମଧ୍ୟ...

କଟକରୁ ୧୬୨ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୧୯।୮-କଟକ ସହରରୁ ବୁଧବାର ୧୬୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୧୬୨ରୁ ୧୦୦ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୬୨ ଲୋକାଲ କଣ୍ଟାକ୍ଟ...

ପୁଣି ତାତିଲା ରାଜଧାନୀ

ଭୁବନେଶ୍ୱର,୮ା୫(ବ୍ୟୁରୋ): କିଛିଦିନ ଧରି ବର୍ଷା ହେଉଥିବାରୁ ଥଣ୍ଡା ଥିବା ରାଜଧାନୀ ସୋମବାର ପୁଣି ଉତ୍ତପ୍ତ ହୋଇଛି। ଆଜି ସକାଳ ସାଢ଼େ ୮ଟା ସୁଦ୍ଧା ତାପମାତ୍ରା ୩୧...

ଧାନ ରୋଇବା ବେଳେ ବଜ୍ରପାତ, ମହିଳା ମୃତ

ପାତ୍ରପୁର,୧୭ା୮(ଡି.ଏନ.ଏ.): ଜରଡ଼ା ଥାନା ପାତ୍ରପୁର ବ୍ଲକ ଗୁଣ୍ଡ୍ରା ପଞ୍ଚାୟତ ରାଙ୍କୁଡ଼ା ଗ୍ରାମରେ ଶନିବାର ଅପରାହ୍ନରେ ବିଲରେ କାମ କରୁଥିବା ଜଣେ ମହିଳା ଶ୍ରମିକଙ୍କ ବଜ୍ରପାତରେ ମୃତ୍ୟୁ...

ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ କଟ୍‌ ଅଫ୍‌ ମାର୍କ ପ୍ରକାଶ: ବିଜ୍ଞାନରେ ୮୯.୨%, କଳାରେ ୭୦.୪%, ବାଣିଜ୍ୟରେ ୭୫.୮୩%

ଭୁବନେଶ୍ୱର, ୧୪।୭(ବ୍ୟୁରୋ): ଯୁକ୍ତ୨ ପ୍ରଥମ ବର୍ଷ ନାମଲେଖା ପାଇଁ ଦ୍ୱିତୀୟ ପର୍ଯ୍ୟାୟ କଟ୍‌ ଅଫ୍‌ ମାର୍କ ଶନିବାର ପ୍ରକାଶ ପାଇଛି। ସାମ୍‌ସ ପକ୍ଷରୁ ପ୍ରକାଶିତ ତାଲିକା...

ମାଛ ଜାଲରୁ ଗୋମୁହା ପ୍ରଜାତିର କୁମ୍ଭୀର ଉଦ୍ଧାର

ଦିଗପହଣ୍ଡି,୨୯ା୮(ଡି.ଏନ.ଏ.)-ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମ୍ବାରିଗାଁ ପଞ୍ଚାୟତ ମଣିଢିଅ ଗ୍ରାମରେ ମାଛ ଜାଲରୁ ବୁଧବାର ଏକ ଗୋମୁହା ପ୍ରଜାତିର କୁମ୍ଭୀର ଉଦ୍ଧାର ହୋଇଛି। କୁମ୍ଭୀରଟିର ଲମ୍ବ...

Advertisement
Archives

Model This Week