ବିଶୋଧନ ହେଲା ସ୍ବର୍ଗଦ୍ୱାର

ପୁରୀ ଅଫିସ,୧୬ା୪: କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ସାମାଜିକ ଦୂରତା ଓ ବିଶୁଦ୍ଧୀକରଣ ଉପରେ ଗୁରୁତ୍ୱ ଦିଆଯାଉଛି। ତେବେ ପୁରୀର ସବୁଠୁ ସମ୍ବେଦନଶୀଳ କୁହାଯାଉଥିବା ସ୍ବର୍ଗଦ୍ୱାର ଅଞ୍ଚଳକୁ ସାନିଟାଇଜ କରାଯାଇ ନ ଥିଲା। ଏ ନେଇ ବୁଧବାର ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନର ଚେତା ପଶିଥିଲା। ସକାଳେ ସ୍ବର୍ଗଦ୍ୱାର ପରିସର ଏବଂ ଏହାର ଆଖପାଖ ଅଞ୍ଚଳ ସମେତ ବେଳାଭୂମି ରାସ୍ତାକୁ ବିଶୋଧନ କରାଯାଇଛି। ଅଗ୍ନିଶମ ବାହିନୀ କର୍ମଚାରୀମାନେ ଏହିସବୁ ଅଞ୍ଚଳରେ ସୋଡିୟମ ହାଇପୋକ୍ଲୋରାଇଡ୍‌ କେମିକାଲଯୁକ୍ତ ସ୍ପ୍ରେ କରିଛନ୍ତି। ଜିଲା ସହକାରୀ ଅଗ୍ନିଶମ ଅଧିକାରୀ ପ୍ରଦୀପ କୁମାର ରାଉତଙ୍କ ନେତୃତ୍ୱରେ ଏହି ବିଶୁଦ୍ଧୀକରଣ କାର୍ଯ୍ୟ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଦୁର୍ଦ୍ଦାନ୍ତ ହାଇୱେ ଲୁଟେରା ଗିରଫ

ବଲାଙ୍ଗୀର ଅଫିସ, ୨୫ା୯: ବଲାଙ୍ଗୀର ଜିଲା ପୁଇଁତଲା ଥାନା ପୋଲିସ ଦୁଇ ଦୁର୍ଦ୍ଦାନ୍ତ ହାଇୱେ ଲୁଟେରାଙ୍କୁ ବୁଧବାର ଗିରଫ କରି କୋର୍ଟଚାଲାଣ କରିଛି । ଗିରଫ...

ମୁମ୍ବାଇରୁ ସାଇକେଲ୍‌ରେ ମୟୂରଭଞ୍ଜ: ୧୦ ଦିନରେ୧୬ଶହ କି.ମି. ଆସିଲେ ଯୁବକ

ଉଦଳା,୧ା୫(ଡି.ଏନ୍‌.ଏ.)- ମୁମ୍ବାଇରୁ ମୟୂରଭଞ୍ଜ ଦୀର୍ଘ ୧୬ ଶହ କି.ମି. ଯାତ୍ରା। ମୟୂରଭଞ୍ଜ ଜିଲାର ଦିବ୍ୟରଞ୍ଜନ ଲେଙ୍କା ନାମକ ଜଣେ ଯୁବକ ସାଇକେଲ ଚଲାଇ ୧୦ଦିନରେ ଆସି...

ଚଳନ୍ତା କାର୍‌ରେ ନିଆଁ: ବର୍ତ୍ତିଗଲା ୨ ଜୀବନ

ସୁନ୍ଦରଗଡ଼,୧୬।୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ସହର ସରକାରୀ କଲେଜ ରୋଡ୍‌ କାଳୀମଣ୍ଡପ ନିକଟରେ ଏକ ଚଳନ୍ତା କାର୍‌ରେ ସୋମବାର ସକାଳେ ହଠାତ୍‌ ନିଆଁ ଲାଗିଯାଇଛି। କାର୍‌ରେ ଥିବା ଚାଳକ...

ଆଦିତ୍ୟ ମୃତ୍ୟୁ ମାମଲା: ସେବାଶ୍ରମରେ କ୍ରାଇମ୍‌ବ୍ରାଞ୍ଚର ଖୋଳତାଡ଼

ଭୁବନେଶ୍ୱର,୨।୮(ବ୍ୟୁରୋ): ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ଶନିବାର କ୍ରାଇମ୍‌ବ୍ରାଞ୍ଚର ୪ ଜଣିଆ ଟିମ୍‌ ସୁନ୍ଦରପଦାସ୍ଥିତ ପିପୁଲ ଫର୍‌ ସେବାଶ୍ରମକୁ ଯାଇ ଛାନଭିନ୍‌ କରିଛି। ସେବାଶ୍ରମରେ...

ଘର ଭାଂଗବାର ୫ ବଛର ବିତଲା:ତାରପଲିନ୍‌ ତଲେ ବୁଢ଼ାବୁଢ଼ି, ପରହର ଘରେ ପୁଓବହ

ଅତାବିରା, ୨୮।୬ (ଡି.ଏନ୍‌.ଏ): ବରଗଡ଼ ଜିଲା ଭେଡ଼େନ ବ୍ଲକ ଦେଶଭଟିଲି ପଁଚେତ୍‌ ଉଦେପୁର ଗଁାର କୃଷ୍ଣ ବନଛୁର(୬୪)। ସେ ଝନେ ନିହାତି ଗରିବ୍‌ ହେଇଥିଲାବେଲେ ୫...

ଓଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର, ୮।୭(ବ୍ୟୁରୋ): ରାଜ୍ୟ ସରକାର ମଙ୍ଗଳବାର ଓଏଏସ୍‌ ଅଫିସର ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତି...

୨ ଅଟୋ ସହ ଗଞ୍ଜେଇ ଜବତ, ୩ ଗିରଫ

ଫିରିଙ୍ଗିଆ,୪ା୧୨: ବେଆଇନ ଗଞ୍ଜେଇ ଚାଲାଣ କରୁଥିବା ୨ଟି ଅଟୋକୁ ଫିରିଙ୍ଗିଆ ପୋଲିସ ଜବତ କରିବା ସହ ୩ ଜଣଙ୍କୁ ଗିରଫ କରିଛି। ଏଥିରେ ଜଣେ ନାବାଳକ...

ଜୁଲାଇ ୩୧ ଯାଏ ମୋ’ ବସ୍‌ ସେବା ବନ୍ଦ

ଭୁବନେଶ୍ୱର,୧୭।୭(ବ୍ୟୁରୋ)-ସାରା ରାଜ୍ୟରେ ଦିକୁ ଦିନ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଜି ରାତି ୯ଟାରୁ ଜୁଲାଇ ୩୧...

Advertisement

BGU

Archives

Model This Week

Why Dharitri