ବିଶାଖାପଟ୍ଟନମ-ବିଜୟଓ୍ବାଡା ମଧ୍ୟରେ ଚାଲିବ ଡବଲ ଡେକର ଟ୍ରେନ ଉଦୟ ଏକ୍ସପ୍ରେସ

ନୂଆଦିଲ୍ଲୀ,୨୦-୮: ଭାରତୀୟ ରେଲଓ୍ବେ ପକ୍ଷରୁ ଦ୍ୱିତୀୟ ଡବଲ ଡେକର ଟ୍ରେନ ଉଦୟ ଏକ୍ସପ୍ରେସ ପୂର୍ବତଟ ରେଳପଥ ବିଶାଖାପଟ୍ଟନମ ଓ ବିଜୟଓ୍ବାଡା ମଧ୍ୟରେ ଚାଲିବ ବୋଲି ରେଲଓ୍ବେର ବରିଷ୍ଠ ଅଧିକାରୀ ପ୍ରକାଶ କରିଛନ୍ତି। ପ୍ରଥମ ଡବଲ ଡେକର ଟ୍ରେନ ଉଦୟ ଏକ୍ସପ୍ରେସ ଗତବର୍ଷ ଜୁନ୍‌ରେ କୋୟାମ୍ବାଟୁର ଓ ବେଙ୍ଗାଲୁରୁ ମଧ୍ୟରେ ଆରମ୍ଭ ହୋଇଥିଲା। ଏହା ଏସି ଚେୟାରକାର ଟ୍ରେନ ହୋଇଥିବା ବେଳେ ଏଥିରେ ଓ୍ବାଇ-ଫାଇ, ଗଦି ସିଟ୍‌ ଓ ଡିସ୍‌ପ୍ଲେ ସ୍କ୍ରିିନ ସୁବିଧା ରହିଛି। ଆଉ ଏକ ଉଦୟ ଏକ୍ସପ୍ରେସ ବେଙ୍ଗାଲୁରୁ ଓ ଚେନ୍ନାଇ ସେଣ୍ଟ୍ରାଲ ମଧ୍ୟରେ ଚଳାଯିବାର ପ୍ରସ୍ତାବ ରହିଛି। ବିଶାଖାପଟ୍ଟନମ-ବିଜୟଓ୍ବାଡା ଉଦୟ ଏକ୍ସପ୍ରେସ(୨୨୭୦୧) ସକାଳ ୫.୪୫ଟାରେ ବିଶାଖାପଟ୍ଟନମ ଛାଡ଼ି ସକାଳ ୧୧.୧୫ରେ ବିଜୟଓ୍ବାଡାରେ ପହଞ୍ଚତ୍ବ। ସେହିପରି ଗାଡ଼ି ସଂଖ୍ୟା ୨୨୭୦୨ ସନ୍ଧ୍ୟା ୫.୩୦ରେ ବିଜୟଓ୍ବାଡା ଛାଡ଼ି ରାତି ୧୦.୫୫ରେ ବିଶାଖାପଟ୍ଟନମରେ ପହଞ୍ଚତ୍ବ। ତେବେ ଏହି ଟ୍ରେନ କେବେ ଠାରୁ ଚଳାଚଳ କରିବ ସେ ସମ୍ପର୍କରେ ଅଧିକାରୀଙ୍କ ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଘର ଭିତରୁ ମିଳିଲା ମହିଳାଙ୍କ ଗଳିତ ମୃତଦେହ, ବଢ଼ିଲା ହତ୍ୟା ସନ୍ଦେହ

ବ୍ରଜରାଜନଗର,୨୦।୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅନ୍ତର୍ଗତ ସାନଯୋବ ହନୁମାନ ମନ୍ଦିରପଡ଼ାରେ ରହୁଥିବା ଜଣେ ମହିଳାଙ୍କ ଗଳିତ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ…

ଆଗାମୀ ଦୁଇଦିନ ବଜ୍ରପାତ ସହ ପ୍ରବଳ ବର୍ଷା! ଏସବୁ ଜିଲାକୁ ହାଇ ଆଲର୍ଟ…

ନୂଆଦିଲ୍ଲୀ,୨୦।୨: ୨୪ ଘଣ୍ଟା ଭିତରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୁତ ହୋଇଛି । ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ ଆଗାମୀ ୨…

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

Holi 2026: ମାର୍ଚ୍ଚ ୩ ନା ୪, ଏ ବର୍ଷ କେବେ ଖେଳିବେ ହୋଲି? ଜ୍ୟୋତିଷ କହିଦେଲେ…

ପ୍ରତିବର୍ଷ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ରାତିରେ ହୋଲିକା ଦହନ କରାଯାଏ। ହୋଲିକା ଦହନ ପର୍ୱକୁ ମିଥ୍ୟା ଉପରେ ସତ୍ୟର ବିଜୟର ପ୍ରତୀକ ଭାବରେ ବିବେଚନା କରାଯାଏ।…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

ରୁଟି କେଉଁଠୁ ଆସିଥିଲା? ଭାରତ ସହ କ’ଣ ରହିଛି ଲିଙ୍କ୍‌…

ରୁଟି ହେଉଛି ମଣିଷଜାତିର ସବୁଠାରୁ ପୁରୁଣା ଖାଦ୍ୟ ମଧ୍ୟରୁ ଗୋଟିଏ। ଏହା ସଭ୍ୟତାର ଉତ୍ଥାନ ସହିତ ଗଭୀର ଭାବରେ ଜଡିତ। ଆଜି ରୁଟିକୁ ଭାରତୀୟ ଖାଦ୍ୟର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri