ବିଶୋଧନ ହେଲା ଜନଗହଳି ସ୍ଥାନ

ଛେଣ୍ଡିପଦା, ୭ା୪(ସ୍ବ.ପ୍ର.)- ଅନୁଗୋଳ ଜିଲା ଛେଣ୍ଡିପଦାର ବିଭିନ୍ନ ଜନଗହଳି ସ୍ଥାନକୁ ମଙ୍ଗଳବାର ବିଶୋଧନ କରାଯାଇଛି ।ଅଗ୍ନିଶମ ବିଭାଗ ସେକ୍ସନ ଅଧିକାରୀ ମନୋରଞ୍ଜନ ବିଶ୍ବାଳଙ୍କ ନେତୃତ୍ୱରେ ଛେଣ୍ଡିପଦା ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁନୀଲ କୁମାର କେରକେଟା, ମାଜିଷ୍ଟ୍ରେଟ ତଥା ଛେଣ୍ଡିପଦା ତହସିଲଦାର ଡାନିଏଲ ଏକ୍କା, ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ପ୍ରଧାନ, ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ମହାମିଳନ ମୁର୍ମୁ, ପୂର୍ବତନ ଜିଲା ପରିଷଦ ସଭ୍ୟ ଦିଲିପ କୁମାର ବେହେରାଙ୍କ ଉପସ୍ଥିତିରେ ଛେଣ୍ଡିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ଛେଣ୍ଡିପଦା ଥାନା ଓ ବଜାରକୁ ସାନିଟାଇଜ କରାଯାଇଛି । ଆଗାମୀ ଦିନରେ ବ୍ଲକର ସମସ୍ତ ଜନଗହଳି ସ୍ଥାନଗୁଡିକୁ ବିଶୋଧନ କରାଯିବ ବୋଲି ଅଗ୍ନିଶମ ସେକ୍କନ ଅଧିକାରୀ ବିଶ୍ୱାଳ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବାଧ, ନିରପେକ୍ଷ ନିର୍ବାଚନ ପାଇଁ ସଚେତନତା କାର୍ଯ୍ୟକ୍ରମ

ବାଲେଶ୍ୱର ଅଫିସ, ୨୦।୪-ବାଲେଶ୍ୱର ସହର ଆଇଟିଆଇ ସ୍ଥିତ ଏକ ଘରୋଇ ସମ୍ମିଳନୀ କକ୍ଷରେ ମାନବାଧିକାର ଇଲେକ୍ସନ ୱାଚ୍‌ କମିଟି ପକ୍ଷରୁ ଅବାଧ ଓ ନିରପେକ୍ଷ ନିର୍ବାଚନ...

କରୋନା ଛଡ଼ାଇନେଲା ସବୁ, ପଢ଼ିବା, ଚଳିବା କଷ୍ଟ

ପୋଲସରା,୧୨ା୫(ଡି.ଏନ.ଏ.)-ସାରା ବିଶ୍ୱକୁ ଗ୍ରାସିଛି କରୋନା। ଏଥିରେ ଗଲାଣି ୨ ଲକ୍ଷରୁ ଊର୍ଦ୍ଧ୍ୱ ଜୀବନ। କରୋନାକୁ ନେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ତରଫରୁ ବହୁ ପ୍ରଚେଷ୍ଟା...

ଚାଳରେ କୁକୁଡ଼ା ଚଢ଼ିବାକୁ ନେଇ ଗୋଷ୍ଠୀ ସଂଘର୍ଷ: ୮ କୋର୍ଟ ଚାଲାଣ

କୁକୁଡ଼ାଖଣ୍ଡି,୫ା୭(ଡି.ଏନ.ଏ.)- କୁକୁଡ଼ାଖଣ୍ଡି ଦଳିତ ସାହିରେ ଜଣଙ୍କ ଚାଳରେ କୁକୁଡ଼ା ଚଢ଼ିବା ଘଟଣାକୁ ବୁଧବାର ରାତିରେ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି । ଆକ୍ରମଣ ପ୍ରତି...

ବୌଦ୍ଧ ଜିଲାପାଳଙ୍କ ପୁରୁଣା କୋଠା ହେବ ସଂଗ୍ରହାଳୟ

ବୌଦ୍ଧ, ୪ା୧୨(ସ୍ବ.ପ୍ର.) ବୌଦ୍ଧ ଜିଲାପାଳଙ୍କ ପୁରୁଣା କୋଠା ସଂଗ୍ରହାଳୟ ହେବାକୁ ଯାଉଛି ା ଏଥିପାଇଁ ପ୍ରଶାସନିକ ସ୍ତରରେ ନିଷ୍ପତ୍ତି ହୋଇଛି ା ତଦନୁଯାୟୀ ପ୍ରାଥମିକ କାମ...

ଗୁଳି ଫୁଟାଇ ଫାଇନାନ୍ସ କର୍ମଚାରୀଙ୍କଠାରୁ ଟଙ୍କା ଲୁଟ୍‌ ଉଦ୍ୟମ

ବାହାନଗା/ସୋର, ୨୮।୧୧(ଡି.ଏନ୍‌.ଏ.)- ବାଲେଶ୍ୱର ଜିଲା ସୋର ଥାନା ଅନ୍ତର୍ଗତ ଜାତୀୟ ରାଜପଥ ନାୟକ ବନ୍ଧ ଛକରେ ବୁଧବାର ମଧ୍ୟାହ୍ନରେ ୩ ଜଣ ଡକାୟତ ବାଇକ୍‌ରେ ଆସି...

କଡ଼ା ସୁରକ୍ଷାରେ ମାଟ୍ରିକ ପରୀକ୍ଷା: କାମାକ୍ଷାନଗରର ୧୧ଟି ବିଦ୍ୟାଳୟରେ ୧୪୪ ଧାରା ଜାରି

କାମାକ୍ଷାନଗର,୨୪।୨(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡରେ ସୋମବାର ମାଟ୍ରିକ ପରୀକ୍ଷା ସୁରକ୍ଷା ଦୃଷ୍ଟିରୁ ୧୧ଟି ବିଦ୍ୟାଳୟରେ ୧୪୪ ଧାରା ଜାରି କରାଯାଇଛି। ସେଗୁଡିକ ହେଲା କାମାକ୍ଷାନଗର...

ଭାପୁର ମନରେଗା କାର୍ଯ୍ୟକ୍ରମ ଦୁର୍ନୀତି: ଜେଇଙ୍କ ପରେ ଭାରପ୍ରାପ୍ତ ଏଇଇ ନିଲମ୍ବିତ

ନୟାଗଡ଼ ଅଫିସ/ଭାପୁର,୧୭ା୧୧(ଡି.ଏନ୍‌.ଏ.): ଭାପୁର ମନରେଗା କାର୍ଯ୍ୟକ୍ରମ ଦୁର୍ନୀତି ଅଭିଯୋଗରେ ଛନ୍ଦି ହୋଇଥିବା ତତ୍କାଳୀନ ଭାପୁର ବ୍ଲକ ଜେଇ ଅର୍ଦ୍ଧେନ୍ଦୁ ଶେଖର ଷଡ଼ଙ୍ଗୀ ନିଲମ୍ବନ ପରେ ପୁଣି...

ଶୀତଳପୁରକୁ ବିପଦ ସାଳନ୍ଦୀ

ଆରଡ଼ି, ୧୧।୫ (ଡି.ଏନ.ଏ.) – ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଆରଡ଼ି ପଞ୍ଚାୟତ ଶୀତଳପୁର ଗାଁ ଦେଇ ବହି ଯାଇଛି ସାଳନ୍ଦୀ ନଦୀ। ଏହି...

Advertisement
Archives

Model This Week