ବିଶାଖାପାଟଣାରୁ ବଲାଙ୍ଗୀରରେ ପହଞ୍ଚିଲା ଶ୍ରମିକ ସ୍ପେଶାଲ ଟ୍ରେନ, ଓହ୍ଲାଇଲେ ୧୪୧୭ ପ୍ରବାସୀ

ବଲାଙ୍ଗୀର ଅଫିସ, ୧୮।୫: ବିଶାଖାପାଟଣାରୁ ଆସିଥିବା ଶ୍ରମିକ ସ୍ପେଶାଲ ଟ୍ରେନ ସୋମବାର ଭୋରରେ ବଲାଙ୍ଗୀର ରେଲୱେ ଷ୍ଟେଶନରେ ପହଞ୍ଚିଥିଲା। ଏହି ଟ୍ରେନରେ ୧୪୧୭ ପ୍ରବାସୀ ଓହ୍ଲାଇଥିବା ଜଣାପଡିଛି । ସେମାନଙ୍କ ସୁବିଧାଜନକ ଆଗମନ ଓ ପ୍ରତ୍ୟାଗମନ ପାଇଁ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଜିଲାପାଳ ଅରିନ୍ଦମ ଡାକୁଆ ଓ ଏସ୍‌ପି ସନ୍ଦୀପ ମାଡ଼କର ରେଳ ଷ୍ଟେଶନରେ ଉପସ୍ଥିତ ରହି ସମସ୍ତ ବ୍ୟବସ୍ଥା ତଦାରଖ କରିଛନ୍ତି। ଆଜି ଆଉ ଦୁଇଟି ଟ୍ରେନ ଆସି ବଲାଙ୍ଗୀରରେ ପହଞ୍ଚିବ ବୋଲି ଜଣାପଡ଼ିଛି । ଏଥିପାଇଁ ସହରର କେତେକ ନିର୍ଦ୍ଦିଷ୍ଟ ଅଞ୍ଚଳରେ ଭୋର ୪ଟାରୁ ୧୧ଟା ପର୍ଯ୍ୟନ୍ତ କର୍ଫ୍ୟୁ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଲିଆପାଳର ପରିବା ଚାଷୀ ନିରୁତ୍ସାହିତ

ବାଲିଆପାଳ, ୨୧।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ଅଞ୍ଚଳର ପନିପରିବା ଚାଷୀ ପ୍ରାକୃତିକ ବିପର୍ଯ୍ୟୟ, ଅଭାବୀ ବିକ୍ରି ଓ ଶୀତଳଭଣ୍ଡାର ଅଭାବ ଆଦି କାରଣରୁ କ୍ରମେ ଚାଷ ଛାଡିବାକୁ...

ମାଓବାଦୀ ନାଁରେ ଧମକପୂର୍ଣ୍ଣ ଚିଠି

ରାଇକିଆ,୪ା୧୨(ଡ଼ି.ଏନ.ଏ): ରାଇକିଆ ଥାନା ରଣବା ପଞ୍ଚାୟତରୁ ଢିମିରିପଲ୍ଲୀ ରାସ୍ତାରେ ଥିବା ଏକ ବିଦ୍ୟୁତ ଖୁଣ୍ଟରେ ମାଓବାଦୀ ନାଁରେ ଏକ ଧମକପୂର୍ଣ୍ଣ ଚିଠି ମରାଯାଇଛି। ସେଥିରେ ଅଞ୍ଚଳର...

ଲକ୍‌ଡାଉନ୍‌ କୋହଳ ହେଲେ ବି କରୋନା ଭୂତାଣୁ ହୋଇନି ଶେଷ: ମାର୍ଗଦର୍ଶିକାକୁ ପାଳନ କରିବା ଅପରିହାର୍ଯ୍ୟ

ନୂଆଦିଲ୍ଲୀ,୨୬।୫: ଭାରତରେ କରୋନା ସଂକ୍ରମଣ ଯୋଗୁ ଅବସ୍ଥା ସଙ୍କଟ ଜନକ ହେବାରେ ଲାଗିଛି। ଦେଶରେ ଜାରି ରହିଥିବା ଲକ୍‌ଡାଉନ୍‌କୁ କିଛି ପରିମାଣରେ କୋହଳ ମଧ୍ୟ କରାଯାଇଛି।...

ବୃତ୍ତ ଚିହ୍ନରେ ରହି ହାଟ ସାମଗ୍ରୀ କିଣିଲେ ଲୋକେ

ବନ୍ତ,୨୯।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ବନ୍ତ ରବିବାର ସାପ୍ତାହିକ ହାଟରେ ଲୋକେ ଧଳା ଗୋଲେଇ ଭିତରେ ରହି ସାମଗ୍ରୀ କିଣୁଥିବାର ଦେଖାଯାଇଛି। ସାମାଜିକ ଦୂରତା ପାଳନ କରିବା...

୨୨ ଦିନ ପରେ ନୀଳଗିରି ଧରମପୁରରୁ ପୁଣି ଆଉ ଜଣେ କରୋନା ପଜିଟିଭ୍‌

ସଜନାଗଡ଼,୧୨।୫(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଧରମପୁର ପଞ୍ଚାୟତ ବାଉଁଶପାଳ ଗାଁରୁ ମଙ୍ଗଳବାର ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତ...

ଜୀବନ-ଜୀବିକା ମଧ୍ୟରେ ସନ୍ତୁଳନ ଜରୁରୀ, କଣ୍ଟେନ୍‌ମେଣ୍ଟ ଜୋନ୍‌ ବ୍ୟତିତ ସବୁଠି ଚାଲିବ ଅର୍ଥନୈତିକ କାର୍ଯ୍ୟ: ଏସ୍‌ଆର୍‌ସି

ଭୁବନେଶ୍ୱର,୫।୫(ବ୍ୟୁରୋ): କରୋନା ମୁକାବିଲାକୁ ନେଇ ସମ୍ପ୍ରତି ଲକ୍‌ଡାଉନ୍‌ ସ୍ଥିତି ଜାରି ରହିଛି। ଏବେ ଏହାର ତୃତୀୟ ପର୍ଯ୍ୟାୟରେ ମେ’ ୧୭ ତାରିଖ ପର୍ଯ୍ୟନ୍ତ ଏହି ଅବଧିକୁ...

ଜାଲ୍‌ ଦଲିଲରେ ପଟ୍ଟା ପ୍ରଦାନ ଘଟଣା: ତହସିଲ କାର୍ଯ୍ୟାଳୟ ପରିସରରେ ୨ଗୋଷ୍ଠୀ ଧାରଣା

ରଣପୁର,୧୭।୧୦(ସ୍ବ.ପ୍ର.): ଜାଲ୍‌ ଦଲିଲ୍‌ରେ ପଟ୍ଟା ପ୍ରଦାନ ଘଟଣାରେ ରଣପୁର ଥାନା ପୋଲିସ ତତ୍କାଳୀନ ରଣପୁର ଆରଆଇ ତଥା ଲୋଧାଚୁଆରେ କାର୍ଯ୍ୟରତ ଆରଆଇ ବିରୁପାକ୍ଷ ବିଶ୍ୱାଳଙ୍କୁ ଗିରଫ...

ପୋଲିସ ଗୁଳି ଫେଲ୍‌

ଗଞ୍ଜାମ ଜିଲାରେ ଅପରାଧ କମୁନି। ବ୍ରହ୍ମପୁର ଏବଂ ଗଞ୍ଜାମ ଦୁଇଟି ପୋଲିସ ଜିଲାରେ ଦୁଇଜଣ ଏସ୍‌ପି ଏବଂ ମାଳମାଳ ବରିଷ୍ଠ ପୋଲିସ ଅଧିକାରୀଙ୍କ ବିରାଟ ଟିମ୍‌...

Coronavirus Update


Archives

Model This Week

Why Dharitri