ବିଳମ୍ବ ହେଉଛି ଓସା ନିର୍ବାଚନ

ଭୁବନେଶ୍ୱର,୨୬ା୮(ବ୍ୟୁରୋ) : ସଚିବାଳୟ ସେବା ସଂଘ(ଓସା) ପକ୍ଷରୁ ପ୍ରତି ଦୁଇବର୍ଷରେ ଥରେ ନିର୍ବାଚନ ହୋଇଥାଏ। ୨୦୧୭ରେ ନିର୍ବାଚିତ ହୋଇଥିବା ପ୍ରତିନିଧିଙ୍କ କାର୍ଯ୍ୟକାଳ ଗତ ଜୁନ୍‌ରୁ ସମାପ୍ତ ହୋଇଛି। ଇତିମଧ୍ୟରେ ଦୁଇ ମାସ ବିତିଗଲାଣି, ହେଲେ ପରବର୍ତ୍ତୀ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇନାହିଁ। ଦରମା ବୃଦ୍ଧି, ଘରଭଡ଼ା ଭତ୍ତା, ମେଡିକାଲ ଭତ୍ତା, ସଚିବାଳୟ ପାଇଁ ସ୍ବତନ୍ତ୍ର କଲୋନୀ ବ୍ୟବସ୍ଥା, ଅଧିକାରୀଭିତ୍ତିକ ପ୍ରଶାସନ ପ୍ରଚଳନ ଏବଂ ବିଭାଗ-ନିର୍ଦ୍ଦେଶାଳୟ ସମ୍ମିଶ୍ରଣ ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ରହିଛି। ଓସା ହିଁ କର୍ମଚାରୀମାନଙ୍କ ଦାବିକୁ ଶୀର୍ଷ ପ୍ରଶାସନରେ ପହଞ୍ଚାଇବାର ମାଧ୍ୟମ। ତେଣୁ ପରବର୍ତ୍ତୀ ନିର୍ବାଚନ କେବେ, ତାହାକୁ ନେଇ ପ୍ରତିକ୍ରିୟା ପ୍ରକାଶ ପାଇଛି। କେତେକ କର୍ମଚାରୀଙ୍କ ଅଭିଯୋଗ ଅନୁଯାୟୀ, ନିର୍ବାଚିତ ପ୍ରତିନିଧିମାନଙ୍କ ମଧ୍ୟରେ ତାଳମେଳ ରହୁନାହିଁ। ଏପରି କି ଉଚ୍ଚ ପଦବୀରେ ଥିବା ବ୍ୟକ୍ତିମାନଙ୍କ ମଧ୍ୟରେ ସମନ୍ବୟ ରହୁନାହିଁ। ଓସାର ବିଭିନ୍ନ କମିଟି କ୍ରିୟାଶୀଳ ହେବା ଦୂରର କଥା, ଗଠନ ମଧ୍ୟ ହୋଇନାହିଁ। ୨୦୧୫-୧୭ ମଧ୍ୟରେ ସଂଘର ପ୍ରାୟ ୩୨ ଲକ୍ଷ ଟଙ୍କାର ହିସାବ ଏବଂ ଭାଉଚର ନାହିଁ। ତେଣୁ ଓସାର ପୁରାତନ ଗଣତାନ୍ତ୍ରିକ ମୂଲ୍ୟବୋଧକୁ ଫେରାଇ ଆଣିବା ପାଇଁ ନିର୍ବାଚନର ଆବଶ୍ୟକତା ଥିବା ଅନେକେ ମତ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବାକୁ ଯାଇଥିଲେ, ଆଉ ଫେରିଲେନି: ପୋଖରୀରେ ବୁଡ଼ି ୨ ନାବାଳିକା…

କଲ୍ୟାଣସିଂହପୁର, ୭/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପୂଜାରୀଗୁଡ଼ା ପଞ୍ଚାୟତର ବଡ଼ନାୟକଗୁଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଶାନ୍ତିନଗର ପୋଖରୀରେ…

ଆନନ୍ଦପୁର କଲେଜ ନିର୍ବାଚନ ପାଇଁ ପୋଲିସ-ପ୍ରଶାସନର ସମନ୍ୱୟ ବୈଠକ: ପଡ଼ୁଛି ଉଠୁଛି କଲେଜ କ୍ୟାମ୍ପସ

ବଞ୍ଚୋ, ୭।୧୦ (ପ୍ରଦୋଷ ବିଶ୍ୱାଳ): ଓଡ଼ିଶା ସରକାରଙ୍କ ନିର୍ଦ୍ଧାରିତ କଲେଜ ନିର୍ବାଚନକୁ ଶାନ୍ତିଶୃଙ୍ଖଳା ଓ ସୁରକ୍ଷିତ ଭାବେ ସମ୍ପନ୍ନ କରିବା ଲକ୍ଷ୍ୟରେ ଆନନ୍ଦପୁର ପୁଲିସ ଓ ଜିଲା…

‘ମୋତେ ଏବେ ହିଁ ନିଦ ଲାଗୁଛି…’, ପ୍ରଥମ ମ୍ୟାଚ ଜିତିବା ପରେ କାହିଁକି ଏମିତି କହିଲେ ଶ୍ରେୟସ ଆୟର? ଜାଣନ୍ତୁ…

ନୂଆଦିଲ୍ଲୀ,୭।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ ପରେ ଶ୍ରେୟସ ଆୟର କହିଥିଲେ ଯେ ସେ ଏକ ଶତକ ହାସଲ କରିବାକୁ ସ୍ବପ୍ନ ଦେଖୁଥିଲେ ଏବଂ ସେହି…

ଟେଷ୍ଟ, ଦିନିକିଆ, ଟି-୨୦ ତିନୋଟିଯାକ ଫର୍ମାଟରେ ଶତକ ହାସଲ କରି ଏମିତି ଯୋଗ୍ୟତା ଅର୍ଜନ କଲେ ଏହି ଭାରତୀୟ ଖେଳାଳି, ଛୁଟୁଛି ପ୍ରଶଂସା

ନୂଆଦିଲ୍ଲୀ,୭।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଅଧିନାୟକ ଶ୍ରେୟସ ଆୟର ଇତିହାସ ସୃଷ୍ଟି କରିଛନ୍ତି। ଆନ୍ତର୍ଜାତୀୟ କ୍ରିକେଟର ତିନୋଟିଯାକ ଫର୍ମାଟରେ ଶତକ ହାସଲ କରିବାରେ…

ଶହୀଦ ଭି. ତେଜାଙ୍କୁ ଦିଆଗଲା ଗାର୍ଡ ଅଫ୍‌ ଅନର

ରାୟଗଡା, ୭।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଶହୀହ ହୋଇଥିବା ଭି.ତେଜାଙ୍କୁ ତାଙ୍କ ବାସଭବନରେ ଆଜି ଗାର୍ଡ ଅଫ ଅନର ପ୍ରଦାନ କରାଯାଇଛି I ଗାର୍ଡ ଅଫ ହନର…

ଛାତ୍ର ସଂସଦ ନିର୍ବାଚନ: ପୁଅଙ୍କୁ ପଛରେ ପକାଇ ମଇଦାନରେ ଝିଅ ଆଗୁଆ

ପୁରୁଷୋତ୍ତମପୁର,୭ା୧୦(ସବିତା ମିଶ୍ର): ଦୀର୍ଘ ୮ ବର୍ଷ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଏହାକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ…

‘ଇତିହାସ ସର୍ବଦା…’: ଅଜିତ ଅଗରକରଙ୍କୁ ବିଦାୟ ଜଣାଇ ଏମିତି କ’ଣ କହିଲେ ଗୌତମ ଗମ୍ଭୀର, ଓଦା ହୋଇଯାଉଛି ଆଖି!

ନୂଆଦୀଲ୍ଲୀ,୭।୧୦: ଗୌତମ ଗମ୍ଭୀର ଅଜିତ ଅଗରକରଙ୍କ ପାଇଁ ଏକ ଭାବପୂର୍ଣ୍ଣ ବିଦାୟକାଳୀନ ବାର୍ତ୍ତା ଲେଖିଛନ୍ତି, ଯିଏ ନିକଟରେ ମୁଖ୍ୟ ଚୟନକର୍ତ୍ତା (Chief Selector) ଭାବରେ ନିଜର କାର୍ଯ୍ୟକାଳ…

ପରସ୍ପର ସହ ଆଖି ମିଳାଇଲେ ନାହିଁ ସ୍ମୃତି ମନ୍ଧାନା-ହରମନପ୍ରୀତ କୌର ; ଡ୍ରେସିଂ ରୁମର ପରିବେଶକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୭।୧୦: ମଙ୍ଗଳବାର ଭାରତୀୟ ମହିଳା କ୍ରିକେଟ ଦଳରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଖିବାକୁ ମିଳିଥିଲା। ହରମନପ୍ରୀତ କୌର ସମସ୍ତ ଫର୍ମାଟରୁ ଅଧିନାୟକ ପଦରୁ ଓହରି ଯାଇଥିଲେ ଏବଂ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?