ବିଶୋଧିତ ହେଲା ପାଟଣା ସରକାରୀ କାର୍ଯ୍ୟାଳୟ, ଜନ ଗହଳି ସ୍ଥାନ

ପାଟଣା,୬।୫(ସ୍ବ. ପ୍ର.): ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହି ସଂକ୍ରମଣରେ ଅଙ୍କୁଶ ଲଗାଇବା ପାଇଁ କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ଥାନା, ବ୍ଲକ, ଗୋଷ୍ଠୀ ଶିକ୍ଷାକେନ୍ଦ୍ର ପରିସର, ତହସିଲ, ମାର୍କେଟ, ବଜାରର ମୁଖ୍ୟ ରାସ୍ତା, ବ୍ୟାଙ୍କ, ସରକାରୀ କାର୍ଯ୍ୟାଳୟ ଓ ଜନଗହଳିପୂର୍ଣ୍ଣ ସ୍ଥାନକୁ ସୋମବାର ପୂର୍ବାହ୍ନରେ ପାଟଣା ଅଗ୍ନିଶମ ବିଭାଗ ତରଫରୁ ଡିଡିଟି ସିଞ୍ଚନକରି ବିଶୋଧିତ କରାଯାଇଛି। ଅଗ୍ନିଶମ ବିଭାଗ ଷ୍ଟେଶନ ପରିଚାଳକ ମନୋରଞ୍ଜନ ମହାନ୍ତଙ୍କ ନେତୃତ୍ୱରେ ଅଗ୍ନିଶମ କର୍ମଚାରୀ ଚାନ୍ଦରାଇ ସୋରେନ, ରାଇସେନ ମାରାଣ୍ଡି, ଜତିନ୍ଦ୍ର ଭୋଇ, ପ୍ରଶାନ୍ତ କୁମାର ନାଏକ, ଅକ୍ଷୟ କୁମାର ରାଜ, ମଳୟ ମଲ୍ଲିକ ପ୍ରମୁଖ ଏହି କାର୍ଯ୍ୟରେ ନିୟୋଜିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

CORONAVIRUS UPDATE: ଆଉ ୩୦ କରୋନା ଆକ୍ରାନ୍ତ ସୁସ୍ଥ; ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୩୦୭

ଭୁବନେଶ୍ୱର,୧୯।୫(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୩୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୦ଜଣ ଗଞ୍ଜାମ ଜିଲାର ରହିଥିବା ବେଳେ କେନ୍ଦ୍ରାପଡ଼ାର ୫, ଭଦ୍ରକର...

ମଠଖାଇ ମହୋତ୍ସବ ଉଦ୍‌ଘାଟିତ

ବଲାଙ୍ଗୀର ଅଫିସ,୨୦ା୧ : ସର୍ବଭାରତୀୟସ୍ତରୀୟ ବହୁଭାଷୀ ନାଟକ ଉତ୍ସବ ମଠଖାଇ ମହୋତ୍ସବ ରବିବାର ଉଦ୍‌ଘାଟିତ ହୋଇଛି ା ମଠଖାଇ ମହୋତ୍ସବ କମିଟି ଅଧ୍ୟକ୍ଷ ବିଧାୟକ ନରସିଂହ...

ଆଜି ନାଲ୍‌କୋ ବିଶ୍ୱକର୍ମା ପୂଜାର ମେଲାଣି ଉତ୍ସବ; ଶେଷ ସନ୍ଧ୍ୟାରେ ପ୍ରବଳ ଭିଡ଼

ବଅଁରପାଳ,୨୩।୯(ଡି.ଏନ.ଏ.) ଅନୁଗୋଳ ଜିଲା ନାଲ୍‌କୋ ନଗରରେ ଚାଲିଥିବା ପ୍ରସିଦ୍ଧ ବିଶ୍ୱକର୍ମା ପୂଜାର ରବିବାର ଥିଲା ଶେଷ ସନ୍ଧ୍ୟା। ଛୁଟି ଦିନରେ ପୂଜା ଦେଖିବା ପାଇଁ ଆଖପାଖ...

ବଣ୍ଡାଘାଟିରେ ଓଲଟିଲା ପ୍ରସୂତିଙ୍କୁ ନେଇ ଯାଉଥିବା ପିକଅପ୍‌ ଭ୍ୟାନ୍‌

ଖଇରପୁଟ ୧୯ା୧୨(ଡି.ଏନ୍‌.ଏ.)-ମାଲକାନଗିରି ଜିଲା ଖଇରପୁଟ ବ୍ଲକର ବଣ୍ଡାଘାଟିରେ ଶନିବାର ଏକ ପିକଅପ ଭ୍ୟାନ୍‌ ଓଲଟି ୪ଜଣ ଗୁରୁତର ହୋଇଛନ୍ତି। ବଣ୍ଡାଘାଟି ଗ୍ରାମର ଜଣେ ପ୍ରସୂତିଙ୍କୁ ନେଇ...

ଟେମରାଠାରେ ପଞ୍ଚାୟତସ୍ତରୀୟ କଳାକାର ସମ୍ମିଳନୀ

କୋକସରା,୨୨।୧୧ (ଡି.ଏନ.ଏ.)-କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରାଠାରେ ପଞ୍ଚାୟତସ୍ତରୀୟ କଳାକାର ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଆବାହକ ଶମ୍ଭୁ ଶଙ୍କର ମାଝି ଓ ନିବେଦକ ରାଜେନ୍ଦ୍ର ନାଏକଙ୍କ...

କୋରାପୁଟକୁ ଫେରିଲା ଲକ୍‌ଡାଉନ୍‌: ୪ ସହର ୫ ପଞ୍ଚାୟତରେ ତାଲାବନ୍ଦ

ଜୟପୁର,୨୦ା୭(ଡି.ଏନ୍‌.ଏ ): କୋରାପୁଟ ଜିଲାରେ ପୁଣି ଲାଗୁ ହେବ ଲକ୍‌ଡାଉନ୍‌। କରୋନା ସଂକ୍ରମିତ ସଂଖ୍ୟା ବଢ଼ୁଥିବାରୁ ଜିଲାର ଜୟପୁର, କୋରାପୁଟ, ସୁନାବେଢା, କୋଟପାଡ ୪ଟି ସହରାଞ୍ଚଳରେ...

ବଜ୍ରପାତରେ ଜଣେ ମୃତ, ୩ ଗୁରୁତର

ଠାକୁରମୁଣ୍ଡା,୧୦ା୫(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଅଧୀନ କେଶଡ଼ିହା ପଞ୍ଚାୟତ ପୁରୁଣାପାଣି ଗ୍ରାମରେ ରବିବାର ଅପରାହ୍ନରେ ବଜ୍ରପାତ ଘଟି ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ୩...

କରୋନାକୁ ହରାଇବା ପାଇଁ ସମସ୍ତେ ମାସ୍କ ପିନ୍ଧିବାକୁ ଆହ୍ବାନ ଦେଲେ ଡିଜିପି

କଟକ ଅଫିସ,୨୮ା୫: କରୋନାକୁ ହରାଇବା ପାଇଁ ସମସ୍ତେ ମାସ୍କ ପିନ୍ଧନ୍ତୁ ବୋଲି ଗୁରୁବାର ରାଜ୍ୟବାସୀଙ୍କୁ ଆହ୍ବାନ ଦେଇଛନ୍ତି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ। ଟୁଇଟ୍‌ରେ ସେ...

Play 250+ Trending Games
Archives

Model This Week

Why Dharitri