ବିଶୋଧିତ ହେଲା ପାଟଣା ସରକାରୀ କାର୍ଯ୍ୟାଳୟ, ଜନ ଗହଳି ସ୍ଥାନ

ପାଟଣା,୬।୫(ସ୍ବ. ପ୍ର.): ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହି ସଂକ୍ରମଣରେ ଅଙ୍କୁଶ ଲଗାଇବା ପାଇଁ କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ଥାନା, ବ୍ଲକ, ଗୋଷ୍ଠୀ ଶିକ୍ଷାକେନ୍ଦ୍ର ପରିସର, ତହସିଲ, ମାର୍କେଟ, ବଜାରର ମୁଖ୍ୟ ରାସ୍ତା, ବ୍ୟାଙ୍କ, ସରକାରୀ କାର୍ଯ୍ୟାଳୟ ଓ ଜନଗହଳିପୂର୍ଣ୍ଣ ସ୍ଥାନକୁ ସୋମବାର ପୂର୍ବାହ୍ନରେ ପାଟଣା ଅଗ୍ନିଶମ ବିଭାଗ ତରଫରୁ ଡିଡିଟି ସିଞ୍ଚନକରି ବିଶୋଧିତ କରାଯାଇଛି। ଅଗ୍ନିଶମ ବିଭାଗ ଷ୍ଟେଶନ ପରିଚାଳକ ମନୋରଞ୍ଜନ ମହାନ୍ତଙ୍କ ନେତୃତ୍ୱରେ ଅଗ୍ନିଶମ କର୍ମଚାରୀ ଚାନ୍ଦରାଇ ସୋରେନ, ରାଇସେନ ମାରାଣ୍ଡି, ଜତିନ୍ଦ୍ର ଭୋଇ, ପ୍ରଶାନ୍ତ କୁମାର ନାଏକ, ଅକ୍ଷୟ କୁମାର ରାଜ, ମଳୟ ମଲ୍ଲିକ ପ୍ରମୁଖ ଏହି କାର୍ଯ୍ୟରେ ନିୟୋଜିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଠୁଏ କାଦୁଅ ପାଲଟିଛି ଯିବାଆସିବା ରାସ୍ତା

କୋକସରା,୩୦।୮(ଡି.ଏନ୍‌.ଏ.): ବାରମ୍ବାର ରାସ୍ତାରେ କାମ ହେଉଛି, ହେଲେ ସୁଧୁରୁନାହିଁ ରାସ୍ତା ଅବସ୍ଥା। ଅଳ୍ପ ବର୍ଷା ହେଲେ ଆଣ୍ଠୁଏ କାଦୁଅରେ ଯାତାୟାତ କରୁଛନ୍ତି କଳାହାଣ୍ଡି ଜିଲା କୋକସରା...

‘ନିର୍ବାଚନ ବାତିଲ, ଗଣତନ୍ତ୍ରର ହତ୍ୟା’

ବ୍ରହ୍ମପୁର ଅଫିସ୍‌,୨୪ା୮-କ୍ୟାମ୍ପସ୍‌ରେ ବିଶୃଙ୍ଖଳା ଆଶଙ୍କାରେ ଚଳିତ ବର୍ଷ ଛାତ୍ର ସଂସଦ ନିର୍ବାଚନକୁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବନ୍ଦକରି ଦିଆଯାଇଛି। ଏହାକୁ ଅନେକ ଛାତ୍ର ସଂଗଠନ...

ସିଆରଜେଡ଼ ଜନଅଭିଯୋଗ ଶୁଣାଣି: ଆସିଲେନି ବିଭାଗୀୟ ଅଧିକାରୀ, ତହସିଲଦାର ହଟହଟା

ବାଲିଆପାଳ,୧୩।୧(ସ୍ବ.ପ୍ର.)-ସାମୁଦ୍ରିକ ତଟବର୍ତ୍ତୀ ପରିଚାଳନା ଜୋନ (ସିଆରଜେଡ୍‌)ର ପ୍ରସ୍ତାବିତ ନକ୍ସା ସମ୍ପର୍କରେ ଲୋକଙ୍କୁ ଅବଗତ କରାଇବା ଏବଂ ଲୋକଙ୍କଠାରୁ ଅଭିଯୋଗ ଶୁଣିବା ପାଇଁ ବାଲିଆପାଳ ତହସିଲଦାର ସୋମବାର...

୩ ପୋଲିସ କର୍ମଚାରୀଙ୍କ ସମେତ ଭ୍ୟାନକୁ ଅଟକ ରଖିଲେ ଗ୍ରାମବାସୀ

ପାଟଣା, ୧୬।୮(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ଥାନାର ଭ୍ୟାନ ସମେତ ୩ ଜଣ ପୋଲିସ କର୍ମଚାରୀଙ୍କୁ ଟଭାସରୁଆ ଗ୍ରାମବାସୀ ଗୁରୁବାର ରାତିରେ ଅଟକ ରଖି ପୋଲିସ ବ୍ୟବସ୍ଥା...

ଜନମତ ସ୍ଥିର ଥିବା ସଙ୍କେତ

ଯାଜପୁର ଅଫିସ,୨୩ା୧: ତ୍ରିସ୍ତରୀୟ ଶାସନ ବ୍ୟବସ୍ଥା ଅନୁଯାୟୀ ତୃଣମୂଳ ଶାସନକୁ ଦୃଢୀକରଣ କରାଯାଇ ଜିଲାସ୍ତର ପର୍ଯ୍ୟନ୍ତ ପ୍ରତିନିଧି ବାଛିବାର ବ୍ୟବସ୍ଥା ହୋଇଛି । ଏହି ବ୍ୟବସ୍ଥା...

ଚଢ଼ାଉ ପୂର୍ବରୁ ଖାଦାନ ଶୂନ୍‌ଶାନ୍‌

ଯାଜପୁର ଅଫିସ,୨୨ା୫: ଯାଜପୁର ଜିଲା ଧର୍ମଶାଳା ତହସିଲ କାର୍ଯ୍ୟାଳୟରେ ଦୁର୍ନୀତି ସୀମା ଟପିବାକୁ ବସିଲାଣି। ବିଶେଷକରି ମୂଲ୍ୟବାନ କଳାପଥର ଖାଦାନରୁ ବେଆଇନ ଉତ୍ତୋଳନ ଉପରେ ଦୃଷ୍ଟାନ୍ତମୂଳକ...

ସରକାରୀ ବାସଭବନରେ ସାଇଣ୍ଟିଫିକ ଟିମ୍‌ର ତଦନ୍ତ

ପାରଳାଖେମୁଣ୍ଡି,୧୭ା୭(ଡି.ଏନ.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ (ଏସିଏଫ୍‌) ସୋମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣାର ରହସ୍ୟ ଉପରୁ ପରଦା ଉଠାଇବା ପାଇଁ ପ୍ରୟାସ ଆରମ୍ଭ...

ପୁରୁଷୋତ୍ତମପୁରରେ ସାଧାରଣତନ୍ତ୍ର ଦିବସ

ପୁରୁଷୋତ୍ତମପୁର,୨୬।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ସାଧାରଣତନ୍ତ୍ର ଦିବସ ରବିବାର ପାଳିତ ହୋଇଯାଇଛି। ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତରେ ବିଚାରପତି ଅନ୍ନପୂଣ୍ଣା ଷଡ଼ଙ୍ଗୀ ଜାତୀୟ...

Advertisement
Archives

Model This Week