ବିଲ୍ଡିଂ ରଙ୍ଗ କରିବା ପରେ ପାରିଶ୍ରମିକ ନପାଇ ଶ୍ରମିକ ନେଲେ ପ୍ରତିଶୋଧ

ଲଣ୍ଡନ,୧୦।୨: ବ୍ରିଟିଶ୍‌ କାଉଣ୍ଟି ଡର୍ବିଶେୟାରର ବୋଲସୋଓ୍ବରରେ ଜଣେ ଶ୍ରମିକ ବିଲ୍ଡିଂ ରଙ୍ଗ ଦେବା ପରେ ପାରିଶ୍ରମିକ ନପାଇ ଏକ ଅଜବ ଉପାୟରେ ମାଲିକ ଉପରେ ପ୍ରତିଶୋଧ ନେଇଛନ୍ତି। ଶ୍ରମିକ ଡିନ୍‌ ରିବ୍ସ୍‌ଙ୍କୁ ରଙ୍ଗ ଦେବାକାମରେ ବିଲ୍ଡିଂ ମାଲିକ ଟେରିି ନିୟୋଜିତ କରିଥିଲେ। ତେବେ କାମ ସରିବା ପରେ ବାରମ୍ବାର ଅନୁରୋଧ ପରେ ମଧ୍ୟ ଟେନି ରିବ୍ସ୍‌ଙ୍କୁ ପରିଶ୍ରମିକ ଦେଇ ନ ଥିଲେ। ତେଣୁ ରିବ୍ସ୍‌ ବିଲ୍ଡିଂ କାନ୍ଥରେ ଲେଖିଛନ୍ତି ଯେ, ଯଦି ଆପଣମାନେ ନିଜର ବିଲ୍ଡିଂ ରଙ୍ଗ କରିବାକୁ ଚାହୁଁଛନ୍ତି ତେବେ ଟେରିିଙ୍କ ପରି ପାରିଶ୍ରମିକ ଦେବାକୁ ନ ଭୁଲନ୍ତୁ। ରଙ୍ଗ ଦେବା କାମ କରି ଡେନିଙ୍କ ପାରିଶ୍ରମିକ ୪୬ ହଜାର ୨୩ ଟଙ୍କା ହୋଇଥିଲା। ତେବେ ବିଲ୍ଡିଂ ମାଲିକ ଟେରି ଏହାକୁ ନଦେଇ ଟାଳିବା ଆରମ୍ଭ କରିଥିଲେ। ତେଣୁ ବାଧ୍ୟ ହୋଇ ଡେନି ଏଭଳି କରିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମାନ୍ତରୀକରଣ ଓ ଲଭ୍ ଜିହାଦ

ଆକାର ପଟେଲ ଆମ ଗଣମାଧ୍ଯମ ଏବଂ ହ୍ଵାଟ୍ସଆପ୍ ଗ୍ରୁପଗୁଡ଼ିକରେ ଆମେ ଯେଉଁ ସବୁ ବିଷୟରେ ଆଲୋଚନା ବା ପ୍ରଚାର କରୁଛୁ, ତାହା ମଧ୍ୟରୁ ଗୋଟିଏ। ହେଉ ହେଉଛି…

ମାର୍ଚ୍ଚରୁ ମେ’ ପ୍ରବଳ ଗରମ

ଭୁବନେଶ୍ୱର,୧।୩(ବନ୍ଦନା ସେଠୀ): ମାର୍ଚ୍ଚ ଆରମ୍ଭ ନ ହେଉଣୁ ରାଜ୍ୟରେ ତାପମାତ୍ରା ୩୬ ଡିଗ୍ରୀ ଟପିଛି। ଆଗକୁ ପ୍ରବଳ ଖରାତାତି ଓ ଗରମରେ ଶିଝିବ ସାରା ଓଡ଼ିଶା। ବିଶେଷକରି…

LPG Price Hike: ହୋଲି ପୂର୍ବରୁ ବଡ଼ ଝଟକା! ଆଜିଠୁ ମହଙ୍ଗା ହେଲା ଗ୍ୟାସ୍ ସିଲିଣ୍ଡର, ନୂଆ ମୂଲ୍ୟ…

ନୂଆଦିଲ୍ଲୀ, ୧।୩: ସାଧାରଣ ଲୋକଙ୍କ ପାଇଁ ବଡ଼ ଝଟକା। ହୋଲି ପୂର୍ବରୁ ୧ ମାର୍ଚ୍ଚରେ ୨୦୨୬ରେ ଏଲପିଜି ଦର ଅପଡେଟ୍ କରାଯାଇଛି। ହୋଲି ପୂର୍ବରୁ ମଧ୍ୟ ଗ୍ରାହକମାନେ…

ଖାମନେଇଙ୍କ ହତ୍ୟାକୁ ନେଇ ଟ୍ରମ୍ପ କଲେ ବଡ଼ ଘୋଷଣା, ବିଶ୍ୱରେ ଚହଳ

ତେହରାନ,୧।୩: ଇସ୍ରାଏଲ ଇରାନର ସର୍ୱୋଚ୍ଚ ନେତା ଅଲି ଖାମନେଇଙ୍କ ମୃତ୍ୟୁ ଦାବି କରିଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ନିଜେ ଖାମନେଇଙ୍କ ମୃତ୍ୟୁ ଦାବି କରିଛନ୍ତି। ଆମେରିକାର…

ଆମେରିକା-ଇସ୍ରାଏଲୀ ଆକ୍ରମଣରେ ଇରାନର ସର୍ବୋଚ୍ଚ ନେତା ଖାମେନେଇଙ୍କ ପରଲୋକ

ତେହେରାନ,୧।୩: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ମୃତ୍ୟୁ ହୋଇଛି। ଖାମେନେଇ ଆମେରିକା ଏବଂ ଇସ୍ରାଏଲୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି। ଆମେରିକୀୟ ସୂତ୍ର ଅନୁଯାୟୀ, ଖାମେନେଇ…

ହତ୍ୟା ଦାବି ମଧ୍ୟରେ ଖାମନେଇଙ୍କ ପୋଷ୍ଟ, ଖଣ୍ଡା ନେଇ…

ତେହରାନ,୧।୩: ଆୟାତୋଲ୍ଲା ଅଲି ଖାମନେଇଙ୍କ ହତ୍ୟା ଦାବି ମଧ୍ୟରେ, ଇରାନର ସର୍ୱୋଚ୍ଚ ନେତାଙ୍କ ସୋସିଆଲ ମିଡିଆ ହ୍ୟାଣ୍ଡେଲରୁ ଏକ ପୋଷ୍ଟ କରାଯାଇଛି। ପୋଷ୍ଟରେ ପୟଗମ୍ୱର ଅଲିଙ୍କୁ ଉଦ୍ଧୃତ…

ମଧ୍ୟପ୍ରାଚ୍ୟକୁ ଫେରିଲା ଯୁଦ୍ଧ

ଦୁବାଇ/ଜେରୁଜେଲମ୍‌/ ଓ୍ବାଶିଂଟନ୍‌/ ନୂଆଦିଲ୍ଲୀ, ୧।୩ (ପି.ଟି./ ଏ.ପି./ ଅଲ୍‌-ଜଜିରା): ଇସ୍‌ଲାମିକ୍‌ ସାଧାରଣତନ୍ତ୍ର ଇରାନ୍‌ର ଆଣବିକ ସମ୍ବର୍ଦ୍ଧନ କାର୍ଯ୍ୟକ୍ରମକୁ ନେଇ ମୂଳରୁ କ୍ଷୁବ୍ଧ ଥିବା ଆମେରିକା ଏହାକୁ ନିଜ…

ବିଶ୍ୱକପ୍‌ରେ ଇତିହାସ ରଚିଲେ ଫଖର-ସାହିବଜାଦା

ପାଲିକେଲ,୨୮।୨: ଚଳିତ ଟି୨୦ ବିଶ୍ୱକପ୍‌ ସୁପର-୮ର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ ବିଜୟୀ ହୋଇଥିଲେ ମଧ୍ୟ ପାକିସ୍ତାନ ସେମିଫାଇନା ପାଇଁ ଯୋଗ୍ୟତା ଅର୍ଜନ କରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri