Posted inଜାତୀୟ

ବିଳମ୍ବରେ ଚାଲୁଛି ୨୬ ଟ୍ରେନ୍‌

ନୂଆଦିଲ୍ଲୀ,୫।୧: ଦେଶର ଅଧିକାଂଶ ସ୍ଥାନରେ ଶୀତ ଲହରୀ ଜାରି ରହିଥିବା ବେଳେ ଉତ୍ତର ଭାରତରେ ପାରଦ ମାଇନସ୍‌ ଡିଗ୍ରୀରେ ପହଞ୍ଚିଛି। ପ୍ରବଳ ଥଣ୍ଡା ସାଙ୍ଗକୁ ଘନ କୁହୁଡ଼ି ସାଧାରଣ ଜୀବନ ଯାତ୍ରାକୁ ପ୍ରଭାବିତ କରୁଛି। ରବିବାର ନର୍ଥ ରେଲଓ୍ବେର ପ୍ରାୟ ୨୬ ଟ୍ରେନ୍‌ କୁହୁଡି ଯୋଗୁ ବିଳମ୍ବରେ ଚାଲୁଥିବା ଖବର ଆସିଛି। ଉତ୍ତର ପ୍ରଦେଶ ଓ ନର୍ଥ ମଧ୍ୟ ପ୍ରଦେଶର ଅଧିକାଂଶ ସ୍ଥାନରେ ଘନ କୁହୁଡ଼ିର ସମ୍ଭାବନା ଥିବା ପ୍ରକାଶ କରିଛି ପାଣିପାଗ ବିଭାଗ। ଆସନ୍ତା ୨ ଦିନ ମଧ୍ୟରେ ଆସାମ, ମେଘାଳୟ, ନାଗାଲାଣ୍ଡ, ମଣିପୁର, ବିହାର, ରାଜସ୍ଥାନ, ପଶ୍ଚିମବଙ୍ଗ ଆଦି ସ୍ଥାନରେ ଘନ କୁହୁଡି ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସିବିଆଇ ସମ୍ମୁଖରେ ୧୪ ବଡ଼ ପ୍ରଶ୍ନ

ନୂଆଦିଲ୍ଲୀ, ୨୦ା୮: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାର ତଦନ୍ତ ସିବିଆଇ କରିବ ବୋଲି ସୁପ୍ରିମକୋର୍ଟ ବୁଧବାର ସ୍ପଷ୍ଟ କରିଛନ୍ତି। ଅଗଷ୍ଟ ୨୦ରୁ...

ତାମିଲନାଡୁରେ ପ୍ରବଳ ବର୍ଷା: ୫ ମୃତ

ଚେନ୍ନାଇ,୨ା୧୨: ତାମିଲନାଡୁରେ ଦୁଇଦିନ ହେଲା ପ୍ରବଳ ବର୍ଷା ଲାଗିରହିଥିବାବେଳେ ୫ ଜଣଙ୍କ ମୃତ୍ୟୁ ଘଟିଛି। ଆଉ ଦୁଇଦିନ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ...

ୟୁପିଏସ୍‌ସି ମୁଖ୍ୟ ସାକ୍ଷାତକାର ପରୀକ୍ଷା ବାତିଲ

ନୂଆଦିଲ୍ଲୀ, ୨୧ା୩: କରୋନା ଭାଇରସ୍‌ ଯୋଗୁ ୟୁପିଏସ୍‌ସି ପକ୍ଷରୁ ମୁଖ୍ୟ ସାକ୍ଷାତକାର ପରୀକ୍ଷା(ଇଣ୍ଟରଭ୍ୟୁ)କୁ ବାତିଲ କରାଯାଇଛି। ଏହି ପରୀକ୍ଷା ଫେବୃୟାରୀରୁ ଆରମ୍ଭ ହୋଇ ଏପ୍ରିଲ ପର୍ଯ୍ୟନ୍ତ...

ସୋନିଆ ରାଜନୀତିଠାରୁ ଦୂରେଇ ରହିବାକୁ ଚାହୁଁଥିଲେ !

ନୂଆଦିଲ୍ଲୀ,୯।୧୨: କଂଗ୍ରେସର ବରିଷ୍ଠ ନେତ୍ରୀ ତଥା ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ରବିବାର ୭୩ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୪୬ ଡିସେମ୍ବର ୯ରେ ସେ ଇଟାଲୀର...

ଭାରତରେ ଚାଇନା ବାଣ: ସତର୍କ ସୂଚନା ଜାରି

ନୂଆଦିଲ୍ଲୀ,୩୦।୯: ଆଗକୁ ଆଲୋକର ପର୍ବ ଦୀପାବଳି ଆସୁଥିବାରୁ ଘାତକ ଚାଇନା ବାଣ ଭାରତ ପ୍ରବେଶ କରିଛି। ଏନେଇ ଡିଆରଆଇ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।...

ପଶ୍ଚିମବଙ୍ଗରେ ଦିଦିଙ୍କୁ ଝଟକା

କୋଲକାତା,୨୩।୫: ପଶ୍ଚିମ ବଙ୍ଗରେ ଭାଜପା ପାଖାପାଖି ୧୭ ଆସନରେ ଆଗୁଆ ଥିବା ବେଳେ ତ୍ରୁଣମୂଳ କଂଗ୍ରେସକୁ ଲାଗିଛି ଝଟ୍‌କା। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଦଳ ସେଠାରେ...

୮ ବର୍ଷରେ ୭୫୦ ବାଘ ମୃତ

ନୂଆଦିଲ୍ଲୀ,୫ା୬(ପି.ଟି.):ଶିକାର ଓ ଅନ୍ୟାନ୍ୟ କାରଣରୁ ଗତ ୮ ବର୍ଷ ମଧ୍ୟରେ ଭାରତରେ ୭୫୦ ବାଘ ମୃତ୍ୟୁମୁଖରେ ପଡ଼ିଥିବା ସରକାରୀ ତଥ୍ୟରୁ ଜଣାପଡିଛି। କେବଳ ମଧ୍ୟପ୍ରଦେଶରେ ସର୍ବାଧିକ...

୧୮ ହଜାର ଦିଆସିଲି ଖୋଳରେ ତିଆରି ହେଲା ଗାନ୍ଧୀଜିଙ୍କ ପ୍ରତିମୂର୍ତ୍ତି

ଗାନ୍ଧିନଗର,୧୫।୭: ଗୁଜରାଟ ବଦୋଦରାରେ ଜଣେ ବ୍ୟକ୍ତି ପାଖାପାଖି ୧୮ ହଜାର ଅଦରକାରୀ ଦିଆସିଲି ଖୋଳରେ ମାହାତ୍ମା ଗାନ୍ଧୀଙ୍କ ଏକ ମୂର୍ତ୍ତି ତିଆରି କରିଥିବା କହିଛନ୍ତି। ଗାନ୍ଧୀଜିଙ୍କ...

Coronavirus Update

Archives

Model This Week

Why Dharitri