ବିଲରୁ ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର

ଆନନ୍ଦପୁର,୨୬।୧୨(ସ୍ବ.ପ୍ର.)- କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ ୨୦ନଂ. ଜାତୀୟ ରାଜପଥ ସାଇଁକୁଳ ଓଭରବ୍ରିଜ ନିକଟ ଏକ ବିଲରୁ ଗୁରୁବାର ପୋଲିସ ଜଣେ ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର କରିଛି। ମହିଳାଙ୍କ ବୟସ ୨୫/୨୬ ବର୍ଷ ହୋଇଥିବା ଅନୁମାନ କରାଯାଉଛି। ମୃତଦେହର କିଛି ସ୍ଥାନରେ କ୍ଷତଚିହ୍ନ ଥିବା ଦେଖିବାକୁ ମିଳିଛି।

ସ୍ଥାନୀୟ ଲୋକେ ସକାଳେ ବିଲ ଭିତରେ ମୃତଦେହ ପଡ଼ିଥିବା ଦେଖି ପୋଲିସକୁ ଖବର ଦେଇଥିଲେ। ରାମଚନ୍ଦ୍ରପୁର ଥାନା ଅଧିକାରୀ ରାଜେନ୍ଦ୍ର ପ୍ରସାଦ ସ୍ବାଇଁ ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିଥିଲେ। ପୋଲିସ ଅଧିକ ତଦନ୍ତ ପାଇଁ ସାଇଣ୍ଟିଫିକ୍‌ ଟିମ୍‌କୁ ସୂଚନା ଦେଇଥିବା ଜଣାପଡ଼ିଛି। ତେବେ ବ୍ୟବଚ୍ଛେଦ ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଠାକୁର ଅଜା ଶ୍ରୀ ସିଦ୍ଧ ବଳରାମଙ୍କ ରଥଯାତ୍ରା: ପାଚିଲା ପଣସ ଭୋଗରେ ମହକିଲା ପୀଠ

ସାକ୍ଷୀଗୋପାଳ, ୧୬।୭ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସ୍ଥାନୀୟ ପ୍ରସିଦ୍ଧ ବକୁଳ ବନର ଅଧିଶ୍ୱର ଠାକୁର ଅଜା ଶ୍ରୀସିଦ୍ଧ ବଳରାମଦେବଙ୍କ ପବିତ୍ର ରଥଯାତ୍ରା ଗୁରୁବାର ଭକ୍ତିପୂତ ପରିବେଶରେ…

ରଥଟଣା ବେଳେ ଅଘଟଣ: ଶଳାକୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଭିଣୋଇ, ଦଳାଚକଟାରେ ଜଣେ ଆହତ

ପୁରୁଷୋତ୍ତମପୁର, ୧୬।୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଅରଖପୁର ଗ୍ରାମରେ ରଥଯାତ୍ରା ସମୟରେ ଏକ ଅଭାବନୀୟ ଘଟଣା ଘଟିଛି। ରଥଟଣା ଚାଲିଥିବା ବେଳେ ପାରିବାରିକ…

କୁଲାଡ ବଡ଼ଦାଣ୍ଡ ଭକ୍ତମୟ: ମାଉସୀମା ମନ୍ଦିରରେ ଲାଗିଲା ରଥ, ମଝି ରାସ୍ତାକୁ ଆଣିବା ପାଇଁ ନିଆଯାଇଥିଲା ହାଇୱାର ସହାୟତା

ଭଞ୍ଜନଗର, ୧୬।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ ଜଗନ୍ନାଥ ମନ୍ଦିର ପକ୍ଷରୁ ପବିତ୍ର ଗୁଣ୍ଡିଚା ଯାତ୍ରା ଗୁରୁବାର ଅତି ଆଡ଼ମ୍ବର ସହକାରେ ପାଳିତ…

ରାସ୍ତାକଡ଼ରେ ଚାଲିଥିଲା ଜୁଆ ଆଡ୍ଡା: ପୋଲିସର ଅତର୍କିତ ଚଢାଉ; ୪ ଗିରଫ, ବାଇକ୍ ଓ ମୋବାଇଲ୍ ସହ…

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅଞ୍ଚଳରେ ପୋଲିସ ପକ୍ଷରୁ ଜୁଆଡ଼ିଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସାନଖେମୁଣ୍ଡି ବ୍ଲକ…

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ବଡ଼ ସୂଚନା, ସକାଳ ସାଢେ ୯ଟାରେ ପୁଣି ଟଣା ହେବ ରଥ

ପୁରୀ,୬।୭: ଭକ୍ତି, ହର୍ଷଉଲ୍ଲାସରେ ଆରମ୍ଭ ହୋଇଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଘଣ୍ଟ, ଘଣ୍ଟା ଏବଂ ହରିବୋଲ ହୁଳହୁଳିରେ ଭକ୍ତ ଶ୍ରଦ୍ଧାର ସହିତ ଟାଣିଥିଲେ ୩ ରଥ। ସନ୍ଧ୍ୟା ପ୍ରାୟ…

ଦିଗପହଣ୍ଡିରେ ନିଆରା ପରମ୍ପରା: ଆଜି ଶେଷ ହେଲା ଶ୍ରୀଜୀଉଙ୍କ ପହଣ୍ଡି, କାଲି ଟଣା ହେବ ରଥ

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଗଡ଼ଜାତ ଅଞ୍ଚଳ ଦିଗପହଣ୍ଡିରେ ପବିତ୍ର ଘୋଷଯାତ୍ରା ଅବସରରେ ଏକ ନିଆରା ପରମ୍ପରା ଦେଖିବାକୁ ମିଳିଛି। ଗୁରୁବାର…

ଘର ଉପରକୁ ବୋମାମାଡ଼ କରି ହତ୍ୟା ଉଦ୍ୟମ ଘଟଣା: ବିସ୍ଫୋରକ ସାମଗ୍ରୀ ବିକ୍ରେତା ଗିରଫ, ଗଲେ ଜେଲ୍

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ. ଶିବ ରେଡ୍ଡୀଙ୍କ ଘର ଉପରକୁ ବୋମାମାଡ଼ କରି…

ସରିଲା ରଥ ଟଣା, ଅଳ୍ପବାଟ ଗଡ଼ି ଅଟକିଲା ନନ୍ଦିଘୋଷ

ପୁରୀ,୬।୭: ଭକ୍ତି, ହର୍ଷଉଲ୍ଲାସ ପରିବେଶରେ ଆରମ୍ଭ ହୋଇଛି ଚତୁର୍ଦ୍ଧାମୂର୍ତ୍ତୀଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ସନ୍ଧ୍ୟା ପ୍ରାୟ ୫ଟାରେ ଶରଧାବାଲି ଅଭିମୁଖେ ପ୍ରଥମେ ଗଡ଼ିଥିଲା ତାଳଧ୍ବଜ ରଥ। ଘଣ୍ଟ, ଘଣ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri