ବିଶୋଧନ ହେଲା ଖଣି ଅଞ୍ଚଳ

କେନ୍ଦୁଝର, ୧୬ା୪(ସ୍ବ.ପ୍ର.)-ବାଂଶପାଳ ବ୍ଲକ ଶୁଆକାଟି ଖଣି ଅଞ୍ଚଳରେ ବିଭିନ୍ନ ଗ୍ରାମ ରାସ୍ତାଘାଟକୁ ବୁଧବାର ବିଶୋଧନ କରାଯାଇଛି। କଳିଙ୍ଗ କମର୍ସିଆଲ କର୍ପୋରେଶନ ପକ୍ଷରୁ ଇଚିଣ୍ଡା, ତଳ କଇଁସରୀ, ଓଏମ୍‌ସି ଅଫିସ, ଓଏମସି କଲୋନୀ, ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସିରେ ଏହି କାର୍ଯ୍ୟ ଅନୁଷ୍ଠିତ ହୋଇଥିବା ସଂସ୍ଥାର ମାନବ ସମ୍ବଳ ଅଧିକାରୀ ଅକ୍ଷୟ ପାଲ ସୂଚନା ଦେଇଛନ୍ତି। ମୁଖ୍ୟ ପ୍ରବନ୍ଧକ ଜି. ଶ୍ରୀ କୁମାର ଓ ମେକାନିକାଲ ମୁଖ୍ୟ ଭକ୍ତ ପ୍ରସାଦ ସେଠୀଙ୍କ ତତ୍ତ୍ୱବଧାନ ଓ ସରକାରଙ୍କ ଗାଇଡ଼ଲାଇନରେ ବିଶୋଧନ କରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଭାଇଙ୍କ ମୃତଦେହ ଦେଖି ସାନଭାଇଙ୍କ ମୃତ୍ୟୁ

ବାଲୁଗାଁ,୨୭।୧୦(ଡି.ଏନ.ଏ.): ବଡ଼ଭାଇଙ୍କ ମୃତ୍ୟୁ ଖବର ପାଇ ଦୁଃଖରେ ମ୍ରିୟମାଣ ହୋଇଗଲେ ସାନଭାଇ। ଭାଇଙ୍କ ମୃତଦେହ ଦେଖି ଚେତା ହରାଇଲେ ସେ। ଡାକ୍ତରଖାନା ନେବା ବାଟରେ ମୃତ୍ୟୁ...

ଲୋଇସିଂହାରେ ସାମାଜିକ ଦୂରତ୍ୱକୁ ମାନୁନାହାନ୍ତି ଲୋକେ: ବ୍ୟାଙ୍କରେ ପାସ୍‌ବୁକ୍‌ ପ୍ରିଣ୍ଟ ବେଳେ ଧମ୍ବା ଧାଡ଼ି, ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ଲୋଇସିଂହା,୧୦।୪(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହାସ୍ଥିତ ଏସ୍‌ବିଆଇ ବ୍ୟାଙ୍କ ପାସ୍‌ବୁକ ପ୍ରିଣ୍ଟର ମେଶିନ ଆଗରେ ଶୁକ୍ରବାର ପ୍ରିଣ୍ଟ ପାଇଁ ଉପଭୋକ୍ତାଙ୍କ ନାହିଁ ନ ଥିବା ଭିଡ଼ ଦେଖିବାକୁ...

ସାପ କାମୁଡ଼ାରେ ୨ ମୃତ, ଜଣେ ଗୁରୁତର

କେନ୍ଦୁଝର/ଢେଙ୍କିକୋଟ, ୧୨ା୬ (ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ଜିଲାରେ ୩ଟି ପୃଥକ ସ୍ଥାନରେ ସାପ କାମୁଡାରେ ଜଣେ ନାବାଳିକା ଓ ଜଣେ ମହିଳାଙ୍କ ମଙ୍ଗଳବାର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ...

ଶୂନ୍ୟ ହେଉଛି କୁପାରୀ ପୁଣ୍ୟଭୂମି: ଏବେ ମାଙ୍କଡ଼ା ଖଣି ଉପରେ ଲୋଲୁପ ଦୃଷ୍ଟି

ଖଇରା, ୨୧।୧୨ – ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ କୁପାରୀ ସାଂସ୍କୃତିକ ପୀଠ ପୁଣ୍ୟଭୂମି ଭାବେ ସାରା ଓଡିଶାରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି...

କଳା, ବାଣିଜ୍ୟ ବିଭାଗ ଭାଷା ପରୀକ୍ଷାରେ ୭ ମାଲପ୍ରାକ୍ଟିସ୍‌

ବ୍ରହ୍ମପୁର ଅଫିସ,୫ା୩ – ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ୨ ପରୀକ୍ଷାର ଦ୍ୱିତୀୟ ଦିନ ବୁଧବାର କଳା ଓ ବାଣିଜ୍ୟ ବିଭାଗର...

ଅନୁଗୋଳର ନୂତନ ଜିଲାପାଳ ଭାବେ କାର୍ଯ୍ୟରେ ଯୋଗଦେଲେ ସିଦ୍ଧାର୍ଥ ସ୍ବାଇଁ

ଅନୁଗୋଳ ଅଫିସ,୧୪ା୯: ଅନୁଗୋଳ ଜିଲାରେ ନୂତନ ଜିଲାପାଳ ଭାବେ ୨୦୧୪ ବ୍ୟାଚ୍‌ର ଆଇଏଏସ୍‌ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ସୋମବାର ପୂର୍ବାହ୍ନରେ କାର୍ଯ୍ୟରେ ଯୋଗଦେଇଛନ୍ତି। ଜିଲା କାର୍ଯ୍ୟାଳୟଠାରେ...

ଦିନକ ପରେ ଦୀପାବଳି: ବ୍ୟବସାୟୀଙ୍କୁ ମିଳିଲାନି ଲାଇସେନ୍ସ, ବାଣ ବଜାର ଖୋଲିବା ନେଇ ଅନିଶ୍ଚିତତା

ବ୍ରହ୍ମପୁର ଅଫିସ,୨୬ା୧୦-ଦିନକ ପରେ ରବିବାର ପବିତ୍ର ଦୀପାବଳି। ଦକ୍ଷିଣ ଓଡ଼ିଶାର ଏକମାତ୍ର ବୃହତମ ବାଲୁଙ୍କେଶ୍ୱର ବାଣ ବଜାର ଏ ଯାଏ ଖୋଲିନାହିଁ। ଶୁକ୍ରବାର ସନ୍ଧ୍ୟା ସୁଦ୍ଧା...

୧୯ ଦିନ ବିତିଲା, ମଦମୃତ୍ୟୁ ସଂଖ୍ୟା ଅସ୍ପଷ୍ଟ

ଭଦ୍ରକ ଅଫିସ, ୨୦।୫ – ଭଦ୍ରକ ଜିଲାରେ ମଦମୃତ୍ୟୁ ଘଟଣାକୁ ୧୯ ଦିନ ବିତିଲାଣି। ନିର୍ବାଚନ ସମୟରେ ଭୋଟରଙ୍କୁ ହାତେଇବା ପାଇଁ ଏକ ନିର୍ଦ୍ଦିଷ୍ଟ ଦଳ...

Advertisement
Archives

Model This Week