ବିଶିଷ୍ଟ ପାଇକ ଗୁରୁ ଦୀନବନ୍ଧୁ ବିଶ୍ବାଳଙ୍କ ପରଲୋକ

ଖୋର୍ଦ୍ଧା ଅଫିସ, ୨୮।୧୦: ଖୋର୍ଦ୍ଧା ଜିଲାର ବିଶିଷ୍ଟ ପାଇକ ଗୁରୁ ଦୀନବନ୍ଧୁ ବିଶ୍ବାଳଙ୍କ ୭୦ବର୍ଷ ବୟସରେ ସୋମବାର ପରଲୋକ ଘଟିଛି। ବିଗତ କିଛି ଦିନ ହେବ ସେ ନିମୋନିଆରେ ପୀଡ଼ିତଥିଲେ। ଶେଷ ଦର୍ଶନ ପାଇଁ ଜଟଣୀ ବିଧାୟକ ସୁରେଶ ରାଉତରାୟ, ଖୋର୍ଦ୍ଧା ବିଧାୟକ ଜିତୁ ମିତ୍ର, ବେଗୁନିଆ ବିଧାୟକ ରାଜେନ୍ଦ୍ର ସାହୁଙ୍କ ସମେତ ବହୁ ରାଜନୈତିକ ନେତା ତାଙ୍କ ବାସଭବନରେ ପହଞ୍ଚିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

LPG ସଙ୍କଟକୁ ନେଇ ବଡ଼ କଥା କହିଲେ ସରକାର,‘ଡୋରଷ୍ଟେପ ଡେଲିଭରି ପାଇଁ ଅପେକ୍ଷା କରନ୍ତୁ…’

ନୂଆଦିଲ୍ଲୀ,୨୦।୩: ଏକ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀରେ, ପେଟ୍ରୋଲିୟମ ମନ୍ତ୍ରଣାଳୟର ଯୁଗ୍ମ ସଚିବ କହିଛନ୍ତି ଯେ ଦେଶର ସମସ୍ତ ରିଫାଇନାରୀ ପୂର୍ଣ୍ଣ କ୍ଷମତାରେ କାର୍ଯ୍ୟ କରୁଛି। ସେ ଉଲ୍ଲେଖ…

ତେଜିଲା ଆନ୍ଦୋଳନ: ତହସିଲଦାରଙ୍କ ଗାଡ଼ି ଆଗରେ ଶୋଇଲେ ଚାଷୀ

ଚାନ୍ଦବାଲି,୨୦।୩: ଭଦ୍ରକ ଜିଲା ତିହିଡି ବ୍ଲକ ଚାରିତରଫ ସୋସାଇଟରେ ଶୁକ୍ରବାର ଚାଷୀ ଅସନ୍ତୋଷ ଦେଖାଦେଇଛି। ମଣ୍ଡିରୁ ଧାନ ଉଠୁ ନ ଥିବା ଅଭିଯୋଗ କରି ଚାଷୀମାନେ ରାଜ…

ଯୁଦ୍ଧ ଭିତରେ ଭାରତରେ ପ୍ରଥମ ଥର ବଢିଲା ପେଟ୍ରୋଲ ରେଟ୍‌, ଲିଟର ପ୍ରତି ଦେବାକୁ ପଡିବ…

ନୂଆଦିଲ୍ଲୀ,୨୦।୩: ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ ଲିମିଟେଡ (HPCL) ଏହାର ପ୍ରିମିୟମ ପେଟ୍ରୋଲର ମୂଲ୍ୟ ପ୍ରତି ଲିଟର 2ଟଙ୍କା ବୃଦ୍ଧି କରିଛି। ନୂତନ ଦର ଶୁକ୍ରବାର ଠାରୁ କାର୍ଯ୍ୟକାରୀ…

ମେ’ ୪ରୁ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ଯାତ୍ରା: ଅନୁମତି ପାଇଁ କମିଟି ଜିଲାପାଳଙ୍କୁ ଭେଟି…

ଛତ୍ରପୁର,୨୦ା୩(ଦିଲ୍ଲୀପ ସାମଲ): ଚଳିତ ବର୍ଷ ଗଞ୍ଜାମ ଜିଲା ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଅନୁଷ୍ଠିତ ହେବ। ଏଥିପାଇଁ ଯାତ୍ରା କମିଟି ପକ୍ଷରୁ…

ହର୍ମୁଜ ଷ୍ଟ୍ରେଟ ଆକ୍ରମଣକୁ ନେଇ କଡ଼ା ଚେତାବନୀ ଦେଲାଣି ଭାରତ! କହିଲା ବେକାର ଯିବନାହିଁ ନିର୍ଦ୍ଦୋଶ ଲୋକଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୦।୩: ଯୁକ୍ତରାଜ୍ୟରେ ଭାରତର ହାଇକମିଶନର ବିକ୍ରମ ଡୋରାଇସ୍ବାମୀ, ହର୍ମୁଜ ଷ୍ଟ୍ରେଟରେ ଜାହାଜ ଉପରେ ଆକ୍ରମଣକୁ ଦୃଢ଼ ନିନ୍ଦା କରିଛନ୍ତି। ବିକ୍ରମ ଡୋରାଇସ୍ବାମୀ ସମସ୍ତ ନାବିକଙ୍କ ସୁରକ୍ଷା, ନୌଚାଳନା…

ଆଶଙ୍କାରେ ପେନ୍‌ସନ୍‌ଭୋଗୀଙ୍କ ଭବିଷ୍ୟତ, ସମସ୍ତେ ଏକାଠି ହୋଇ…

କେନ୍ଦୁଝର,୨୦ା୩(ନରେଶ ଚନ୍ଦ୍ର): କେନ୍ଦୁଝର ଜିଲା ଅବସରପ୍ରାପ୍ତ ମାଧ୍ୟମିକ ଶିକ୍ଷକ ଓ କର୍ମଚାରୀ ସଂଘର ଏକ ବୈଠକ ସଭାପତି ସଞ୍ଜୟ ବସନ୍ତ ଚକ୍ରଙ୍କ ଅଧ୍ୟକ୍ଷତାରେ ଶିକ୍ଷକ ଭବନ କେନ୍ଦୁଝରଠାରେ…

ଶ୍ୱଶୁରଙ୍କୁ ନେଇ ଏମିତି କହିଦେଲେ ଧୋନୀଙ୍କ ସ୍ତ୍ରୀ: ଚାରିଆଡ଼େ ହେଉଛି ଚର୍ଚ୍ଚା

ରାଞ୍ଚି,୨୦।୩: ଭରତୀୟ କ୍ରିକେଟ୍‌ ଦଳର ପୂର୍ବତନ କ୍ରିକେଟର୍‌ ମହେନ୍ଦ୍ର ସିଂହ ଧୋନୀଙ୍କ ପରିବାର ସମ୍ପର୍କରେ ଏକ ଭାବପ୍ରବଣ ପୋଷ୍ଟ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ତାଙ୍କ…

ଇରାନକୁ ଆଉ ଏକ ବଡ଼ ଝଟକା, ଇସ୍ରାଏଲୀ ଆକ୍ରମଣରେ IRGC ମୁଖପାତ୍ର ଅଲି ମହମ୍ମଦଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୦ା୩: ଇସ୍ରାଏଲ ଏବଂ ଆମେରିକା ସହିତ ଇରାନର ବିବାଦ ଜାରି ରହିଛି । ଏହି ବିବାଦ ମଧ୍ୟରେ ଇରାନକୁ ଆଉ ଏକ ବଡ଼ ଧକ୍କା ଲାଗିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri