ବିଲମାଳରେ ପଡ଼ିଛି ଶିଶୁପୁତ୍ରର ମୃତଦେହ

ବଇଣ୍ଡା,୨୫।୫(ଡି.ଏନ.ଏ.): ଆଠମଲ୍ଲିକ ବ୍ଲକ ପାଇକସାହି ପଞ୍ଚାୟତ କଳାପାଟନାଳୀ ନିକଟସ୍ଥ ଅର୍ପତ ଘାଇ ବିଲମାଳରେ ଶନିବାର ଏକ ନବଜାତ ଶିଶୁ ପୁତ୍ରର ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଉକ୍ତ ଶିଶୁକୁ କେହି ଜନ୍ମ କରି ଫିଙ୍ଗି ଦେଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି।
ଗ୍ରାମବାସୀଙ୍କ କହିବାଅନୁଯାୟୀ, କେହିଜଣେ ଅବିବାହିତା ଶିଶୁଟିକୁ ଜନ୍ମ ଦେଇ ଲୋକ ଲଜ୍ୟା ଯୋଗୁ ପକାଇ ଦେଇଛନ୍ତି। ଏ ନେଇ ଗ୍ରାମବାସୀ ପୋଲିସକୁ ଅବଗତ କରାଇଥିଲେ ମଧ୍ୟ ପୋଲିସ ଘଟଣାସ୍ଥଳକୁ ଯାଇ ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏ ନେଇ ଠାକୁର଼ଗଡ଼ ଥାନା ଆଇଆଇସି ଗବାକ୍ଷ ନାୟକଙ୍କୁ ପଚାରିବାରୁ କୌଣସି ଉତ୍ତର ନ ଦେଇ ପ୍ରସଙ୍ଗକୁ ଏଡ଼ାଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାରାକ୍‌ ସାହି କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା

ଛତ୍ରପୁର,୨୭ା୬(ଡି.ଏନ୍‌.ଏ.)-ଛତ୍ରପୁର ଏନ୍‌ଏସି ବାରାକ ସାହିରେ ୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ଟ୍ରେସିଂ ପାଇଁ ବାରାକ୍‌ ସାହିକୁ ପ୍ରଶାସନ ପକ୍ଷରୁ...

ଜମିବାଡ଼ି ସମସ୍ୟା: ରେଙ୍ଗାଲି ତହସିଲ ଅଫିସରେ ନିଆଁ ଲଗାଇ ଦେଲେ ଯୁବକ

ସମ୍ବଲପୁର, ୨୦।୧୧ (ବ୍ୟୁରୋ)- ସମ୍ବଲପୁର ରେଙ୍ଗାଲି ତହସିଲ ଅଫିସରେ ଠେଲକୋଲି ଥାନା ଅନ୍ତର୍ଗତ ରାଜୀବ କିଶାନ ବୋଲି ଜଣେ ଯୁବକ କିରାସିନି ଢ଼ାଲି ନିଆଁ ଲଗାଇ...

ସହରୀ ଜାଗାକୁ କବ୍‌ଜା

ଅନୁଗୋଳ ଅଫିସ, ୧୩।୩ :  ଅନୁଗୋଳ ସହରର ବିଭିନ୍ନ ବସ୍ତିରେ ବସବାସ କରୁଥିବା ଲୋକଙ୍କୁ ଜାଗା ମିଶନରେ ସାମିଲ କରାଯାଇ ସ୍ଥାୟୀ ପଟ୍ଟା ପ୍ରଦାନ କରାଯାଉଛି।...

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହେଉନି ଉଠାଜଳସେଚନ ପ୍ରକଳ୍ପ

କାଶୀନଗର,୧୬।୧୨(ଡି.ଏନ୍‌.ଏ.): କାଶୀନଗର ବ୍ଲକ ଓ ଏନ୍‌ଏସିର ଚାଷ ଜମିକୁ ଜଳସେଚନ ପାଇଁ ୨୦୧୯ରେ ବଥବା ଠାରେ ବୃହତ୍‌ ଉଠାଜଳସେଚନ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ପରେ...

ପୁଣି ଅଶାନ୍ତ ସ୍ବାଭିମାନ ଅଞ୍ଚଳ: ଗୋରାସେତୁଠାରେ ପ୍ରଜାମେଳି

କୋରୁକୋଣ୍ଡା,୨୮ା୬(ଡି.ଏନ୍‌.ଏ.): ପୁଣି ଅଶାନ୍ତ ହୋଇଉଠିଛି ସ୍ବାଭିମାନ ଅଞ୍ଚଳ। ମାଲକାନଗିରି ଜିଲାର ସ୍ବାଭିମାନ ଅଞ୍ଚଳରେ ଦିନକୁ ଦିନ ଦାନା ବାନ୍ଧୁଛି ସରକାର ତଥା ବିଏସ୍‌ଏଫ୍‌ ବିରୋଧୀ ସ୍ବର।...

ମହାଗୌରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା

ନିରାକାରପୁର,୬।୧୦(ଡି.ଏନ.ଏ.)- ଖୋର୍ଦ୍ଧା ଜିଲା ନୂଆଗଡ଼ ପଞ୍ଚାୟତ ଅନ୍ତର୍ଗତ ମୂଳିଝର ନିକଟସ୍ଥ ହାତୀଆଶୁଣି ପାହାଡ଼ ପାଦଦେଶରେ ବିଜେ ମା’ ଉଗ୍ରତାରାଙ୍କ ଶାକ୍ତପୀଠରେ ଶନିବାର ଅଷ୍ଟମୀ ଜନ୍ମତିଥି ଅବସରରେ...

ପ୍ରଶାସନିକ ଅବହେଳାକୁ ଦାୟୀ କଲେ ଦୁଇ ପରିବାର

କେନ୍ଦ୍ରାପଡ଼ା ଅଫିସ, ୨୨।୧: ଶିଶୁ ସୁରକ୍ଷା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରି ଗୁରୁବାର ଦୁଇଟି ସ୍ଥାନରେ ଧାରଣା ଦିଆଯାଇଛି। ଗୋଟିଏ ଧାରଣା ସିଡବ୍ଲ୍ୟୁସି କାର୍ଯ୍ୟାଳୟରେ ଓ...

ରକ୍ତଭଣ୍ଡାରରେ ରକ୍ତ ଅଭାବ: ସ୍ବେଚ୍ଛାସେବୀ କଲେ ରକ୍ତଦାନ

ଲୋଇସିଂହା,୧୫।୪(ଡି.ଏନ.ଏ.): ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଓ ଲୋଇସିଂହା ବିଜୁ ଯୁବ ବାହିନୀର ମିଳିତ ଆନୁକୂଲ୍ୟରେ ବଲାଙ୍ଗୀର ଜିଲା ଲୋଇସିଂହାଠାରେ ସମାଜିକ ଦୂରତା ରକ୍ଷା କରି ଏକ...

Advertisement


Archives

Model This Week