ବିଶିଷ୍ଟ ନାଟ୍ୟ ନିର୍ଦ୍ଦେଶକଙ୍କ ସ୍ମୃତିରେ ଯୁବଗୋଷ୍ଠୀଙ୍କ ନିଆରା ପ୍ରୟାସ

ଗଞ୍ଜାମ,୧୬।୩(ବିଦ୍ୟାଧର ସାହୁ): ବିଶିଷ୍ଟ ନାଟ୍ୟ ନିର୍ଦ୍ଦେଶକ ସ୍ବର୍ଗତ ଭଗବାନ ମହାରଣାଙ୍କ ସ୍ମୃତି ଉଦ୍ଦେଶ୍ୟରେ ପୁଇଁତୋଳା ଯୁବଗୋଷ୍ଠୀଙ୍କ ଦ୍ୱାରା ବଡ ବନ୍ଧ ପୋଖରୀ ପାରିପାର୍ଶ୍ୱ ସଫେଇ କରାଯାଇଥିଲା। ଉକ୍ତ ପୋଖରୀ ଉପରେ ପୁଇଁତୋଳା ଗ୍ରାମର ଚାରି ସାହିବାସୀ ନର୍ଭର କରିଥାନ୍ତି । ଏଠାରେ ସମସ୍ତ ଦଶାହ କାର୍ଯ୍ୟ ସମ୍ପାଦନ ହୋଇଥାଏ। ଏଥିସହ ପୋଖରୀଟି ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ହେତୁ ବସ୍‌ ଗାଡି ଯାତ୍ରୀ ଡ୍ରାଇଭରମାନେ ଗାଡି ରଖି ଏଠାରେ ସ୍ନାନ କରିଥାନ୍ତି । ଏହି ସଫେଇ କାର୍ଯ୍ୟରେ ସୁଦାମ ଚରଣ ଜେନା, ହରି ବିଶ୍ୱାଳ, କୈଳାଶ ସାହୁ, ଅଜୟ ବାରିକି, ଶିବରାମ ଜେନା,ନାରାୟଣ ତରାଇ, ଭଗବାନ ପ୍ରଧାନ, କାମେଶ୍ୱର ସାହୁ, ପ୍ରକାଶ ରାଉଳ, ସୁଶାନ୍ତ ତରାଇ, ବିକ୍ରମ ମହାରଣା, ନିରଞ୍ଜନ ତରାଇଙ୍କ ସମେତ ଯୁବ ଗୋଷ୍ଠୀ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

VIDEO: ବ୍ୟସ୍ତବହୁଳ ରାସ୍ତାରେ କ୍ରାସ ଲ୍ୟାଣିଂ କଲା ବିମାନ, ଅନେକ କାର ସହିତ ଧକ୍କା…

ନୂଆଦିଲ୍ଲୀ, ୧୦।୨: ଆମେରିକାର ଜର୍ଜିଆରେ ଏକ ବଡ଼ ଦୁର୍ଘଟଣା ଟଳି ଯାଇଛି । ଜର୍ଜିଆର ଗେନ୍ସଭିଲରେ ରାସ୍ତା ମଝିରେ ଏକ ବିମାନ ଜରୁରୀକାଳୀନ ଅବତରଣ କରିଥିଲା। ଦୁର୍ଘଟଣାଗ୍ରସ୍ତ…

ଏହିଦିନ ଭାରତ ସହ ମୁକାବିଲା କରିବ ‘ଡ୍ରାମେବାଜ୍‌’, ଜାଣନ୍ତୁ କେଉଁଠି ଦେଖିବେ ମ୍ୟାଚ

ନୂଆଦିଲ୍ଲୀ,୧୦।୨: ପାକିସ୍ତାନ ନିଜ ନିଷ୍ପତ୍ତିରୁ ୟୁ-ଟର୍ଣ୍ଣ ନେବାକୁ ବାଧ୍ୟ ହୋଇଛି। ଫେବୃଆରୀ ୧ରେ ପାକିସ୍ତାନ ସରକାର ଘୋଷଣା କରିଥିଲେ ଯେ ତାଙ୍କ ଦଳ ଟି-୨୦ ବିଶ୍ୱକପରେ ଭାରତ…

ଭାରତ ସହିତ ମ୍ୟାଚକୁ ନେଇ ସେନା ମୁଖ୍ୟ ଅସୀମ ମୁନିରଙ୍କୁ ଟାଣି ଆଣିଲା ପାକିସ୍ତାନ! ‘ମୁଁ ଭୟ କରେ ନାହିଁ…’ ବୋଲି ଏକ ସ୍ପଷ୍ଟ ଧମକ ମଧ୍ୟ …

ଇସଲାମାବାଦ,୧୦।୨: ବର୍ଷ ବର୍ଷ ଧରି ବାରମ୍ବାର ମନା କରିବା ପରେ, ପାକିସ୍ତାନ ଶେଷରେ ଭାରତ ସହିତ ଏକ ଟି-୨୦ ମ୍ୟାଚ ଖେଳିବାକୁ ରାଜି ହୋଇଛି, ମ୍ୟାଚ ହେବ…

ଭୁବନେଶ୍ବରରୁ ଛାତ୍ରୀ ନିଖୋଜ ଘଟଣା, ୫ ଘଣ୍ଟା ପରେ….

ଭୁବନେଶ୍ବର, ୧୦।୨: ଭୁବନେଶ୍ୱରରୁ ଛାତ୍ରୀ ନିଖୋଜ ଘଟଣାରେ ପୋଲିସକୁ ସଫଳତା । ୫ ଘଣ୍ଟା ପରେ କ୍ୟାପିଟାଲ ହସ୍ପିଟାଲରୁ ଉଦ୍ଧାର ହେଲେ ଛାତ୍ରୀ । ସୂଚନା ଅନୁସାରେ,…

ପାକିସ୍ତାନୁ ଝଟକା ଦେଲା ଭାରତର ‘ବନ୍ଧୁ’, ଭାରତକୁ ହେବ ଲାଭ!

ନୂଆଦିଲ୍ଲୀ/କାବୁଲ,୧୦।୨: ପାକିସ୍ତାନ ଆଉ ଏକ ବଡ଼ ଆର୍ଥିକ ଏବଂ କୂଟନୈତିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ପଡ଼ୋଶୀ ଆଫଗାନିସ୍ତାନରେ କ୍ଷମତାସୀନ ତାଲିବାନ ପାକିସ୍ତାନରୁ ଔଷଧ ଆମଦାନୀକୁ ସମ୍ପୂର୍ଣ୍ଣ ନିଷିଦ୍ଧ…

ଦାରିଙ୍ଗବାଡି ଇକୋ ରିଟ୍ରିଟରେ ରାତ୍ରିଯାପନ କଲେ ଉପମୁଖ୍ୟମନ୍ତ୍ରୀ: ପ୍ରଶଂସାରେ ପୋତିଲେ

ଦାରିଙ୍ଗବାଡି,୧୦।୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡି ଗସ୍ତରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସେ ସୋମବାର ବିଳମ୍ବିତ ରାତ୍ରିରେ ଦାରିଙ୍ଗବାଡି ଇକୋ ରିଟ୍ରିଟ…

୧୨ ଘାଣ୍ଟିଆ ଉମରକୋଟ ବନ୍ଦ, କଣ ରହିଛି ପ୍ରଭାବ ଜାଣନ୍ତୁ

ଉମରକୋଟ,୧୦।୨(ସନ୍ତୋଷ ଶତପଥୀ): ଦୀର୍ଘ ଦିନର ଦାବି ପୂରଣ ନହେବାରୁ ମଙ୍ଗଳବାର ଆନ୍ଦୋଳନ ପଥକୁ ଓହ୍ଲାଇଛି ‘ଉମରକୋଟ ସଂଗ୍ରାମ ମଞ୍ଚ’ । ଆଜି ଉମରକୋଟ, ରାଇଘର, ଝରିଗାଁ ଏବଂ…

ବାଂଲାଦେଶକୁ ନେଇ ICC ନେଲା ବଡ଼ ନିଷ୍ପତ୍ତି: କ୍ରିକେଟ୍‌ ଜଗତରେ ଖେଳିଗଲା…

ନୂଆଦିଲ୍ଲୀ,୧୦।୨: ଭାରତରେ T20 ବିଶ୍ୱକପ ମ୍ୟାଚ ଖେଳିବାକୁ ମନା କରିବା ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ ଉପରେ କୌଣସି ଦଣ୍ଡ ଲାଗୁ କରାଯିବ ନାହିଁ। ICC ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri