ବିଶୋଧୀକରଣ ହେଲା ଶ୍ରୀମନ୍ଦିର ଚତୁଃପାର୍ଶ୍ୱ

ପୁରୀ ଅଫିସ,୧୧।୪: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ବିିଭନ୍ନ ପ୍ରକାର ପଦକ୍ଷେପ ନିଆଯାଉଛି। କିପରି ଏହି ମାରାତ୍ମକ ଭୂତାଣୁ ନ ବ୍ୟାପିବ ସେଥିଲାଗି ବିଶୋଧୀକରଣ ଉପରେ ଗୁରୁତ୍ୱ ଦେଉଛି ପ୍ରଶାସନ। ଶନିବାର ଶ୍ରୀମନ୍ଦିର ଚତୁଃପାର୍ଶ୍ୱ, ସିଂହଦ୍ୱାର ସମ୍ମୁଖ ରାସ୍ତା ଏବଂ ସୌନ୍ଦର୍ଯ୍ୟକରଣ ପାଇଁ ଲଗାଯାଇଥିବା ଗଛଗୁଡ଼ିକୁ ବିଶୋଧୀକରଣ କରାଯାଇଛି। ଅଗ୍ନିଶମ ବାହିନୀର କର୍ମଚାରୀମାନେ ୨ଟି ଦମକଳ ଗାଡ଼ିରେ ସୋଡିୟମ୍‌ ହାଇପୋକ୍ଲୋରାଇଡ୍‌ କେମିକାଲଯୁକ୍ତ ସ୍ପ୍ରେ କରିଛନ୍ତି। ଜିଲା ଅଗ୍ନିଶମ କେନ୍ଦ୍ର ଓ ସିଂହଦ୍ୱାରା ଅଗ୍ନିଶମ ବାହିନୀର ପ୍ରାୟ ୨୦ କର୍ମଚାରୀ ଏଥିରେ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ମୁଣ୍ଡିଆ ମାରି ଆଶୀର୍ବାଦ ନେଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୨୪ା୬: ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମଥର ପାଇଁ ନିଜ ଜିଲା କେନ୍ଦୁଝରକୁ ଦୁଇ ଦିନିଆ ଗସ୍ତରେ ଆସି ସୋମବାର ଦ୍ୱିତୀୟ ଦିନରେ ନିଜ ଜନ୍ମମାଟିରେ ପାଦ...

ବିନା ବିଦ୍ୟୁତ୍‌, ଯନ୍ତ୍ରରେ ହେବେ ଜଳ ସେଚନ

ରାଇକିଆ,୨୪।୬(ପ୍ରଦୀପ ବେହେରା): ଚାଷୀଙ୍କୁ ବିନା ବିଦ୍ୟୁତ୍‌ ଏବଂ ଯନ୍ତ୍ରରେ ଜଳ ସେଚନର ସୁବିଧା ମିଳିବ। ଏଥିପାଇଁ କନ୍ଧମାଳ ଜିଲା ରାଇକିଆ ବ୍ଲକ ଗୁମାମହା ପଞ୍ଚାୟତର ବାନ୍ଦା...

ଛତିଶା ନିଯୋଗ ବୈଠକରେ ରଥଯାତ୍ରା ପାଇଁ ହେଲା ନୀତି ନିର୍ଘଣ୍ଟ, ଜାଣନ୍ତୁ କେତେବେଳେ ଆରମ୍ଭ ରଥଟଣା

ପୁରୀ,୨୪।୬: ଶ୍ରୀମନ୍ଦିର ଛତିଶା ନିଯୋଗ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଶ୍ରୀଗୁଣ୍ଡିଚା ଯାତ୍ରା ପାଇଁ ନୀତି ନିର୍ଘଣ୍ଟ ହୋଇଛି। ଦିନ ୧ଟା ୧୦ରେ ପହଣ୍ଡି ଆରମ୍ଭ ହୋଇ ୨ଟା...

କର୍ମଚାରୀଙ୍କୁ ପୁରସ୍କୃତ କଲେ ଜିଲାପାଳ

ଛତ୍ରପୁର,୨୪।୬(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲାପାଳ ଦିବ୍ୟ ଜ୍ୟୋତି ପରିଡା ଜିଲା ମୁଖ୍ୟ କାର୍ଯ୍ୟାଳୟ ଛତ୍ରପୁରଠାରେ ଜିଲା କୋଷାଗାରର ଦୁଇ କର୍ମଚାରୀଙ୍କୁ ୨୦୨୪-ମାର୍ଚ୍ଚ ପୁରସ୍କାର ପୁରସ୍କାର...

ସର୍ପ ଦଂଶନରେ ଚାଲିଗଲା ସାପ ଧରାଳିଙ୍କ ଜୀବନ

ବୀରମହାରାଜପୁର,୨୪।୬: ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ପରିସରରେ ଏକ ଅଭାବନୀୟ ଘଟଣା ଘଟିଛି। ସାପ ଧରାଳି ଜଣକ ଥାନା ଭିତରେ ଲୋକଙ୍କୁ ସାପ ଦେଖାଉଥିବା ବେଳେ...

ଜନ୍ମମାଟିରେ ମା’ଙ୍କ ହାତରୁ ପଖାଳ ଖାଇଲେ ମୁଖ୍ୟମନ୍ତ୍ରୀ, କହିଲେ…

କେନ୍ଦୁଝର,୨୪ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମଥର ପାଇଁ ନିଜ ଜିଲା କେନ୍ଦୁଝରକୁ ଦୁଇ ଦିନିଆ ଗସ୍ତରେ ଆସି ସୋମବାର ଦ୍ୱିତୀୟ ଦିନରେ ନିଜ...

ଗଞ୍ଜାମ ଜିଲାରେ ୩୧ ପ୍ରତିଶତ ବର୍ଷା କମ୍‌, ଚାଷୀଙ୍କୁ ଯୋଗାଇ ଦିଆଯିବ…

ଛତ୍ରପୁର,୨୪ା୬(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ ): ଗଞ୍ଜାମ ଜିଲାରେ ୩୧ ପ୍ରତିଶତ ବର୍ଷା କମ୍‌ ହୋଇଛି। ସୋମବାର ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକରେ ଏହା ପ୍ରକାଶ...

ବଦଳିବ ଲକ୍ଷ୍ମୀ ବସ୍‌ର ନାଁ? ଜାଣନ୍ତୁ କ’ଣ କହିଲେ ପରିବହନ ମନ୍ତ୍ରୀ

ଭୁବନେଶ୍ୱର,୨୪।୬: ରାଜ୍ୟର ପ୍ରତି କୋଣ ଅନୁକୋଣରେ ଗଡ଼ୁଛି ଲକ୍ଷ୍ମୀ ବସ୍‌ । ପୂର୍ବରୁ ଥିବା ବିଜେଡି ସରକାର ଏହି ଯୋଜନା ଆରମ୍ଭ କରିଥିଲେ । ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri