ବିଲ୍‌ ନ ମିଳିବାରୁ ଠିକାଦାରଙ୍କ ଶାନ୍ତିପୂର୍ଣ୍ଣ ଧାରଣା

ଗଞ୍ଜାମ,୧୨ା୩(ଡି.ଏନ୍‌.ଏ.): ଗଞ୍ଜାମ ସହରର ବିଭିନ୍ନ ୱାର୍ଡରେ ଏନ୍‌ଏସି ପକ୍ଷରୁ ୧୦ ପ୍ରକଳ୍ପ ମଧ୍ୟରୁ ୬ଟି ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଛି। ମାତ୍ର ଠିକାଦାରଙ୍କୁ ଏହାର ବିଲ୍‌ ପ୍ରଦାନ କରାଯାଉ ନାହିଁ। ଏହାକୁ ନେଇ ଠିକାଦାର ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି l ଏ ନେଇ ଗୁରୁବାର ଠିକାଦାର ସଙ୍ଘ ପକ୍ଷରୁ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ପ୍ରକୋଷ୍ଠ ଆଗରେ ଶାନ୍ତିପୂର୍ଣ୍ଣ ଧାରଣା ଦିଆଯାଇଛି l ବିଲ୍‌ ନ ମିଳିବାଯାଏ ଧାରଣା ଚାଲୁ ରହିବ ବୋଲି ସଂଘ ପକ୍ଷରୁ କୁହାଯାଇଛି l ଏ ସମ୍ପର୍କରେ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଭୁ କଲ୍ୟାଣ ଦାସଙ୍କୁ ପଚାରିବାରୁ ସେ କୁହନ୍ତି, ୬ଟି ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ସରିଛି, ବିଲ୍‌ ସମ୍ପର୍କରେ ଉପଜିଲାପାଳଙ୍କୁ ଅବଗତ କରାଯାଇଛି l ଖୁବ୍‌ଶୀଘ୍ର ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୁମା ସାପ୍ତାହିକ ଶୁଖୁଆ ହାଟକୁ କରୋନା ଛାଟ: କେବେ ଖୋଲିବ ଚାହିଁ ରହିଛନ୍ତି ଗ୍ରାହକ

ଗଞ୍ଜାମ,୧୭।୧୦(ଡିଏନଏ ): ଗଞ୍ଜାମ ଜିଲା ହୁମା ଏବଂ ପାଳୁରୁ ଜଙ୍କସନ ମଧ୍ୟଭାଗରେ ଜିଲାର ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ ଅବସ୍ଥିତ l ଏହି ହାଟରେ...

ପ୍ରତିଶ୍ରୁତିରେ ସ୍ମାର୍ଟ ସିଟି ରାଉରକେଲାର ବିକାଶ

ଦିନେ ମ୍ୟୁନିସିପାଲିଟି ଓ ଷ୍ଟିଲ ଟାଉନଶିପ୍‌ ଅନ୍ତର୍ଗତ ବିଜ୍ଞାପିତ ଅଞ୍ଚଳ ପରିଷଦକୁ ନେଇ ରାଉରକେଲା ସହର ଗଢି ଉଠିଥିଲା । ପର୍ଯ୍ୟାୟ କ୍ରମେ ସେହି ସହର...

ଅପହୃତା ଛାତ୍ରୀ ଭୁବନେଶ୍ୱରରୁ ଉଦ୍ଧାର, ଅଭିଯୁକ୍ତ ଗିରଫ

ବ୍ରହ୍ମପୁର ଅଫିସ,୨୨ା୧୧- ବ୍ରହ୍ମପୁର ଟାଉନ ଥାନା ପୋଲିସ ଗୁରୁବାର ସକାଳେ ଜଣେ ଅପହୃତା ଛାତ୍ରୀଙ୍କୁ ଭୁବନେଶ୍ୱରରୁ ଉଦ୍ଧାର କରିଛି। ସେହିପରି ଅଭିଯୁକ୍ତ ପି.ଅନିଲ ଓରଫ ଆଳୁ...

ହାଇଦ୍ରାବାଦରୁ ଚାଲି ଚାଲି ଫେରିଲେ ୨ ଶ୍ରମିକ

ଦିଗପହଣ୍ଡି/ପାଟପୁର,୪ା୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ଦୁଇ ଜଣ ଶ୍ରମିକ ଚାଲିଚାଲି ହାଇଦ୍ରାବାଦରୁ ଆସି ସୋମବାର ଗଞ୍ଜାମରେ ପହଞ୍ଚତ୍ଛନ୍ତି। ଏମାନେ ହେଲେ ଏସ୍‌.ଗୋପାଳପୁର ଗଁାର। ହାଇଦ୍ରାବାଦରେ...

ସ୍ତ୍ରୀଙ୍କ ପରାଜୟ ପରେ ଥଟ୍ଟା ସହିପାରିଲେନି ସ୍ବାମୀ, ନେଲେ ଏଭଳି ନିଷ୍ପତ୍ତି…

ପଦ୍ମପୁର,୧୪।୩(ଡି.ଏନ୍‌.ଏ.): ପଞ୍ଚାୟତ ନିର୍ବାଚନରେ ହାରିଯିବା ପରେ ମାନସିକ ଭାରସାମ୍ୟ ହରାଇ ଆତ୍ମହତ୍ୟା ଭଳି ଚରମ ନିଷ୍ପତି ନେଇଛନ୍ତି ଦମ୍ପତି। ସ୍ବାମୀଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ତ୍ରୀ...

ଅଖାବସ୍ତାରୁ ମା’ ଝିଅଙ୍କ ମୃତଦେହ ଜବତ

ନିରାକାରପୁର,୬ା୧୨(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଭୁଷଣ୍ଡପୁର ଫାଣ୍ଡି ଅଧୀନ ଅଭିମାନପୁର ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗୋଟିଏ ଘରର ବାରିପଟରେ...

ବନ୍ଦ କୋଠରିରୁ ନବବଧୂଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଜବତ

ପାରଳାଖେମୁଣ୍ଡି,୩୧ା୭(ଡି.): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ନିକଟସ୍ଥ ଯାଜପୁରଠାରେ ଏକ ବନ୍ଦ କୋଠରିରୁ ଜଣେ ନବବଧୂଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ମିଳିଛି। ତେବେ ଘରେ କେହି...

୧୯୨ ପ୍ରକଳ୍ପ ଲାଗି ୨୨କୋଟି ୨୦ଲକ୍ଷ ବ୍ୟୟବରାଦ

ଜଳେଶ୍ୱର, ୪।୧୧(ଡି.ଏନ.ଏ.) ବାଲେଶ୍ୱର ଜିଲାର ଉପାନ୍ତ ଜଳେଶ୍ୱରର ବିକାଶ ଲାଗି ୧୯୨ଟି ପ୍ରକଳ୍ପ କାର୍ଯ୍ୟକାରୀ ହେବାକୁ ଯାଉଛି। ଏଥିଲାଗି ମୋଟ ୨୨କୋଟି ୧୯ଲକ୍ଷ ୭୭ହଜାର ୯ଶହ ଟଙ୍କା...

Advertisement
Archives

Model This Week