Posted inଜାତୀୟ

ବିରୋଧୀ ମେଣ୍ଟର ନାମ ‘ଇଣ୍ଡିଆ’ ରଖିବାକୁ ନେଇ ମାମଲା ରୁଜୁ

ନୂଆଦିଲ୍ଲୀ,୧୯।୭: ବିରୋଧୀ ମେଣ୍ଟର ନାମ ‘ଇଣ୍ଡିଆ’ ରଖିବାକୁ ନେଇ ଦିଲ୍ଲୀର ବାରଖମ୍ବା ପୋଲିସ ଷ୍ଟେଶନରେ ମାମଲା ରୁଜୁ ହୋଇଛି। ଅବନୀଶ ମିଶ୍ର ନାମକ ଜଣେ ବ୍ୟକ୍ତି ବିରୋଧୀ ମେଣ୍ଟର ୨୬ଟି ରାଜନୈତିକ ଦଳ ବିରୋଧରେ ଅଭିଯୋଗ ଆଣିଛନ୍ତି। ରାଜନୈତିକ ଲାଭ ପାଇଁ ‘ଇଣ୍ଡିଆ’ ବ୍ୟବହାର କରାଯାଇପାରିବ ନାହିଁ ବୋଲି କୁହାଯାଇଛି। ଅବନୀଶ ମିଶ୍ର ତାଙ୍କ ଅଭିଯୋଗରେ କହିଛନ୍ତି ଯେ, ବ୍ୟକ୍ତିଗତ ଲାଭ ପାଇଁ ‘ଇଣ୍ଡିଆ’ ନାମ ରଖାଯାଇଛି, ଏହା ଆମର ଭାବନାକୁ ଆଘାତ ଦେଇଛି।
ସୂଚନାଯୋଗ୍ୟ, ୨୦୨୪ରେ ହେବାକୁ ଥିବା ଲୋକସଭା ନିର୍ବାଚନ ପୂର୍ବରୁ ଭାଜପାକୁ ଟକ୍କର ଦେବାକୁ ବିରୋଧୀ ‘ଇଣ୍ଡିଆନ୍‌ ନ୍ୟାଶନାଲ୍‌ ଡେଭେଲପ୍‌ମେଣ୍ଟାଲ୍‌ ଇନ୍‌କ୍ଲୁସିଭ୍‌ ଆଲାଏନ୍ସ(ଇଣ୍ଡିଆ) ଘୋଷଣା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଝିଲିମିଣ୍ଡା ପାଇଁ ଗୌରବ ଆଣିଲେ ରାମ ମେହେର

ଅତାବିରା,୮ା୮ (ଯୁଧିଷ୍ଠିର ମହାପାତ୍ର):ଜାତୀୟ ହସ୍ତତନ୍ତ ଦିବସ ଅବସରରେ ବରଗଡ଼ ଜିଲା ପାଇଁ ଆସିଛି ଗର୍ବର ମୁହୂର୍ତ୍ତ। ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା ଗ୍ରାମର ବିଶିଷ୍ଟ ହସ୍ତତନ୍ତ ଶିଳ୍ପୀ…

ବର୍ଷାପାଗ ଯୋଗୁ ବନ୍ଦ ଘୋଷଣା ବାତିଲ: ସ୍ବାଭାବିକ ରହିବ ବିଦ୍ୟୁତ ସେବା

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଡିଭିଜନ-୨ ଗ୍ରୀଡରୁ ୧୧କେଭି ଟେଲିଫୋନ ଏକ୍ସଚେଞ୍ଜ ଫିଡର୍‌ ଶନିବାର ସକାଳୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି ଶୁକ୍ରବାର ଟିପିଡବ୍ଲୁଓଡିଏଲ ଘୋଷଣା…

ସୀମା ବିବାଦ ସମାଧାନ ପାଇଁ କୂଟନୈତିକ ଏବଂ ସାମରିକ ମାର୍ଗ ଆପଣେଇବେ ଭାରତ-ଚାଇନା

ନୂଆଦିଲ୍ଲୀ, ୮।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମାକୁ ନେଇ ରହିଥିବା ବିବାଦର ସମାଧାନ ପାଇଁ କୂଟନୈତିକ ଏବଂ ସାମରିକ ମାଧ୍ୟମଗୁଡ଼ିକୁ ବ୍ୟବହାର ଜାରି ରଖିବାକୁ ଉଭୟ…

ଜନ୍ମଗତ ନାଗରିକତ୍ୱ ସୀମିତ କରିବାକୁ ନିର୍ଦ୍ଦେଶନାମାରେ ସ୍ବାକ୍ଷର କଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୮ା୮: ଆମେରିକା ସୁପ୍ରିମକୋର୍ଟଙ୍କ ରାୟର କିଛି ସପ୍ତାହ ପରେ ରାଷ୍ଟ୍ରପତି ଡେନାଲ୍ଡ ଟ୍ରମ୍ପ୍‌ ବାର୍ଥ ଟ୍ୟୁରିଜମ୍‌ ବା ଜନ୍ମ ପର୍ଯ୍ୟଟନ ଉପରେ ରୋକ ଲଗାଇବା ଏବଂ ଜନ୍ମଗତ…

ଭାଜପା-ଏସ୍‌ଏଡି ମେଣ୍ଟ ଚର୍ଚ୍ଚା

ନୂଆଦିଲ୍ଲୀ,୮ା୮: ଶିରୋମଣି ଅକାଳୀ ଦଳ (ଏସ୍‌ଏଡି) ମୁଖ୍ୟ ସୁଖବୀର ସିଂ ବାଦଲ ଶୁକ୍ରବାର ପାର୍ଲାମେଣ୍ଟ ପରିସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିବାରୁ ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ…

ଲଗାଣ ବର୍ଷାରେ କ୍ଷୟକ୍ଷତି ଆକଳନରେ ବିଳମ୍ବ

ଅମରପାଲି,୮ା୮(ପୀତାମ୍ବର ସାହୁ): ଜୁନରେ ଅନାବୃଷ୍ଟି ଏବଂ ଜୁଲାଇରେ ଲଗାଣ ବର୍ଷା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ତହସିଲ ଅଞ୍ଚଳର ଚାଷୀଙ୍କ ପାଇଁ ଦ୍ୱିମୁଖୀ ବିପର୍ଯ୍ୟୟ ସୃଷ୍ଟି କରିଛି। ଧାନ,…

ଧନୀ ହେବା ପୂର୍ବରୁ ବୁଢ଼ା ହେବ ଭାରତ: ଗବେଷଣାରୁ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୮ା୮(ପି.ଟି.):ଭାରତରେ ହାରାହାରି ପ୍ରତି ୫ ଜଣରେ ଜଣେ ବ୍ୟକ୍ତିଙ୍କ ବୟସ ୬୦ ବର୍ଷରୁ ଅଧିକ ହେବ ଏବଂ ପ୍ରାୟ ୧୦ ଜଣଙ୍କ ମଧ୍ୟରୁ ୭ ଜଣ ବୟସ୍କ…

ପିଜି ନାମଲେଖା: ପ୍ରଥମ ମେଧା ତାଲିକା ପ୍ରକାଶ

ଭୁବନେଶ୍ୱର,୮ା୮(ସୁଚିସ୍ମିତା ସାହୁ): ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ସ୍ନାତକୋତ୍ତର (ପି.ଜି.) ପାଠ୍ୟକ୍ରମରେ ନାମଲେଖା ପାଇଁ ପ୍ରଥମ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟ ଶୁକ୍ରବାର ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri