ବିଶୋଧନ ହେଲା ଆର.ଉଦୟଗିରି, ନୂଆଗଡର ବିଭିନ୍ନ ସ୍ଥାନ

ଆର.ଉଦୟଗିରି,୯ା୪(ଡି.ଏନ.ଏ.)- ଗଜପତି ଜିଲା ଆର.ଉଦୟଗିରି, ନୂଆଗଡ, ଖଜୁରିପଦା ଓ ବଡପଦା ସହରରେ ପ୍ରଶାସନ ଏବଂ ଅଗ୍ନିଶମ ବିଭାଗ ଦ୍ୱାରା ବିଶୋଧନ କରାଯାଇଛି। ବ୍ଲକର ତହସିଲ, ବ୍ଲକ, ମେଡିକାଲ, ସାହିର ଗଳିକନ୍ଦି ଏବଂ ମୁଖ୍ୟ ରାସ୍ତା ଦୁଇ ପାଖରେ ଦମକଳ ଗାଡି କେମିକାଲ ମିଶା ପାଣି ସିଞ୍ଚନ କରି ବିଶୋଧନ କରିଛି। ଲକ୍‌ଡାଉନ କଟକଣା ମାନି ଓ ସମାଜିକ ଦୂରତ୍ୱ ରକ୍ଷା କଲେ ନିଶ୍ଚିତ ଭାବେ ଆମେ କୋଭିଡ-୧୯ ସହ ଲଢେଇ କରି ଜିତି ପାରିବା। ଏଥିସହ ସ୍ବଚ୍ଛତା ଉପରେ ଧ୍ୟାନଦେବା ନିତ୍ୟାନ୍ତ ଆବଶ୍ୟକ ବୋଲି ଡାକବାଜି ଯନ୍ତ୍ର ଦ୍ୱାରା ପଞ୍ଚାୟତ ପକ୍ଷରୁ ସଚେତନତା କରାଯାଉଛି। ପଞ୍ଚାୟତର ପିଇଓମାନଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବାବଧାନରେ ଆର.ଉଦୟଗିରି ତହସିଲିଦାର ସ୍ମୃତି ରଞ୍ଜନ ଶତପଥୀ, ବିଡିଓ ପ୍ରଦୀପ କୁମାର ନାୟକ ଓ ନୂଆଗଡ ତହସିଲଦାର ପ୍ରଫୁଲ କୁମାର କୁଜୁରୁ ଓ ବିଡିଓ ଲାବନ୍ୟମେନ୍ଦୁ ମାହାନ୍ତିଙ୍କ ଉପସ୍ଥିତରେ ବିଶୋଧନ କାର୍ଯ୍ୟ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ପଲିଥିନ ଜବତ

ଗୋପାଳପୁର,୧୮ା୧୧(ଡି.ଏନ.ଏ.)-ଗୋଳନ୍ଥରା ଥାନା ପୋଲିସ ୩ ଟନ୍‌ ୩୦୦ କେଜି ବେଆଇନ ପଲିଥିନ ଜବତ କରିଛି। ତେଲଙ୍ଗାନା ହାଇଦ୍ରାବାଦ ଅଞ୍ଚଳରୁ ଏକ ଟାଟା ଏସିଇ ଯୋଗେ ପଲିଥିନ...

ଲକ୍‌ଡାଉନ ଉଲ୍ଲଂଘନ, ୧୭ ଗିରଫ

ଭୁବନ, ୫।୪(ଡି.ଏନ.ଏ.)-ଲକ୍‌ଡାଉନ ନିୟମ ଉଲ୍ଲଂଘନ ଅଭିଯୋଗରେ ଭୁବନ ପୋଲିସ ଶନିବାର ୧୭ଜଣଙ୍କୁ ଗିରଫ କରିଛି। କରୋନା ସଂକ୍ରମଣ ରୋକିବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ପ୍ରଶାସନ ପକ୍ଷରୁ...

ରସାୟନ ବିଜ୍ଞାନ ପରେ ଗଣିତ ପ୍ରଶ୍ନପତ୍ରରେ ତ୍ରୁଟି

ବ୍ରହ୍ମପୁର ଅଫିସ,୧୯ା୫-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଚାଲିଥିବା ସ୍ନାତକୋତ୍ତର ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି ହୋଇଥିବା ଅଭିଯୋଗ ହୋଇଛି। ଶନିବାର ଗଣିତ ବିଭାଗ ‘ଆଡଭାନ୍ସ କାଲକୁଲେଶନ’ ବିଷୟରେ...

ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର କରୋନା ପଜିଟିଭ ଚିହ୍ନଟ

ପୁରୁଷୋତ୍ତମପୁର,୨।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ଡାକ୍ତର କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତାଙ୍କର ସ୍ବାବ ପରୀକ୍ଷା ରିପୋର୍ଟ ପଜିଟିଭ ଆସିବା...

କରୋନା ସମ୍ବନ୍ଧୀୟ ଲକ୍ଷଣ ନ ଲୁଚାଇବାକୁ ଜିଲାପାଳଙ୍କ ଅନୁରୋଧ

ଛତ୍ରପୁର,୪ା୬(ଡି.ଏନ୍‌.ଏ.): କରୋନା ସମ୍ବନ୍ଧୀୟ ଲକ୍ଷଣ ଦେଖାଗଲେ ଲୁଚାନ୍ତୁ ନାହିଁ। ତୁରନ୍ତ ଡାକ୍ତରୀ ପରାମର୍ଶ ନିଅନ୍ତୁ। ଫଳରେ କରୋନା ଭାଇରସ୍‌କୁ ହରାଇ ହେବ ବୋଲି ଗୁରୁବାର ଗଞ୍ଜାମ...

ରାତିପାହିଲେ ତାରାତାରିଣିଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା

ପୁରୁଷୋତ୍ତମପୁର,୧୩ା୩(ଡି.ଏନ.ଏ.): ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ମଙ୍ଗଳାରଠାରୁ ଆରମ୍ଭ ହେବ। ଚୈତ୍ର ମାସରେ ପଡ଼ୁଥିବା ୪ଟି ମଙ୍ଗଳବାରରେ ମା’ଙ୍କ ସ୍ବତନ୍ତ୍ର...

ଡିଫେନ୍ସ ରୋଡ୍‌ ନିର୍ମାଣରେ ବାଧକ ଜବରଦଖଲ

  ବାଲେଶ୍ୱର ଅଫିସ,୧୪।୮- ବାଲେଶ୍ୱର ସହର ପୂର୍ବରୁ ଥିବା କୁରୁଡ଼ା ସ୍ଥିତ ଜ୍ୟୋତି ହସ୍‌ପିଟାଲଠାରୁ ପାତ୍ରପଡ଼ା ପର୍ଯ୍ୟନ୍ତ (୯.୨ କି.ମି.) ପ୍ରତିରକ୍ଷା ବିଭାଗ ଦ୍ୱାରା ଏକ...

ଭାଲୁ ଆକ୍ରମଣରେ ମା’, ଝିଅ ଗୁରୁତର

ମାଲକାନଗିରି,୧୬।୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅନ୍ତର୍ଗତ କିଷାନୀପଡ଼ା ଗ୍ରାମରେ ଭାଲୁ ଆକ୍ରମଣରେ ମା’, ଝିଅ ଗୁରୁତର ହୋଇଛନ୍ତି। ଉଭୟଙ୍କୁ ମାଳକାନଗିରି ଜିଲା ମୁଖ୍ୟ ଚିକିତ୍ସାଳୟରେ...

Advertisement
Archives

Model This Week