Posted inଫୁରସତ

ବିଲେଇକୁ କିସ୍‌ କରୁଥିଲା ଛୋଟପିଲା, ଆଉ ତା’ ପରେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ ଛୋଟ ପିଲାକୁ ଦେଖିବାକୁ ମିଳୁଛି । ଯିଏ ବିଲେଇକୁ କିସ୍‌ କରିବା ସହ ତା ପାଖେ ବସିକି ତାକୁ ଆଉଁସୁଛି ।ଭିଡିଓକୁ ବୁଏଟେନ ଗେବିଡେନ ଟୁଇଟର ହ୍ୟାଣ୍ଡେଲରେ ଶେୟାର କରାଯାଇଛି। ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।

 

https://twitter.com/buitengebieden_/status/1494419033436868613?ref_src=twsrc%5Etfw%7Ctwcamp%5Etweetembed%7Ctwterm%5E1494419033436868613%7Ctwgr%5E%7Ctwcon%5Es1_&ref_url=https%3A%2F%2Fndtv.in%2Fzara-hatke%2Fbaby-was-kissing-cat-then-sat-down-loved-a-lot-internet-loves-it-see-adorable-viral-video-2790657


Enter your email to get our daily news in your inbox.

All Right Reserved By Dharitri.Com

ବିଦେଶ ଯାଉଥିବା ଏୟାର୍ ଇଣ୍ଡିଆ ଯାତ୍ରୀଙ୍କ ପାଇଁ ବଡ଼ ସୁବିଧା, ଏବେ ଫ୍ଲାଇଟ୍ ସହ ମିଳିବ Travel SIM

ନୂଆଦିଲ୍ଲୀ,୮ା୧୦: ବିଦେଶ ଭ୍ରମଣରେ ଯାଉଥିବା ଯାତ୍ରୀଙ୍କ ପାଇଁ ଏୟାର୍ ଇଣ୍ଡିଆ (Air India) ଏକ ନୂଆ ଏବଂ ସୁବିଧାଜନକ ସେବା ଆରମ୍ଭ କରିବାକୁ ଯାଉଛି। ଏବେ ଅନ୍ତର୍ଜାତୀୟ…

The Real Hero: ଯେତେବେଳେ ଦେଶ ପାଇଁ କାର୍ଗିଲ ଯୁଦ୍ଧ ମଇଦାନକୁ ଓହ୍ଲାଇଥିଲେ ନାନା ପାଟେକର, ଦେଖାଇଥିଲେ ଅସଲ ଦେଶପ୍ରେମ

ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କ ଅଭିନୟ ଓ ଦେଶପ୍ରେମ ବିଷୟରେ ସମସ୍ତେ ପରିଚିତ। ମାତ୍ର ବହୁତ କମ୍ ଲୋକ ଜାଣନ୍ତି ଯେ ୧୯୯୯ କାର୍ଗିଲ ଯୁଦ୍ଧ ସମୟରେ…

ପତ୍ନୀଙ୍କୁ କଡ଼ା ଜବାବ ଦେଲେ ମହମ୍ମଦ ଶାମି, ନିର୍ବାଚନ ଲଢ଼ିବାକୁ ନେଇ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କୁ ନେଇ ଉତ୍ତରପ୍ରଦେଶ ରାଜନୀତିରେ ଚର୍ଚ୍ଚା ଜୋର ଧରିଛି। କିଛି ମାସ ପୂର୍ବରୁ ଶାମି ରାଷ୍ଟ୍ରୀୟ…

‘କଣ୍ଟ୍ରୋଲ୍ ଉଦୟ’ରୁ ‘ଲେ ମୈ ଭୀ ନାଚା’: ନାନା ପାଟେକରଙ୍କ ବିୟୋଗରେ ଝୁରୁଛି ଇଣ୍ଟରନେଟ୍, ଭାଇରାଲ୍ ହେଉଛି ଆଇକନିକ୍ ମିମ୍‌ସ

ପାଣାଜୀ:ଭାରତୀୟ ସିନେମା ଜଗତର ଜଣେ ବରିଷ୍ଠ ତଥା ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କର ୭୫ ବର୍ଷ ବୟସରେ ପରଲୋକ ହୋଇଯାଇଛି। ଗୁରୁବାର ସକାଳେ ଗୋଆସ୍ଥିତ ତାଙ୍କ ବାସଭବନରେ…

ମେମୁ ଟ୍ରେନରୁ ପ୍ରିନ୍ସପାଲଙ୍କ ମୃତଦେହ ଉଦ୍ଧାର

ନୟାଗଡ଼,୮।୧୦(ଲୋକନାଥ ମିଶ୍ର): ଭୁବନେଶ୍ୱର-ଦଶପଲ୍ଲା ମେମୁ ଟ୍ରେନରୁ ଶରଣକୁଳ କଲେଜ ପ୍ରିନ୍ସପାଲ ମହେଶ୍ୱର ମହାପାତ୍ର(୫୬)ଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି। ଦଶପଲ୍ଲା ଷ୍ଟେଶନରେ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଠାବ…

Nana Lover Story: ଏହି ଅଭିନେତ୍ରୀଙ୍କ ପ୍ରେମରେ ଦିୱାନା ଥିଲେ ନାନା!, ରାଇଟର କଲେ ଖୁଲାସା…

ମୁମ୍ୱାଇ: ବଲିଉଡର ଦିଗ୍‌ଜ ଅଭିନେତା ନାନା ପାଟେକରଙ୍କ ୭୫ ବର୍ଷ ବୟସରେ ହୃଦଘାତରେ ଦେହାନ୍ତ ହୋଇଛି। ନିଜ ଦୀର୍ଘ ଅଭିନୟ କ୍ୟାରିୟରରେ ନାନା ପାଟେକରଙ୍କ ନାଁ କିଛି…

୧୩ ବର୍ଷ ବୟସରେ କମାଉଥିଲେ ୩୫ ଟଙ୍କା! ପ୍ରତିଦିନ ୮ କିମି ପାଦରେ ଚାଲି କେଉଁଠିକୁ ଯାଉଥିଲେ ନାନା ପାଟେକର?

ମୁମ୍ୱାଇ: ଦିଗ୍‌ଜ ଅଭିନେତା ବିଶ୍ୱନାଥ ପାଟେକର (ନାନା ପାଟେକର) ଆଜି ୮ ଅକ୍ଟୋବର ୨୦୨୬ରେ ୭୫ ବର୍ଷ ବୟସରେ ଦୁନିଆକୁ ଅଲବିଦା କହିଛନ୍ତି। ହୃଦଘାତ (କାର୍ଡିଆକ ଆରେଷ୍ଟ)…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ୭୦% ଶସ୍ତା ହେବ ଏହି ଔଷଧ

ନୂଆଦିଲ୍ଲୀ,୮।୧୦: କ୍ୟାନ୍ସର ଚିକିତ୍ସାରେ ଭାରି ଖର୍ଚ୍ଚକୁ ନେଇ ଚିନ୍ତିତ ରୋଗୀ ଓ ସେମାନଙ୍କ ପରିବାର ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି । ସମସ୍ତ ନନ୍-ସେଡ୍ୟୁଲ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?