ବିଶୋଧିତ ହେଲା ଏରେଇଁ ଅଞ୍ଚଳ

ଭଦ୍ରକ ଅଫିସ,୬ା୪: ଭଦ୍ରକ ଉପକଣ୍ଠ ଏରେଇଁ ଅଞ୍ଚଳକୁ ସୋମବାର ସକାଳୁ ଅଗ୍ନିଶମ ବିଭାଗ ଦ୍ୱାରା ବିଶୋଧିତ କରାଯାଇଛି। ଜିଲା ଅଗ୍ନିଶମ ଅଧିକାରୀ ରମେଶ ଚନ୍ଦ୍ର ବେହେରାଙ୍କ ନେତୃତ୍ୱରେ ଏହି ଅଞ୍ଚଳରେ ବିଶୋଧକ ସିଞ୍ଚନ କରାଯାଇଛି।
ସୂଚନାଯୋଗ୍ୟ, ଭଦ୍ରକ ଅଞ୍ଚଳରେ କରୋନା ରୋଗୀ ଚି଼ହ୍ନଟ ହେବା ପରେ ସହରର ସମସ୍ତ ୱାର୍ଡରେ ବିଶୋଧକ ସିଞ୍ଚନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉଛୁଳିଲା ଭାର୍ଗବୀ, ତଳିଆ ଅଞ୍ଚଳରେ ପାଣି

ପୁରୀ ଅଫିସ,୨୪ା୮: ହୀରାକୁଦ ଗେଟ୍‌ ଖୋଲାଯିବା ପରେ ମହାନଦୀରେ ବନ୍ୟାଜଳ ପ୍ରବାହିତ ହେଉଛି। ଫଳରେ ଏହାର ଶାଖା ନଦୀଗୁଡ଼ିକ ମଧ୍ୟ ଫୁଲିବାରେ ଲାଗିଛି। ପୁରୀ ଜିଲାର...

ବିରଳ ନୀଳରକ୍ତ କଙ୍କଡ଼ାଙ୍କ ସୁରକ୍ଷା ଚିନ୍ତା

ବାଲେଶ୍ୱର ଅଫିସ, ୧୦।୬-ବିରଳ ନୀଳରକ୍ତ କଙ୍କଡାଙ୍କ ସୁରକ୍ଷା ଏବଂ ଏହି କଙ୍କଡାଙ୍କ ରକ୍ତରେ ଥିବା ଔଷଧୀୟ ଗୁଣ ସମ୍ପର୍କରେ ଅନ୍ତର୍ଜାତୀୟ ସ୍ତରରେ ଗବେଷଣା ଜାରି ରହିଛି।...

ପୁଣି ରାଜ୍ୟରେ ୯ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୯।୯(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ୯ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୯୧ ରେ ପହଞ୍ଚିଥିବା...

ପରିଣତ ବୟସରେ ସକ୍ଷମ

କେନ୍ଦୁଝର, ୫।୭(ସ୍ବ.ପ୍ର.)-ଯେଉଁ ବୟସରେ ନାତିନାତୁଣୀଙ୍କ ସହ ଖେଳାବୁଲା କରିବା କଥା ଓ ଘରେ ବିଶ୍ରାମ କରିବା କଥା ସେହି ବୟସରେ ବାଂଶପାଳ ବ୍ଲକ ଅନ୍ତର୍ଗତ ଠାକୁରଡିହି...

ଆୟୁଷ ମନ୍ତ୍ରଣାଳୟ ବିନା ଅନୁମତିରେ ପ୍ରସ୍ତୁତ ହୋଇଛି ‘କରୋନିଲ୍‌’: ରାମଦେବ-ପତଞ୍ଜଳି ଏମ୍‌ଡିଙ୍କ ବିରୋଧରେ ମାମଲା ଦାଏର

ଜୟପୁର, ୨୮।୬: ଆୟୁଷ ମନ୍ତ୍ରଣାଳୟର ବିନା ଅନୁମତିରେ ପତଞ୍ଜଳି ପକ୍ଷରୁ କୋଭିଡ୍‌-୧୯ ଔଷଧ ‘କରୋନିଲ୍‌’ ପ୍ରସ୍ତୁତ କରାଯାଇଛି। ଏନେଇ ରାଜସ୍ଥାନର ଜ୍ୟୋତି ନଗର ପୋଲିସ୍‌  ଷ୍ଟେଶନରେ...

ସ୍କୁଟର ସିଟ ତଳୁ ନାଗ ଉଦ୍ଧାର

ବାରିପଦା ଅଫିସ,୪।୬- ବାରିପଦା ସହର ତକତପୁର ୱାର୍ଡ ନଂ ୨୭ ଅଞ୍ଚଳର ଜଣେ ବ୍ୟକ୍ତିଙ୍କ ସ୍କୁଟର ସିଟ ତଳୁ ଏକ ନାଗ ସାପ ଉଦ୍ଧାର କରାଯାଇଛି।...

୭ ଦିନ ମଧ୍ୟରେ ଅନିୟମିତତାର ହେବ ତଦନ୍ତ: ଅନଶନରୁ ଓହରିଲା ସିପିଆଇ

ବନ୍ତ, ୧୧।୧୦ (ଡି.ଏନ.ଏ.)- ଭଦ୍ରକ ଜିଲା ବନ୍ତ ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ, ବିଜୁ ପକ୍କାଘର, ସାମାଜିକ ସୁରକ୍ଷା ଆଦି ଯୋଜନାରେ ବିଭିନ୍ନ କାର୍ଯ୍ୟରେ...

ପ୍ରେସର ବୋମା ବିସ୍ଫୋରଣରେ ଯବାନ ଶହୀଦ

ମାଲକାନଗିରି,୩୧ା୭ (ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଦାନ୍ତେୱାଡ଼ା ଜିଲାର ପଦଲି ଗ୍ରାମ ନିକଟରେ ମାଓବାଦୀଙ୍କ ପ୍ରେସର ବୋମା ବିସ୍ଫୋରଣରେ ଜଣେ ସିଆରପିଏଫ ଯବାନ ଶହୀଦ...


Coronavirus Update

Archives

Model This Week

Why Dharitri