ବିଳମ୍ବ ହେବ ମାଲ୍ୟାଙ୍କ ପ୍ରତ୍ୟର୍ପଣ

ନୂଆଦିଲ୍ଲୀ,୫।୬: ବ୍ୟାଙ୍କଗୁଡ଼ିକରୁ ୯ ହଜାର କୋଟି ଟଙ୍କାର ଋଣ ଖିଲାପୀ ମାମଲାରେ ଜଡ଼ିତ ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କୁ ଦେଶକୁ ଫେରାଇ ଆଣିବା ବିଳମ୍ବ ହେବ। ଏସ୍‌ବିଆଇ ଏବଂ ସରକାରଙ୍କ ପକ୍ଷରୁ ତାଙ୍କୁ ଫେରାଇ ଆଣିବାକୁ ପ୍ରୟାସ ହେଉଥିବା ବେଳେ ଏହି ପ୍ରକ୍ରିୟା ଶୀଘ୍ର ଶେଷ ହେବ ନାହିଁ ବୋଲି ଜଣାପଡ଼ିଛି। ଲଣ୍ଡନରେ ବିଭିନ୍ନ ଆଇନଗତ ମାମଲା ସମାଧାନ ହୋଇନାହିଁ। ଏହାର ସମାଧାନ ନ ହେଲା ଯାଏ ମାଲ୍ୟାଙ୍କୁ ସେଠାରୁ ଆଣିବା କଷ୍ଟକର ହେବ। ଏହି ମାମଲା ସହ ଜଡ଼ିତ ଜଣେ ବରିଷ୍ଠ ଅଧିକାରୀ ବିସ୍ତୃତ ଭାବେ କିଛି କହିନାହାନ୍ତି। ମାତ୍ର ମାମଲା କେବେ ଯାଏ ଚାଲିବ ସେ ନେଇ ମଧ୍ୟ କିଛି ସ୍ପଷ୍ଟ କରି ନାହାନ୍ତି। ମାମଲାଟି ଶୀଘ୍ର ଫଇସଲା ହୋଇଯାଉ ବୋଲି ସରକାର ଆଶାବାଦୀ ରହିଥିବା ଏହି ଅଧିକାରୀ ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାଇଭେଟ୍‌ ଚାକିରିଆଙ୍କ ପାଇଁ ଦୁଃଖ ଖବର! ନୂଆ ଲେବର କୋଡ୍‌ ଯୋଗୁ ଦରମାରୁ କଟିଯିବ ଏତେ ଟଙ୍କା…

ନୂଆଦିଲ୍ଲୀ,୧୮।୪: କେନ୍ଦ୍ର ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା ନୂଆ ଲେବର କୋଡ୍ (New Labour Code) ଅଧୀନରେ ବେସରକାରୀ କ୍ଷେତ୍ରର କର୍ମଚାରୀଙ୍କ ପାଇଁ ଅନେକ ନୂତନ ନିୟମ…

ଅକ୍ଷୟ ତୃତୀୟାର ଦିନକ ପୂର୍ୱରୁ ଏତେ କମିଗଲା ସୁନାଦର! ଦେଖନ୍ତୁ ଆପଣଙ୍କ ସହରର ଲାଟେଷ୍ଟ ରେଟ୍‌…

ନୂଆଦିଲ୍ଲୀ,୧୮।୪: ଆଜି, ଶନିବାର, ୧୮ ଏପ୍ରିଲ, ୨୦୨୬ ଅକ୍ଷୟ ତୃତୀୟା (୧୯ ଏପ୍ରିଲ) ର ମାତ୍ର ଗୋଟିଏ ଦିନ ପୂର୍ୱରୁ; ସୁନା ବଜାରରେ କାର୍ଯ୍ୟକଳାପ ତୀବ୍ର ହେବାରେ…

ଏତେ ବଢିଗଲା ମୋବାଇଲ ରେଟ୍‌, କିଣିବା ପୂର୍ୱରୁ ଜାଣି ନିଅନ୍ତୁ ନୂଆ ରେଟ୍‌…

ନୂଆଦିଲ୍ଲୀ,୧୮।୪: ସମସ୍ତେ ଅନୁମାନ କରୁଥିଲେ ଯେ ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଯୋଗୁଁ ଭାରତରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇବ, ଏହି ସମୟ ମଧ୍ୟରେ ଆପଣଙ୍କର ନୂତନ…

ଅକ୍ଷୟ ତୃତୀୟାରେ ସୁନା କିଣିବାକୁ ଯାଉଛନ୍ତି କି? ପୂର୍ୱରୁ ଜାଣିନିଅନ୍ତୁ ସୁନା ଦୋକାନର ସ୍କିମ୍‌ ପଛର ସତ…

ନୂଆଦିଲ୍ଲୀ,୧୮।୪: କିସ୍ତିରେ ସୁନା କିଣିବା ଏକ ବୁଦ୍ଧିମାନ ଧାରଣା। ଆପଣ ପ୍ରତି ମାସରେ ଏକ ନିର୍ଦ୍ଦିଷ୍ଟ ପରିମାଣର ରାଶି ରଖିଛନ୍ତି, ଏବଂ ସମୟସୀମା ଶେଷ ହେବା ପର୍ଯ୍ୟନ୍ତ,…

Business Eminence Awards 2026: ନିୟମ ପାଳନ କ୍ଷେତ୍ରରେ ଅନେକ ଚ୍ୟାଲେଞ୍ଜ ରହିଛି

କଳିଙ୍ଗ ବାୟୋମେଡିକାଲର ପ୍ରତିଷ୍ଠାତା ଇଂ. ମନୋଜ କୁମାର ନାୟକ ଭଦ୍ରକ ଜିଲାରେ ଜନ୍ମଗ୍ରହଣ କରିଥିଲେ ଏବଂ ରାଉରକେଲାରେ ସ୍କୁଲ ପଢ଼ା ସାରିଥିଲେ। ପରେ ବ୍ରହ୍ମପୁରର ୟୁସିପିଇଏସ୍‌ରେ ଯୋଗଦେଇ…

ହର୍ମୁଜ ଖୋଲିବା ମାତ୍ରେ କମିଗଲା ପେଟ୍ରୋଲ-ଗ୍ୟାସ ଦର, ଦାମ୍‌ ଜାଣିଲେ…

ନୂଆଦିଲ୍ଲୀ,୧୭।୪: ଇରାନର ବୈଦେଶିକ ମନ୍ତ୍ରୀ ୪୯ ଦିନର ବନ୍ଦ ପରେ ବାଣିଜ୍ୟିକ ଜାହାଜ ପାଇଁ ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ଘୋଷଣା କରିବାର କିଛି ସମୟ ପରେ…

Business Eminence Awards 2026: ଉଦ୍ୟୋଗିତା ସମାଜକୁ ସାହାଯ୍ୟ କରିବାର ମାଧ୍ୟମ

ଜଗଦମ୍ବା ପଲିମର୍ସ ଲିମିଟେଡ୍‌ର ମ୍ୟାନେଜିଂ ଡାଇରେକ୍ଟର ଚନ୍ଦ୍ର ପ୍ରକାଶ ଭରତ୍ତିଆ ଜଣେ ପ୍ରଥମ ପିଢ଼ିର ଉଦ୍ୟୋଗୀ। ୪ ଦଶକରୁ ଅଧିକ ଓଡ଼ିଶାରେ ବ୍ୟବସାୟ ଚଳାଇଆସୁଛନ୍ତିି। ଜଗଦମ୍ବା ପଲିମର୍ସ…

ଟ୍ରେନ୍‌ରେ ମାଗଣାରେ କରିପାରିବେ ଯାତ୍ରା, ଭାରତୀୟ ରେଳବାଇ ଏମାନଙ୍କଠାରୁ ନିଏ ନାହିଁ ଗୋଟିଏ ବି ଟଙ୍କା, ଜାଣନ୍ତୁ ନିୟମ…

ନୂଆଦିଲ୍ଲୀ,୧୬।୪: ଭାରତୀୟ ରେଳବାଇ (Indian Railways) ଦେଶର କୋଟି କୋଟି ଯାତ୍ରୀଙ୍କ ସୁବିଧା ପାଇଁ ଅନେକ ନିୟମ ପ୍ରଣୟନ କରିଛି। କିନ୍ତୁ ଅନେକ ସମୟରେ ସଠିକ ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri