ବିଶୋଧନ ହେଲା ଅନୁଗୋଳର ୩ ସ୍ଥାନ

ଅନୁଗୋଳ ଅଫିସ୍‌, ୪ା୪- ଅନୁଗୋଳ ସହରବାସୀଙ୍କୁ କରୋନା ସଂକ୍ରମଣରୁ ସୁରକ୍ଷାଦେବା ପାଇଁ ସହରର ୩ଟି ସ୍ଥାନକୁ ବିଶୋଧନ କରାଯାଇଛି । ପୌରପାଳିକା ଓ ଅଗ୍ନିଶମ ବିଭାଗ ପକ୍ଷରୁ ଜିଲା ମୁଖ୍ୟ ଚିକିତ୍ସାଳୟ, ଅନୁଗୋଳ ପୌରପାଳିକା ଓ ଜିଲା କାର୍ଯ୍ୟାଳୟରେ ସାନିଟାଇଜର ସିଞ୍ଚନ କରାଯାଇଛି । ପୌରପାଳିକା ନିର୍ବାହୀ ଅଧିକାରୀ ବିନୋଦ ଚନ୍ଦ୍ର ପଣ୍ଡାଙ୍କ ତତ୍ତ୍ୱାବଧାନରେ ଉପରୋକ୍ତ ସ୍ଥାନ ବିଶୋଧନ ହୋଇଛି । ଅଗ୍ନିଶମ ଓ ପୌର କର୍ମଚାରୀମାନେ ସଫେଇ କାମରେ ନିୟୋଜିତ ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ପାଇଁ କାଳ ସାଜୁଛି ଓଭରଲୋଡିଂ

ଉମରକୋଟ,୨୩।୧୨(ସ୍ବ.ପ୍ର.): ଗତ ୧୫ ତାରିଖରେ ଉମରକୋଟ ସହର ଦେଇ ଯାଇଥିବା ରାସ୍ତାର ଶୋଚନୀୟ ଅବସ୍ଥାକୁ ନେଇ ଉମରକୋଟ ମିଳିତ ନାଗରିକ ମଞ୍ଚ ପକ୍ଷରୁ ସହରର ଡିଏନ୍‌କେ...

ବିଧାୟିକାଙ୍କୁ ୭ କି.ମି. ଚଲାଇଲେ ଲୋକେ

ଠାକୁରମୁଣ୍ଡା,୨୩।୧(ଡି.ଏନ.ଏ.): ଝାଡ଼ଖଣ୍ଡୀ ହାତୀପଲଙ୍କ ଉତ୍ପାତରେ ଅତିଷ୍ଠ ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଦୁଧିଆଣି ରେଞ୍ଜ ଅଞ୍ଚଳବାସୀ ଶୁକ୍ରବାର କରଞ୍ଜିଆ ବିଧାୟିକା ବାସନ୍ତୀ ହେମ୍ବ୍ରମଙ୍କୁ ୭ କି.ମି....

୩୭ତମ ରାଇଜିଂ ଦିବସ: ମିଳିତ ସହଯୋଗରୁ ମିଳିିଛି ସଫଳତା

ବାଲେଶ୍ୱର ଅଫିସ, ୧୬।୧୨-ବାଲେଶ୍ୱର ଚାନ୍ଦିପୁରସ୍ଥିତ ଆଇଟିଆର୍‌ (ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜରେ ରବିବାର ପୂର୍ବାହ୍ନରେ ୩୭ତମ ରାଇଜିଂ ଦିବସ ପାଳିତ ହୋଇଛି। ବିପିୟୁଟିର ଭାଇସ୍‌ ଚାନ୍‌ସେଲର ପ୍ରଫେସର...

ମର୍ନିଂଓ୍ବାକ୍‌ ବେଳେ ଅଜଣା ଗାଡ଼ି ଧକ୍କାରେ କ୍ରଶର ମ୍ୟାନେଜର ମୃତ

ବରଗଡ଼ ଅଫିସ,୯।୧୦: ବରଗଡ଼-ସୋହେଲା ରାସ୍ତାର ସାଉନ୍ତପୁର ନିକଟରେ ବୁଧବାର ଭୋର ସମୟରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ କ୍ରଶର ମାଲିକଙ୍କ ମୃତ୍ୟୁ ଘଟିଛି। ସେ...

ବୋରିସଙ୍କୁ ଯୋଦ୍ଧା ବୋଲି କହିଲେ ମୋଦି

ନୂଆଦିଲ୍ଲୀ,୨୭।୩: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ କରୋନାରେ ପୀଡ଼ିତ ହେବା ଜଣାପଡିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଜଣେ ଯୋଦ୍ଧା ବୋଲି କହିଛନ୍ତି। ଟୁଇଟ୍‌...

ସ୍କୁଟି ଜାଳିଦେଲେ ଦୁର୍ବୃତ୍ତ

ପାଟପୁର,୮ା୧: ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପଟିଗୁଡ଼ା ଗ୍ରାମର ପୀତବାସ ଗୌଡ଼ଙ୍କ ସ୍କୁଟିକୁ ସୋମବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ପୋଡି ଦେଇଥିବା ଅଭିଯୋଗ ହୋଇଛି। ପୀତବାସଙ୍କ...

ନାବାଳିକା ବଳାତ୍କାରୀଙ୍କୁ ୬ବର୍ଷ କାରାଦଣ୍ଡ

ବାରିପଦା ଅଫିସ,୨୯ା୯: ମୟୂରଭଞ୍ଜ ଜିଲା ବାରିପଦା ସ୍ବତନ୍ତ୍ର ପୋକ୍‌ସୋ କୋର୍ଟରେ ଏକ ବଳାତ୍କାର ମାମଲାର ରାୟ ପ୍ରକାଶ ପାଇଛି । ଜଜ୍‌ ମହେନ୍ଦ୍ର କୁମାର ସୂତ୍ରଧର...

ଆମ୍ବ ଚାଷୀ ହତାଶ

କେନ୍ଦୁଝର,୨୮ା୫(ସ୍ବ.ପ୍ର.) କେନ୍ଦୁଝର ଜିଲାରେ ଆମ୍ବ ଚାଷୀ ନିରାଶ ହୋଇଛନ୍ତି। ପୂର୍ବ ବର୍ଷ ତୁଳନାରେ ଚଳିତବର୍ଷ ଉତ୍ପାଦନ କମି ଥିବାରୁ ଏଭଳି ସମସ୍ୟା ସୃଷ୍ଟି ହୋଇଛି। ହାଟବଜାର...

Advertisement
Archives

Model This Week