ବିଶୋଧିତ ହେଉନି ପଟ୍ଟାମୁଣ୍ଡାଇ ପୌରାଞ୍ଚଳ:ଟୁଇଟ୍‌ କରି ଅଭିଯୋଗ କଲେ ଆଇନଜୀବୀ

ପଟ୍ଟାମୁଣ୍ଡାଇ, ୨୬।୪ (ସ୍ବ.ପ୍ର.)-ମହାମାରୀ କରୋନାର ପ୍ରତିଷେଧକ ଟିକା ଏ ଯାଏ ବାହାରି ପାରି ନ ଥିବା ବେଳେ ଭାରତ ସମେତ ସମଗ୍ର ବିଶ୍ୱରେ ଏହି ଭୂତାଣୁ ଦୈନିକ ହଜାର ହଜାର ଜୀବନ ନେବାରେ ଲାଗିଛି। ଏହି ଭୂତାଣୁ ସଂକ୍ରମଣ ରୋକିବା ପାଇଁ ସାରା ଦେଶକୁ ମେ ୩ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ କରାଯାଇଥିବା ବେଳେ ଜନଗହଳି ସ୍ଥାନ ଓ ରାସ୍ତାଘାଟକୁ ବିଶୋଧିତ କରାଯାଉଛି। ହେଲେ ପଟ୍ଟାମୁଣ୍ଡାଇ ମ୍ୟୁନିସିପାଲିଟିରେ ଏଥିରେ ବ୍ୟତିକ୍ରମ ଦେଖାଦେଇଛି। ମ୍ୟୁନିସିପାଲିଟି ଅଧୀନ ରାସ୍ତା ଓ ଗଳିରୁ ଅଳିଆ ସଫା ଓ ବିଶୋଧନ କାର୍ଯ୍ୟ ନାମକୁ ମାତ୍ର କରାଯାଉଛି। ପୌରପରିଷଦରେ ୫୮ ଜଣ ସଫେଇ କର୍ମଚାରୀ କାର୍ଯ୍ୟ କରୁଥିବା ବେଳେ ପୌରାଞ୍ଚଳରେ ସଫେଇ କାର୍ଯ୍ୟ ଠିକ୍‌ ଭାବେ କରାଯାଉ ନ ଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଏ ଦିଗରେ ପଦକ୍ଷେପ ଗ୍ରହଣ କରିବା ପାଇଁ ବରିଷ୍ଠ ଆଇନଜୀବୀ ବିଜୟ କେତନ ସ୍ବାଇଁ ମୁଖ୍ୟମନ୍ତ୍ରୀଙ୍କ ସମେତ ୫-ଟି ସଚିବ, କେନ୍ଦ୍ରାପଡ଼ା ଜିଲାପାଳ ଓ ସ୍ବାସ୍ଥ୍ୟ ସଚିବଙ୍କୁ ଟୁଇଟ କରି ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ-ମାଓବାଦୀ ଗୁଳି ବିନିମୟ : ଯବାନ ଶହୀଦ

ମାଲକାନଗିରି,୧୯ା୨(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡର ସୁକୁମା ଜିଲାରେ ବୁଧବାର ପୋଲିସ-ଲାଲବାହିନୀ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ଜଣେ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ବେଳେ...

ଛତ୍ରପୁର ୬ ଦିନିଆ ଶଟ୍‌ଡାଉନ: ହେବ ସମସ୍ତଙ୍କ ସ୍ବାସ୍ଥ୍ୟ ସ୍କ୍ରିନିଂ

ଛତ୍ରପୁର, ୩୦।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁର ଏନ୍‌ଏସିକୁ ୬ ଦିନ ସମ୍ପୂର୍ଣ୍ଣ ଶଟ୍‌ଡାଉନ କରାଯାଇଛି। ମଙ୍ଗଳବାର ପ୍ରଥମ ଦିନରେ ଛତ୍ରପୁର ସହର ଖାଁ ଖାଁ...

ଆବାସ ଯୋଜନାରେ ଲାଞ୍ଚ କାରବାର

ଖଣ୍ଡପଡ଼ା,୨୫।୬(ଅଜୟ କୁମାର ମହାରଣା)ଦାରିଦ୍ର୍ୟର ସୀମାରେଖା ତଳେ ବସବାସ କରୁଥିବା ଜନସାଧାରଣଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ପାଇଁ କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ଆବାସ ଓ ରାଜ୍ୟ...

ଯୁବକଙ୍କୁ ଗୁଳିମାଡ, କାରଣ ଅସ୍ପଷ୍ଟ

ଛତ୍ରପୁର,୨୬ା୧୦(ଡି.ଏନ୍‌.ଏ.): ଛତ୍ରପୁର ଥାନା ସିଙ୍ଗିପୁର ଗ୍ରାମର ସୁଶାନ୍ତ ପାତ୍ର (୪୫)ଉପରେ ଶୁକ୍ରବାର ରାତିରେ ଗୁଳିମାଡ ହୋଇଛି। ତାଙ୍କୁ ଆହତ ଅବସ୍ଥାରେ ସ୍ଥାନୀୟ ଲୋକେ ଛତ୍ରପୁର ହସ୍‌ପିଟାଲକୁ...

ହାତୀ ନେଲା ଚାଷୀଙ୍କ ଜୀବନ

ଢେଙ୍କାନାଳ ଅଫିସ,୩୦।୪: ଢେଙ୍କାନାଳ ଜିଲା ସଦର ଥାନା ଅନ୍ତର୍ଗତ ଗୋବିନ୍ଦପୁର ଫାଣ୍ଡି ବଳଦିଆବନ୍ଧ ପଞ୍ଚାୟତ କୁରମଟାଙ୍ଗର ଗ୍ରାମରେ ରବିବାର ହାତୀ ଆତଙ୍କ ଦେଖାଦେଇଛି। ଦନ୍ତା ଆକ୍ରମଣରେ...

ସିମୁଳିଆରେ ପ୍ରାଣୀ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ

ସିମୁଳିଆ,୨୪ା୭(ସନ୍ତୋଷ କୁମାର ନାୟକ): ସମଗ୍ର ଜୀବସମାଜ ପାଇଁ ପ୍ରାଣୀମାନଙ୍କ ଅବଦାନ ଅତୁଳନୀୟ। କଥା କହିପାରୁ ନ ଥିବା ଏହି ପ୍ରାଣୀଙ୍କୁ ସରକାର ସମ୍ପଦ ରୂପେ ଗ୍ରହଣ...

ପାଏନ୍‌ ସମସିଆ ସଂଗେ ଯୁଝୁଛନ୍‌ ୨ ଗାଁବାସୀ

ମନମୁଣ୍ଡା, ୧୨।୬ (ଡି.ଏନ୍‌.ଏ): ବୌଦ୍ଧ ଜିଲା ମନମୁଣ୍ଡା ପଁଚେତ୍‌ର ମହୁଲବାହାଲି ଆର କଲତାପାଲି ଗଁାରେ ପାଏନ୍‌ ସଁକଟ ଦେଖାଦେଇଛେ। ଇ ଗଁାର ଲୋକ୍‌ ବରଷା ପାଏନ୍‌...

ବେଆଇନ ଖଣି ଖନନ: ଜିଲାପାଳଙ୍କ କୋର୍ଟରେ ଶୁଣାଣି, ୩ ଖଣି ମାଲିକଙ୍କ ସମ୍ପତ୍ତି ବାଜ୍ୟାପ୍ତି ଲାଗି ନିର୍ଦ୍ଦେଶ

କେନ୍ଦୁଝର, ୧୭।୮(ସ୍ବ.ପ୍ର.): କେନ୍ଦୁଝର ଜିଲାପାଳଙ୍କ କୋର୍ଟରେ ଶନିବାର ବେଆଇନ ଖଣି ଖନନ ନେଇ ଜରିମାନା ଦେଇ ନ ଥିବା ୩ ଖଣି ମାଲିକଙ୍କ ମାମଲାର ଚୂଡାନ୍ତ...

Advertisement
Archives

Model This Week