ବିଶୋଧିତ ହେଲା ଜନଗହଳି ପୂର୍ଣ୍ଣ ସ୍ଥାନ

ପାଟଣା,୭ା୫(ସ୍ବ.ପ୍ର.): କରୋନା ସଂକ୍ରମଣରେ ଅଙ୍କୁଶ ଲଗାଇବା ପାଇଁ କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ଥାନା,ବ୍ଲକ କାର୍ଯ୍ୟାଳୟ, ଗୋଷ୍ଠୀ ଶିକ୍ଷାକେନ୍ଦ୍ର ପରିସର, ତହସିଲ, ମାର୍କେଟ, ବଜାରର ମୁଖ୍ୟ ରାସ୍ତା ଓ ବ୍ୟାଙ୍କ ଆଦି ସରକାରୀ କାର୍ଯ୍ୟାଳୟ ଓ ଜନଗହଳି ପୂର୍ଣ୍ଣ ସ୍ଥାନକୁ ସୋମବାର ପୂର୍ବାହ୍ନରେ ପାଟଣା ଅଗ୍ନିଶମ ବିଭାଗ ତରଫରୁ ଡିଡିଟି ସିଞ୍ଚନ କରି ବିଶୋଧିତ କରାଯାଇଛି। ଅଗ୍ନିଶମ ବିଭାଗ ଷ୍ଟେସନ ପରିଚାଳକ ମନୋରଞ୍ଜନ ମହାନ୍ତଙ୍କ ନେତୃତ୍ୱରେ ଅଗ୍ନିଶମ କର୍ମଚାରୀ ଚାନ୍ଦରାଇ ସୋରେନ, ରାଇସେନ ମାରାଣ୍ଡି, ଜତୀନ୍ଦ୍ର ଭୋଇ,ପ୍ରଶାନ୍ତ କୁମାର ନାଏକ, ଅକ୍ଷୟ କୁମାର ରାଜ ଓ ମଳୟ ମଲ୍ଲିକ ପ୍ରମୁଖ ଏହି ସିଞ୍ଚନ କାର୍ଯ୍ୟକ୍ରମକରେ ନିୟୋଜିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri