ବିଶୋଧନ ହେଲା ଖଣ୍ଡପଡ଼ା ସହର

ଖଣ୍ଡପଡା,୧୦ା୪(ସ୍ବ.ପ୍ର.): ଖଣ୍ଡପଡା ଅଗ୍ନିଶମ ବିଭାଗ ପକ୍ଷରୁ ସହରର ମୁଖ୍ୟ ରାସ୍ତା, ସରକାରୀ କାର୍ଯ୍ୟାଳୟ ଓ ବିଭିନ୍ନ ଅନୁଷ୍ଠାନ ପରିସରକୁ ବିଶୋଧନ କରାଯାଇଛି। ଅଗ୍ନିଶମ କର୍ମଚାରୀମାନେ ଗୁରୁବାର ସକାଳେ ବିଶୋଧନ କରିଥିବାବେଳେ ଖଣ୍ଡପଡା ଏନ୍‌ଏସି ଅଧିକାରୀମାନେ ବିଭିନ୍ନ ସାହିବସ୍ତିରେ ବ୍ଲିଚିଂ ପାଉଡର ପକାଇବା ସହ ନାଳ ନର୍ଦ୍ଦମା ଆଦି ସଫା କରିଥିଲେ। ମହାମାରୀ କରୋନା ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ଏଭଳି ପଦକ୍ଷେପ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

ଆଦାନୀ ସହ ବଡ଼ ଚୁକ୍ତି ସ୍ବାକ୍ଷର କଲେ ଓଡ଼ିଶା ସରକାର: ସୃଷ୍ଟି ହେବ ୫୩,୫୦୦ ନୂଆ ନିଯୁକ୍ତି

ଭୁବନେଶ୍ୱର,୨।୭: ଆଦାନୀ ଏଣ୍ଟରପ୍ରାଇଜେସ ଲିମିଟେଡ ଏବଂ ଓଡ଼ିଶା ସରକାରଙ୍କ ମଧ୍ୟରେ ଏକ ବଡ଼ ଚୁକ୍ତି ସ୍ବାକ୍ଷରିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଲୋକସେବା ଭବନରେ…

ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍‌ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…

କ୍ରାଶ ହେଲା ନୌସେନାର MH-60 ହେଲିକପ୍ଟର, ଆରବ ସାଗରରେ ଜରୁରୀକାଳୀନ ଅବତରଣ ସମୟରେ ଘଟିଲା…

ଓ୍ବାଶିଂଟନ,୨।୭: ଆରବ ସାଗରରେ ଜରୁରୀକାଳୀନ ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏକ ଆମେରିକୀୟ ନୌସେନା MH-60S ସିହକ୍ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ତିନି ଜଣ କ୍ରୁ…

ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା

ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…

ମାତ୍ର ୧୦୦ ଦିନରେ ଶାହରୁଖଙ୍କ ସ୍ବପ୍ନ ହେଲା ପୂରଣ: ଏବେ…

ନୂଆଦିଲ୍ଲୀ,୨।୭: ଅଭିନେତା ଶାହରୁଖ ଖାନଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇଛି। ତାଙ୍କ ସ୍ବପ୍ନ ପୂରଣ କରିଛନ୍ତି ଆଇସିସି ଅଧ୍ୟକ୍ଷ ଜୟ ଶାହ। ଏଥିପାଇଁ ଶାହରୁଖ ତାଙ୍କୁ…

ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର

ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି…

ରେଳ ଷ୍ଟେସନରେ ଚାଞ୍ଚଲ୍ୟ! ମା’ କୋଳରେ ଶୋଇଥିବା ପୁଅକୁ ଅପହରଣ, ସିସିଟିଭିରେ…

ହାଇଦ୍ରାବାଦ,୨।୭: ଦେଶର ସବୁଠାରୁ ବ୍ୟସ୍ତବହୁଳ ରେଳ ଷ୍ଟେସନ ମଧ୍ୟରୁ ହାଇଦ୍ରାବାଦର ସିକନ୍ଦରାବାଦ ରେଳ ଷ୍ଟେସନ ଅନ୍ୟତମ । ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଅପହରଣ ଘଟଣା ସାମ୍ନାକୁ ଆସିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri