ବିଶୋଧନ ହେଲା ଅନୁଗୋଳର ୩ ସ୍ଥାନ

ଅନୁଗୋଳ ଅଫିସ୍‌, ୪ା୪- ଅନୁଗୋଳ ସହରବାସୀଙ୍କୁ କରୋନା ସଂକ୍ରମଣରୁ ସୁରକ୍ଷାଦେବା ପାଇଁ ସହରର ୩ଟି ସ୍ଥାନକୁ ବିଶୋଧନ କରାଯାଇଛି । ପୌରପାଳିକା ଓ ଅଗ୍ନିଶମ ବିଭାଗ ପକ୍ଷରୁ ଜିଲା ମୁଖ୍ୟ ଚିକିତ୍ସାଳୟ, ଅନୁଗୋଳ ପୌରପାଳିକା ଓ ଜିଲା କାର୍ଯ୍ୟାଳୟରେ ସାନିଟାଇଜର ସିଞ୍ଚନ କରାଯାଇଛି । ପୌରପାଳିକା ନିର୍ବାହୀ ଅଧିକାରୀ ବିନୋଦ ଚନ୍ଦ୍ର ପଣ୍ଡାଙ୍କ ତତ୍ତ୍ୱାବଧାନରେ ଉପରୋକ୍ତ ସ୍ଥାନ ବିଶୋଧନ ହୋଇଛି । ଅଗ୍ନିଶମ ଓ ପୌର କର୍ମଚାରୀମାନେ ସଫେଇ କାମରେ ନିୟୋଜିତ ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଏକାଗ୍ରତା ଆଣେ ସଫଳତା: ସୁରେଶଙ୍କ ସହ ସ୍ବତନ୍ତ୍ର ସାକ୍ଷାତ୍‌କାର

ହାଇଟେକ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନର ମ୍ୟାନେଜିଂ ଟ୍ରଷ୍ଟି ତଥା ସିଇଓ ସୁରେଶ କୁମାର ପାଣିଗ୍ରାହୀ ଜଣେ ଉଦ୍ୟୋଗୀ ଏବଂ ଶିକ୍ଷାବିତ୍‌ ଭାବରେ ଅନୁଷ୍ଠାନ ଆରମ୍ଭରୁ ଏହାର ଭିତ୍ତିଭୂମିକୁ…

ପୋଲ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଆଉ ତା’ପରେ ଘଟିଲା

ଲୋଇସିଂହା,୪।୪(ସୁଶାନ୍ତ ବାରିକ) ବରଗଡ-ବଲାଙ୍ଗୀର ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ ପୋଲ ତଳକୁ ଏକ ସିମେଣ୍ଟ ବୋଝେଇ ଟ୍ରକ ଖସି ପଡ଼ିଛି। ଦୁର୍ଘଟଣାସ୍ଥଳରେ ଜଣେ…

ଖୁସି ଖବର! ହର୍ମୁଜ ପାର୍ ହୋଇ ଭାରତ ଆସୁଛି ତେଲ-ଗ୍ୟାସ ଜାହାଜ, କମିଯିବକି ଦର?

ନୂଆଦିଲ୍ଲୀ,୪।୪: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଭାରତ ପାଇଁ ଏକ ଆଶ୍ବସ୍ତିକର ଖବର ଅଛି । ଭାରତୀୟ ପତାକା ଲାଗିଥିବା ଜାହାଜ ସହିତ, ଅନ୍ୟ ତିନୋଟି ଜାହାଜ ସଫଳତାର…

ଟ୍ରମ୍ପଙ୍କୁ ବଡ଼ ଝଟକା: ପାକିସ୍ତାନରେ ଆଲୋଚନା କରିବାକୁ ମନା କଲା ଇରାନ, ୪୮ ଘଣ୍ଟାର ଅସ୍ତ୍ରବିରତି ସର୍ତ୍ତକୁ କଲା ପ୍ରତ୍ୟାଖ୍ୟାନ

ଓ୍ବାଶିଂଟନ୍‌,୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ପାଇଁ ପାକିସ୍ତାନ, କାତାର ଏବଂ ତୁର୍କୀ ଦ୍ୱାରା ମଧ୍ୟସ୍ଥତା ପାଇଁ କରାଯାଇଥିବା ପ୍ରୟାସ ବିଫଳ ହୋଇଛି, କାରଣ ଇରାନ…

ଛାତିଥରା ଦୁର୍ଘଟଣା; ଭାରସାମ୍ୟ ହରାଇ କୂଅରେ ପଡିଗଲା କାର୍, ଗୋଟିଏ ପରିବାରର ୯ ମୃତ

ମୁମ୍ବାଇ,୪ା୪: ମହାରାଷ୍ଟ୍ରର ନାଶିକରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏକ କାର ନିୟନ୍ତ୍ରଣ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ପାଣି ଭର୍ତ୍ତି କୂଅରେ…

ବିପଦପୂର୍ଣ୍ଣ ଅବସ୍ଥାରେ ଟ୍ରାନ୍ସଫର୍ମର: ଅଭିଯୋଗ ପରେ ବି ଶୁଣୁନାହାନ୍ତି ବିଭାଗୀୟ ଅଧିକାରୀ

ଗଞ୍ଜାମ,୪।୪(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ସୂର୍ଯ୍ୟନାରାୟଣପୁର ଓଡ଼ିଆର୍ପି କଲୋନୀରେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି ଟ୍ରାନ୍ସଫର୍ମର। ଇଲେକ୍ଟ୍ରି ଟ୍ରାନ୍ସଫର୍ମର ସ୍ଥାନୀୟ ବାସିନ୍ଦା ସୁଦର୍ଶନ ପ୍ରଧାନଙ୍କ…

ସାଙ୍ଗମାନଙ୍କ ସହ ମିଶି ଗାଧୋଇବାକୁ ଯାଇଥିଲେ ନାବାଳକ, ଖସିଗଲା ଗୋଡ, ଖୋଜାଖୋଜି ପରେ ମିଳିଲା…

ଆନନ୍ଦପୁର/ହାଟଡିହି,୪l୪ (ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାଏକ ): ବୈତରଣୀ ନଦୀରେ ବୁଡ଼ିଯାଇ କେନ୍ଦୁଝର ଜିଲା ରାମଚନ୍ଦପୁରୁ ଥାନା ଅନ୍ତର୍ଗତ ଅଞ୍ଜିରା ଗ୍ରାମର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ…

ରେଳ ଷ୍ଟେଶନରୁ ୪୦ ଲକ୍ଷ ଜବତ: ଯୁବକଙ୍କୁ ଅଟକ ରଖିଲା ପୋଲିସ

କେସିଙ୍ଗା,୪।୪(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନରେ ଜଣେ ଯୁବକଙ୍କଠାରୁ ଟିଟିଲାଗଡ ରେଲୱେ ପୋଲିସ ୪୦ ଲକ୍ଷ ଟଙ୍କା ଜବତ ଜଣେ ଆସାମୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri