ବିଲ ଭିତରକୁ ପଶିଗଲା ଟ୍ରକ : ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର

କୋଳିମାଟି,୬ା୬(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଘଷିପୁରା ଥାନା ଅଧୀନରେ ଥିବା ୨୦ନଂ ଜାତୀୟ ରାଜ କୋଳିମାଟି ଛକ ନିକଟରେ ବୁଧବାର ରାତିରେ ଘଟଗାଁ ପଟରୁ ଆସୁଥିବା ଲୁହା ବୋଝେଇ ଟ୍ରକଟି ଭାରସାମ୍ୟ ହରାଇ ବିଲ ଭିତରକୁ ପଶିଯାଇଛି ା ସୌଭାଗ୍ୟ ବଶତଃ ଡ୍ରାଇଭର ଏବଂ ହେଲପର ଅଳ୍ପକେ ରକ୍ଷା ପାଇଯାଇଛନ୍ତି। ଛକର ଦୋକାନୀମାନେ ଡ୍ରାଇଭର ଓ ହେଲପରଙ୍କୁ ଗାଡ଼ି ଭିତରୁ ଉଦ୍ଧାର କରି ଘଷିପୁରା ଥାନାକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ପୋଲିସ ପହଞ୍ଚିି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ଥାୟୀ ପଟ୍ଟା ଦାବିରେ ବସ୍ତିବାସିନ୍ଦାଙ୍କ ବିକ୍ଷୋଭ

ବାଲେଶ୍ୱର ଅଫିସ, ୩୧।୧୨-ସ୍ଥାୟୀ ପଟ୍ଟା ଦାବିରେ ବାଲେଶ୍ୱର ଜିଲା ବସ୍ତିବାସିନ୍ଦା ସଂଘ ପକ୍ଷରୁ ପୌରାଞ୍ଚଳ ଓ ସହର ସଂଲଗ୍ନ ପଞ୍ଚାୟତର ଶତାଧିକ ବସ୍ତିବାସିନ୍ଦା ସୋମବାର ଏକ...

ଓଡ଼ିଶା-ପଶ୍ଚିମବଙ୍ଗ ସୀମା ବିବାଦ: ଆରମ୍ଭ ହେଲା ସାଟେଲାଇଟ୍‌ ସର୍ଭେ

ଜଳେଶ୍ୱର, ୩୦।୧(ଡି.ଏନ.ଏ.)-ଦୀର୍ଘବର୍ଷ ହେଲା ଓଡ଼ିଶା-ପଶ୍ଚିମବଙ୍ଗ ସୀମା ବିବାଦ ଲାଗି ରହିଛି। ପଶ୍ଚିମବଙ୍ଗ ବାଲିମାଫିଆମାନେ ଓଡ଼ିଶା ସୀମାରୁ କୋଟି କୋଟି ଟଙ୍କାର ବାଲି ଚୋରାଚାଲାଣ କରି ମାଲେମାଲ...

କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ ଘଟଣା: ଆଖିଦୃଶିଆ କାର୍ଯ୍ୟାନୁଷ୍ଠାନ ନେଇନି ପୋଲିସ

ସଜନାଗଡ଼, ୩୦।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମ୍‌ପୁର ଥାନା ଅଧୀନ ତେଲିପାଳ ଆଶ୍ରମ କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ ଥିବା ଜଣେ ପ୍ରବାସୀ ଓଡ଼ିଆ ଯୁବତୀଙ୍କୁ ଗାଧୁଆଘରେ ଗତ...

ଆମ୍ବ ତୋଳିବା କାଳ ହେଲା: ପାଣିରେ ବୁଡି ଦୁଇ ଭଉଣୀଙ୍କ ମୃତ୍ୟୁ

ବାହାନଗା, ୫ା୬(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ସାହାସପୁରା ଗ୍ରାମରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଆମ୍ବ ତୋଳିବାକୁ ଯାଇ ଦୁଇ ଭଉଣୀ...

ସଂଗ୍ରାମୀଙ୍କ ପରିବାର ଲୋକଙ୍କୁ ସ୍ବତନ୍ତ୍ର ପରିଚୟପତ୍ର

ବାସୁଦେବପୁର, ୩।୭ (ଡି.ଏନ.ଏ.): ବାସୁଦେବପୁର ବ୍ଲକ ଇରମ ପଞ୍ଚାୟତ ରଥପଦାଠାରେ ଶହୀଦ ମେମୋରିଆଲ ସଂଗ୍ରାମୀ ମହାସଂଘ ପକ୍ଷରୁ ବୁଧବାର ସ୍ବାଧୀନତା ଓ ଅଣବନ୍ଦୀ ସ୍ବାଧୀନତା ସଂଗ୍ରାମୀଙ୍କ...

ଟଙ୍କା ଅଛି,କାମ ହେଉନି

ବାଲେଶ୍ୱର ଅଫିସ,୯।୧: ବାଲେଶ୍ୱର ପୌରାଞ୍ଚଳରେ ଗତ ୯ମାସ ପୂର୍ବେ କାଉନସିଲର ଏବଂ ଅଧ୍ୟକ୍ଷ ପଦ ଲାଗି ନିର୍ବାଚନ ହୋଇଥିଲା। ୩୧ଟି ୱାଡର୍ର୍ ବିଶିଷ୍ଟ ଏହି ପୌରାଞ୍ଚଳରେ...

ଗୁଳି ଫୁଟାଇ ଫାଇନାନ୍ସ କର୍ମଚାରୀଙ୍କଠାରୁ ଟଙ୍କା ଲୁଟ୍‌ ଉଦ୍ୟମ

ବାହାନଗା/ସୋର, ୨୮।୧୧(ଡି.ଏନ୍‌.ଏ.)- ବାଲେଶ୍ୱର ଜିଲା ସୋର ଥାନା ଅନ୍ତର୍ଗତ ଜାତୀୟ ରାଜପଥ ନାୟକ ବନ୍ଧ ଛକରେ ବୁଧବାର ମଧ୍ୟାହ୍ନରେ ୩ ଜଣ ଡକାୟତ ବାଇକ୍‌ରେ ଆସି...

ନକଲି ମୋବିଲ କାରଖାନା ଠାବ: ୨ ଗିରଫ

ବାଲେଶ୍ୱର ଅଫିସ,୧୯।୭: ବାଲେଶ୍ୱର ଜିଲା ସହଦେବଖୁଣ୍ଟା ଥାନା ଅଧୀନ ଆରଡ଼ି ବଜାର ମଜିତ୍‌ ଗଳି ନିକଟରେ ଶୁକ୍ରବାର ମଧ୍ୟାହ୍ନରେ ପୋଲିସ ଚଢ଼ାଉ କରି ନକଲି ମୋବିଲ...

Advertisement
Archives

Model This Week